ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…
ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ ମେଣ୍ଟ…
ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର
ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ ନେଇ ଜଣେ ଏମପିଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ, ପୁରୀ ଶ୍ରୀମନ୍ଦିର ଏବଂ ଏକାମ୍ର…
ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ
ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି,…
ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ
ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…
ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…
ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିବାବେଳେ ଅପରାଜିତା ଏହାର ପ୍ରମାଣ ମାଗିଛନ୍ତି। ଅପରାଜିତା କହିଛନ୍ତି, ଲିଙ୍ଗରାଜ…
ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ ବିଜେଡି…
ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା
ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪…
ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା
ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ…
କାହିଁକି ଏଥର ୪୦୦ ପାର୍ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ ଯଦି କୌଣସି ଦଳର ଆତ୍ମବିଶ୍ୱାସ ଅଧିକ ଦେଖାଯାଏ, ତେବେ ଏହା ହେଉଛି ଭାରତୀୟ ଜନତା…
ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ସଂଖ୍ୟାଗରିଷ୍ଠତା ହାସଲ କରୁଛି ବୋଲି ଦାବି କରିଛନ୍ତି। ବିରୋଧୀ ସହଯୋଗୀ…
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା
ଭୁବନେଶ୍ୱର, ୨୧ା୫(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି…
୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ
ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ ସଂଖ୍ୟାରେ ଏକ ଡିଭିଡେଣ୍ଡ ରହିଛି। ବହୁ ସଂଖ୍ୟାରେ ଯୁବକ ଶ୍ରମ ବଜାରକୁ ଆସୁଛନ୍ତି। ସେମାନଙ୍କୁ…
Archives


