ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି
ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ କାର୍ଯ୍ୟାଳୟ ସୂଚନା ଦେଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ଇରାନ…
ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଭୁବନେଶ୍ୱର, ୨୨।୪: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ସମୟରେ ସମୟରେ ସେ ଏପ୍ରିଲ ୨୮ ରେ ସାଲେପୁର ଗସ୍ତ କରିବେ ବୋଲି ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଅଜୟ…
୪ ବିଧାୟକଙ୍କ କଟିଲା ଟିକେଟ୍: ୬ରୁ ୫ ନୂଆମୁହଁ
ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ…
ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କିଏ କେଉଁଠୁ ପାଇଲେ ଟିକେଟ୍
ଭୁବନେଶ୍ୱର, ୨୨।୪: ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ବିଜୁ ଜନତା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଏଥିରେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା, ବାଙ୍ଗିରିପୋଷିରୁ ରଂଜିତା ମାରାଣ୍ଡି, ବରୀରୁ…
ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ
ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ ଘରେ…
ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ
ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ ଗ୍ରୁପ ଅସୁସ୍ଥ ହୋଇପଡିଥିଲେ।
୩୦ ସପ୍ତାହ ଭୃଣକୁ ଗର୍ଭପାତ ଅନୁମତି ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨୨।୪: ବମ୍ବେ ହାଇକୋର୍ଟଙ୍କ ରାୟକୁ ଖାରଜ କରି ବଳାତ୍କାର ଶିକାର ହୋଇଥିବା ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ୩୦ ସପ୍ତାହ ଭୃଣ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହା…
ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି
ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା ତାରିଣୀ…
ପୃଥିବୀର ନିକଟତର ଡେଭିଲ୍ ଧୂମକେତୁ: ୭୧ ବର୍ଷ ପରେ ବିରଳ ସଂଯୋଗ
ମୁମ୍ବାଇ,୨୨ା୪:ଡେଭିଲ ଧୂମକେତୁ ଭାବେ ପରିଚିତ ‘୧୨ପି/ପୋନ୍ସ-ବ୍ରୁକ୍ସ’ ରବିବାର ପୃଥିବୀର ନିକଟତର ହୋଇଛି। ୭୧ ବର୍ଷ ପରେ ଘଟିଥିବା ଏହି ବିରଳ ସଂଯୋଗ ଭାରତୀୟ ତଥା ବିଶ୍ୱର ବୈଜ୍ଞାନିକମାନଙ୍କୁ ରୋମାଞ୍ଚତ୍ତ କରିଛି। ସୂର୍ଯ୍ୟଙ୍କୁ ପରିକ୍ରମା କରୁଥିବା ଏହି ଧୂମକେତୁ ମାର୍ଚ୍ଚ ପ୍ରଥମ ଭାଗରୁ…
ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍
ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ କରିବାକୁ ବାଧ୍ୟ କରିଥିବା ଅଭିଯୋଗରେ ୭ ଜଣଙ୍କ ବିରୋଧରେ ଏଫଆଇଆର ଦାଖଲ ହୋଇଛି। ପୋଲିସର…
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ତାତିରୁ ମିଳିବ ଆଶ୍ଵସ୍ତି
ଭୁବନେଶ୍ୱର,୨୨ା୪: ସୋମବାର ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଘଡ଼ଘଡ଼ି ସହ ବର୍ଷା ଓ ପବନ ଯୋଗୁଁ କ୍ଷୟକ୍ଷତି ମଧ୍ୟ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତକାଲି ଠାରୁ କଳାବୈଶାଖୀ ପ୍ରକ୍ରିୟା ପାଇଁ ସୋମବାର ସକାଳୁ…
ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା
ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରି କହିଛନ୍ତି ଯେ, ସେମାନେ (ଚାଇନା) ମହାକାଶରେ ଏକ ଗୁପ୍ତ ସାମରିକ କାର୍ଯ୍ୟକ୍ରମ ଚଳାଉଛନ୍ତି,…
Archives


