ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍ ପାଇଁ ଆଗାମୀ ୩ ଦିନ ଉପବାସ କରିବି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି। ସମ୍ବିଟ…
ପ୍ରତ୍ୟର୍ପଣକୁ ଚ୍ୟାଲେଞ୍ଜ କରିପାରିବେ ଅସାଞ୍ଜ
ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍ସାଇଟ୍ର ପ୍ରତିଷ୍ଠାତା ଜୁଲିଅନ୍ ଅସାଞ୍ଜ ଅପିଲ୍ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ ୫୨ ବର୍ଷୀୟ ଅସାଞ୍ଜଙ୍କ ଆଇନଗତ ଲଢ଼େଇ ଆହୁରି ଦୀର୍ଘ ହେବାକୁ ଯାଉଛି। ବ୍ରିଟେନ୍ ସରକାରଙ୍କ…
ନେତାନ୍ୟାହୁ, ହମାସ୍ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି
ହେଗ୍,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍ ଗାଲାଣ୍ଟ, ହମାସ୍ ନେତା ୟାହୟା ସିନ୍ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍-ମସ୍ରି ଏବଂ ଇସ୍ମାଇଲ୍ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା ଜାରି…
୫ମ ପର୍ଯ୍ୟାୟରେ ୬୦% ମତଦାନ
ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ଭୋଟିଂ ହୋଇଥିଲା। ପଶ୍ଚିମବଙ୍ଗରେ ସର୍ବାଧିକ ୭୬.୦୫ ପ୍ରତିଶତ ମତଦାନ ହୋଇଥିବାବେଳେ…
ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା
ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ…
ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ
କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ ସେଠାକାର ସମ୍ବିଧାନ ଏହାକୁ ନେଇ ସନ୍ଦେହ ପୂର୍ଣ୍ଣ ରହିଛି। ରୁଷିଆର ରାଷ୍ଟ୍ରପତି ପୁଟିନ ଏହା…
ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ
ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ ଷ୍ଟେଟ…
ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ
ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…
ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି: ରତ୍ନଭଣ୍ଡାର ଚାବି ତାମିଲନାଡୁ ଯାଇଛି
କଟକ,୨୦।୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି।…
ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ
ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ କହିଥିଲେ ଯେ ଆପଣମାନେ ମୋତେ ଏତେ ଭଲପାଇବା ଦେଇଛନ୍ତି ଯେ ମୋ କହିବା ବନ୍ଦ…
ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ
ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଞ୍ଜୟ ସିଂ କହିଛନ୍ତି ଯେ ଆଜିର…
ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ
ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ ପରେ ହେଲିକପ୍ଟର ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ, ଯେଉଁଠାରେ କେହି ବଞ୍ଚିବାର କୌଣସି ଚିହ୍ନ ନଥିଲା। ଏହି…
Archives


