“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ
ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ କହିଛନ୍ତି…
ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍ ଜାରି କରିବା…
”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ ରେକର୍ଡିଂ କରିବା ଏବଂ ଏହାକୁ ପ୍ରସାରଣକୁ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା କଡ଼ା…
ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା
ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ ଲୋକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା। ସେତେବେଳେ ମଞ୍ଚ ଉପରେ ଅଖିଳେଶ ଯାଦବ ଏବଂ କଂଗ୍ରେସ…
ହାଇଭୋଲ୍ଟେଜ୍ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍ରିଓ୍ବାଲ, କହିଲେ…
ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ ଏବଂ…
ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…
ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି…
ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି
ଜୟପୁର,୧୯ା୫: ରାଜସ୍ଥାନର ଏଆର୍ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଅକ୍ଷତ ବିଲଡର୍ସ ଗ୍ରୁପ୍ର ଅକ୍ଷତ ଜୈନଙ୍କ ସମ୍ପତ୍ତି ତାଙ୍କ ନିଜ ଲୋକଙ୍କ…
ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍
ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ PA ବୈଭବ କୁମାର, ମାଲିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ ବୈଭବଙ୍କୁ…
ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର
ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ମଧ୍ୟ ଓଡ଼ିଶା…
ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…
ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋ ସହିତ ଗୋଟିଏ ବିତର୍କ କରିପାରୁ ନାହାନ୍ତି। ଚଳିତ ନିର୍ବାଚନରେ…
ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ
ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ ପଡ଼ୋଶୀ…
ଭାଜପାରେ ମିଶିଲେ ସମୀର
ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…
Archives


