Home Middle

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ”…

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ ଆଣ୍ଟିବାୟୋଟିକ ଚିକିତ୍ସା କରୁଛନ୍ତି। ରବିବାର ରାଜାଙ୍କ ସ୍ବାସ୍ଥ୍ୟ ଉପରେ ରୟାଲ କୋର୍ଟ ତାଜା ଅପଡେଟ…

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍‌ପି…

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଇବ୍ରାହିମ ରଇସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍ ଅମିରାବଡୋଲହିଆନ…

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି।…

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା…

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାରମ୍ପରିକ ଆସିକା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ସହିତ ବଲାଙ୍ଗୀର…

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା ଏବଂ କନ୍ଧମାଳ ଏବଂ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା…

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ ସମ୍ମୁଖରେ ପାରମ୍ପାରିକ ପୋଷାକରେ ପହଞ୍ଚିଥିଲେ। ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରିବାକୁ…

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି ଲୋକ ସଭା ଆସନ ପାଇଁ ୬୯୫ ଜଣ ପ୍ରାର୍ଥୀ ଅଛନ୍ତି। ପଞ୍ଚମ ପର୍ଯ୍ୟାୟରେ ରାହୁଲ…

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ଦେଶର ଅର୍ଥମନ୍ତ୍ରୀ ମଧ୍ୟ ରାଇସିଙ୍କ ସହ…

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ ସହ ସନ୍ଧ୍ୟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri