ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ
ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଏବଂ ଅନୁଶାସନ ଭଙ୍ଗ ଅଭିଯୋଗରେ ଦଳ ପକ୍ଷରୁ ଏଭଳି…
ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…
ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ ଏକ ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ତେବେ ରାଜନେତା ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ…
ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…
ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ । ଉଚ୍ଚଶିକ୍ଷା ବିଭାଗ ତରଫରୁ ପିଜି ଆଡମିଶନ କରିବା ପାଇଁ ପ୍ରବେଶିକା ପରୀକ୍ଷାର ତାରିଖ ଘୋଷଣା…
ଗର୍ଜିଲେ ଶାହା, କହିଲେ…
ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି। ଭାଜପା ସରକାର ଆସିଲେ…
ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ
ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା କିଣାଯାଇଥିବା ସୋସିଆଲ ମିଡିଆ ପ୍ଲାଟଫର୍ମ ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି। ଅନେକ ବୈଶିଷ୍ଟ୍ୟ ପୂର୍ବରୁ…
ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…
ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା…
ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର
ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍…
ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍ ଦେବୁ
ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି। ଭୋଟରମାନେ କହିଛନ୍ତି, ନିର୍ବାଚନ ସମୟରେ ନେତାମାନେ ଆସୁଛନ୍ତି, ଭୋଟ୍ ପାଇଲା ପରେ ଚାଲି ଯାଉଛନ୍ତି।…
Video: ସ୍ୱାତୀ ମାଲିୱାଲଙ୍କୁ ଏହିପରି ଦୁର୍ବ୍ୟବହାର କରିଥିଲେ ବୈଭବ କୁମାର
ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। ଏହି ମାମଲାରେ ଘଟଣା ସମୟର ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓ ମେ…
ତାସ ଭଳି ଅଲଗା ହୋଇଗଲେଣି ବିରୋଧୀ, ବାରାବାଙ୍କିରେ ମୋଦିଙ୍କ ଟାର୍ଗେଟ
ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶର ବାରବାଙ୍କି ଠାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ କଡା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣର ଆରମ୍ଭରେ କହିଛନ୍ତି ଯେ ଆପଣ…
‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’
ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ହମନ୍ତ। ସେ କହିଛନ୍ତି, ଓଡ଼ିଶାରେ ମୋଦି ମାଗଣା ଚାଉଳ…
ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର ଇଣ୍ଡିଆର ବିନିଯୋଗ ଏବଂ ଟାଟା ଗ୍ରୁପ ଦ୍ୱାରା ନିଆଯିବା ପରେ ଏୟାର ଇଣ୍ଡିଆ ଲିମିଟେଡ…
Archives


