ନାଗାଲାଣ୍ଡର ୬ ଜିଲାରେ ବୁଥ୍ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍
କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍ପିଓ) ଲୋକ ସଭା ନିର୍ବାଚନକୁ ବହିଷ୍କାର କରିବାକୁ ଆହ୍ବାନ ଦେଇଛିା ଏହାକୁ ନେଇ ରାଜ୍ୟର ୬…
ଅଶୁଂଘାତ ନେଲା ଜଣଙ୍କ ଜୀବନ
ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ ଇଲନେସ…
ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ
ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା। ସୂଚନାଥାଉ କି, ଡଙ୍ଗାରେ ପ୍ରାୟ…
ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!
ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ ଦଳ…
୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି
ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର ଅନେକ…
ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…
ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ
ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ ଦିଆଯାଇଥିଲା।…
ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି
ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ…
ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି
ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ଇଣ୍ଡିଆ ସହଯୋଗୀ ଦଳ ଉପରେ କଡ଼ା…
ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର
ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍ ଏଜେନ୍ସି ନିର୍ଦ୍ଦେଶରେ କୁହାଯାଇଛି ଯେ ଗ୍ରହଣୀୟ ସୀମାଠାରୁ ଅଧିକ କୀଟନାଶକ ଥିବା ଜଣାପଡିଛି। ହଂକଂରେ…
ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ
ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିରେ…
ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…
ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍ ହରି କୁମାର ସେହିଦିନ ଅବସର ନେବେ। ତାଙ୍କର…
Archives


