Home Middle

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା ତାପମାତ୍ରା ଅନୁଭୂତିକୁ ୪୦ ଡିଗ୍ରୀ ଭଳି ଅନୁଭୂତ ହେଉଥିଲା ବେଳେ ସାଢ଼େ ୧୧ଟା ବେଳେ…

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ ରିପୋର୍ଟ…

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ରାଜ୍ୟ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା…

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ…

ଚାଞ୍ଚଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କହିଛନ୍ତି, ଅନେକ ବିଜେଡି…

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର ଅଞ୍ଚଳ ଯୁଦ୍ଧର ପଥରେ ଠିଆ ହୋଇଛି। କିଛି ଦିନ ପୂର୍ବରୁ ଇରାନ ୩୦୦ରୁ ଅଧିକ…

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି। ଇରାନର ଇସଫହାନ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଇସଫହାନରେ ନ୍ୟୁକ୍ଲିୟର୍‌…

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ ପ୍ରତିହତ କରି ପ୍ରତିଶୋଧ ନେଇ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ନ୍ୟୁଜ ଏଜେନ୍ସି ଏପି…

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ ନ୍ୟୁଜ୍‌ ଏଜେନ୍ସି ମୁତାବକ,ଇରାନର ଇସାଫହାନ ସହରର…

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ ପରିବର୍ତ୍ତନ କରାଯାଇଛି। ଏହା ସହ ଚିକିତ୍ସା ପାଇଁ ପିଏଫ୍‌ରୁ ଟଙ୍କା ଉଠାଇବା ସହଜ ହୋଇଯାଇଛି।…

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଟି…

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ସର୍ବାନନ୍ଦ ସୋନୋଓ୍ବାଲ, ଭୂପେନ୍ଦ୍ର ଯାଦବ, ତ୍ରିପୁରାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri