Home Middle

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି। ୨୦୧୪ ମେ’ ୨୬ରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାବେଳେ ବୁଧବାର ତାଙ୍କର କାର୍ଯ୍ୟକାଳ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ ବିଶ୍ୱକପ୍‌ ୩ ଦେଶର ୧୬ ଭେନ୍ୟୁରେ ହେବାକୁ ଯାଉଥିବା ବେଳେ ଏଥିରେ ସର୍ବାଧିକ…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI ଖୁବ୍ ଶୀଘ୍ର କାଗଜ ମୁଦ୍ରାକୁ ନିଷିଦ୍ଧ କରିବାକୁ ଯାଉଛି ଏବଂ ଭାରତରେ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା। NDA ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ଏହି ବୈଠକରେ ଯୋଗ…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା ପରେ ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଏକ ବଡ଼…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ ଥିବା ପରି ମନେ ହେଉଛି। ମମତା ସମ୍ପ୍ରତି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କୁ…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ ଥିବା ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି,…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା ବାନାର୍ଜୀ ପ୍ରସ୍ତୁତ ଥିବା ଜଣାପଡ଼ୁଛି, କିନ୍ତୁ ସେ ଅଭିଷେକ ବାନାର୍ଜୀଙ୍କ ଜରିଆରେ ରାହୁଲ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ ତାଙ୍କର ୧୨ ବର୍ଷ ପୂରଣ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶ…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ ତାଲିକା ଭିତରକୁ ପ୍ରବେଶ କରିବା ପରେ ପୃଥିବୀରେ ଏକ ନୂଆ ସମୀକରଣ ସୃଷ୍ଟି…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି। ପ୍ରତିଦିନ ଏଭଳି ଘଟଣା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତି ଦେଶ ଭିତରେ ଛବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?