ମମତା ବାନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ପଡ଼ିବ, କାହିଁକି ଏମିତି କହିଲେ ଏହି ଏମ୍ପି
ନୂଆଦିଲ୍ଲୀ,୨୭ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ନୀତି ଆୟୋଗ ବୈଠକ ଅଧାରୁ ଉଠି ଚାଲି ଆସିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ବୈଠକରେ ଭାଷଣ ଦେବାର ସୁଯୋଗ ଦିଆଯାଇ ନ ଥିଲା ଏବଂ ସେ ଏହାର ପ୍ରତିବାଦରେ ଉଠି…
କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି
ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍, ଭିତ୍ତିଭୂମି, ଶ୍ରୀଘ୍ର…
ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ
ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍ ପୋଲିସ ପାଖରୁ…
ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ନୂଆଦିଲ୍ଲୀ,୨୭।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ…
ଓଡ଼ିଶାକୁ ଆସୁଛି ଆଳୁ: ଗର୍ଜିଲେ ତାରା, ନବୀନ ଚିଠି ଲେଖିଲେ ବୋଲି…
ଭୁବନେଶ୍ୱର,୨୭।୭: ରାଜ୍ୟରେ ହୁ ହୁ ହୋଇ ବଢୁଛି ଆଳୁଦର। ଭୁବନେଶ୍ୱର କଟକରେ ଆଳୁ କିଲୋ ପ୍ରତି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସିବା ଆରମ୍ଭ ହୋଇଛି। ଏବେ ଧୀରେ…
ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର
ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏହି ସଭା ଅନୁଷ୍ଠିତ ହେଉଛି। ଇଣ୍ଡିଆ ମେଣ୍ଟ ଶାସିତ ରାଜ୍ୟମାନଙ୍କ…
ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର
ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଛି । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନାହିଁ । ବାହାର ରାଜ୍ୟରୁ…
ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଲା ହାରିସ
ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା ପାଇଁ ପ୍ରୟାସ କରାଯିବ। ତେବେ ଦଳ ତାଙ୍କୁ ବିଶ୍ବାସ କରିଥିବାରୁ କମଲା ହାରିସ ଖୁସୀ…
ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍
ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍ ଗୌତମ ଗମ୍ଭୀର ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ପ୍ରଥମେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦…
୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…
ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ…
କଂଗ୍ରେସର ନିକଟତର ହେଉଛନ୍ତି ନବୀନ-ରେଡ୍ଡୀ, ଏପଟେ ମୋଦିଙ୍କୁ ଭେଟିବେ ମମତା, ଜାତୀୟ ରାଜନୀତିରେ ହଲଚଲ
ନୂଆଦିଲ୍ଲୀ,୨୬।୭: ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ସଦସ୍ୟ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଯାହା ମେଣ୍ଟରେ ଫାଟ ହେବାନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୀତି ଆୟୋଗକୁ ବିରୋଧୀ ଦଳରେ ଥିବା ମୁଖ୍ୟମନ୍ତ୍ରୀ ବୟକଟ…
Archives


