ଆଇପିଏଲ୍ ୨୦୨୪: ଆଜି କୋଲକାତା-ସନରାଇଜର୍ସ ଫାଇନାଲ
ଚେନ୍ନାଇ,୨୫ା୫(ପି.ଟି): ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୭ ତମ ସଂସ୍କରଣର ଫାଇନାଲ ରବିବାର ଚେନ୍ନାଇର ଚେପକ୍ ଷ୍ଟାଡିୟମରେ କୋଲକାତା ନାଇଟ୍ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍କୁ ଫ୍ୟାନ୍ମାନେ କୋଲକାତାର ମେଣ୍ଟର ଗୌତମ ଗମ୍ଭୀର ଓ ହାଇଦ୍ରାବାଦ…
ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର
ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା…
ଆଜି ଆସିବ ମାଟ୍ରିକ, ଯୁକ୍ତ୨ ପରୀକ୍ଷା ଫଳ; ଜାଣନ୍ତୁ କେଉଁଠି ଏବଂ କିଭଳି ଜାଣିବେ ରେଜଲ୍ଟ…
ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇବ।…
୩ୟ ପର୍ଯ୍ୟାୟରେ ୭୧% ମତଦାନ
ଭୁବନେଶ୍ୱର,୨୬ା୫(ଅନିଲ ଦାସ): ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଏବଂ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ…
ଟି-୨୦ ବିଶ୍ୱକପ ପାଇଁ ଯାତ୍ରା କଲେ ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍, ଯାଇନାହାନ୍ତି ବିରାଟ
ମୁମ୍ବାଇ,୨୩ା୫: ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍ ଟି -୨୦ ବିଶ୍ୱକପ୍ ୨୦୨୪ ପାଇଁ ଯାତ୍ରା କରିଛନ୍ତି। ଆଇପିଏଲ୍ ୨୦୨୪ ମଧ୍ୟରେ ଟିମ୍ ଇଣ୍ଡିଆ ଟି -୨୦ ବିଶ୍ୱକପ ପାଇଁ ଆମେରିକା ବାହାରିଛି। କିନ୍ତୁ ବିରାଟ କୋହଲି ଟିମ୍ ଇଣ୍ଡିଆ ସହ ଯାଇ…
କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ କାହିଁକି ଅନୁପସ୍ଥିତ ଥିଲେ ଏନେଇ ସେ ମୁହଁ ଖୋଲିଛନ୍ତି। ସାକ୍ଷାତକାର ଦେଇ ସେ କହିଛନ୍ତି,…
ଗେମିଂ ଜୋନ୍ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ
ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ତେବେ ୨୦ ମୃତକଙ୍କ ମଧ୍ୟରେ ୧୨ ଜଣ ଶିଶୁ ରହିଥିବା ଜଣାପଡ଼ିଛି।…
ବାତ୍ୟା ଭୟ: ଉପକୂଳରେ ହାଇଆଲର୍ଟ, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୋଗରାଇ,୨୫ା୫(ପ୍ରଦୀପ ଦାସ): ମଧ୍ୟବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ‘ରେମାଲ’ ନାମକ ସାମୁଦ୍ରିକ ଝଡ଼ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳଆଡ଼କୁ ଘଣ୍ଟାକୁ ୧୭ କିମି ବେଗରେ ଉତ୍ତର ପୂର୍ବ ଆଡ଼କୁ ଗତି କରୁଥିବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ ବିଭାଗ ଘନଘନ…
ସୃଷ୍ଟି ହେଲା ବାତ୍ୟା ‘ରେମାଲ’, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ୍
ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହା ପ୍ରାୟ ୧୨ କିଲୋମିଟର ବେଗ ସହିତ ଉତ୍ତର ଦିଗକୁ ଗତି କରିବା ଏବଂ ତୀବ୍ର ହେବା ସମ୍ଭାବନା ରହିଛି। ଏହି ବାତ୍ୟା ‘ରେମାଲ’ ନାମରେ…
ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ
ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%,…
ଭାଜପା କର୍ମୀଙ୍କ ଉପରକୁ ଟେକାପଥର ମାଡ଼, ଜୀବନ ବଞ୍ଚାଇବାକୁ ପ୍ରାଣ ବିକଳରେ ଦୌଡ଼ିଲେ
କୋଲକାତା,୨୫ା୫: ପଶ୍ଚିମବଙ୍ଗରେ ଭାଜପା ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ ଟେକାପଥର ମାଡ଼ କରିବାରୁ ଭାଜପା କର୍ମୀମାନେ ନିଜ ଜୀବନ ବଞ୍ଚାଇବା ପାଇଁ ପ୍ରାଣ ବିକଳରେ ଦୌଡ଼ିଥିଲେ। ଏହି ଘଟଣାରେ ଭାଜପା ତୃଣମୂଳ କଂଗ୍ରେସକୁ ଦାୟୀ କରିଛି। #WATCH | West…
ପ୍ରତ୍ୟେକ ଭୋଟ୍ର ହିସାବ ଦେଲେ ନିର୍ବାଚନ ଆୟୋଗ, କହିଲେ ତଥ୍ୟରେ ପରିବର୍ତ୍ତନ ଅସମ୍ଭବ
ନୂଆଦିଲ୍ଲୀ,୨୫ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ଶନିବାର ଦେଶର ୫୭ଟି ଆସନରେ ମତଦାନ ଚାଲିଥିଲା। ଏହି ସମୟରେ ନିର୍ବାଚନ ଆୟୋଗ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନର ଅନ୍ତିମ ତଥ୍ୟ ପ୍ରକାଶ କରିଛନ୍ତି। କୁହାଯାଇଛି, ଏହି ପାଞ୍ଚଟି ପର୍ଯ୍ୟାୟରେ…
Archives


