Home Middle

ଟିକେଟ୍‌ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କ ଟିକେଟ୍‌ କଟିଛି। ସମୀର ଦାସଙ୍କ ସ୍ଥାନରେ ଦିଲୀପ ନାୟକଙ୍କୁ ଦଳ ପ୍ରାର୍ଥୀ କରିଛି।…

ପଶ୍ଚିମ ଓଡ଼ିଶାରେ ଓଲଟପାଲଟ ହେବ ସମୀକରଣ, ନବୀନଙ୍କ ସିକ୍ରେଟ ପ୍ଲାନ

ଭୁବନେଶ୍ୱର,୧୮।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା, ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଅଛନ୍ତି। ହିଞ୍ଜିଳି ପରେ ଏବେ ମୁଖ୍ୟମନ୍ତ୍ରୀ…

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ…

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ ବିଧାୟକ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସେଠୀ, ଡ଼ଃ ରବୀନ୍ଦ୍ର କୁମାର ସେଠୀ ଏବଂ ଏବେକାର…

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ ପଶ୍ଚିମ…

୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍‌ ଆଦମୀ ପାର୍ଟି

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍‌ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…

ଏମ୍ସରେ କୃତ୍ରିମ ମୂତ୍ରାଶୟ ପ୍ରତିରୋପଣ

ଭୁବନେଶ୍ୱର,୧୮।୪(ଅସମାପିକା ସାହୁ)ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ରାଜ୍ୟରେ ପ୍ରଥମ କରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ…

୯ରୁ ୬ ମହିଳା ପ୍ରାର୍ଥୀ

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ବିଜୁ ଜନତା ଦଳ ପଞ୍ଚମ ପର୍ଯ୍ୟାୟରେ ଆଉ ୯ ବିଧାନସଭା ଆସନ ପାଇଁ ବୁଧବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିସହିତ ସମ୍ବଲପୁର ଓ ରେଢ଼ାଖୋଲ ଆସନରେ ପ୍ରାର୍ଥୀଙ୍କୁ ଅଦଳବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୧୮।୪(ସୁନିତ୍‌ ମିଶ୍ର) ଦେଶରେ ୭ଟି ପର୍ଯ୍ୟାୟରେ ୨୦୨୪ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଯଥାକ୍ରମେ ଆସନ୍ତା ମେ ୧୩, ୨୦ ଏବଂ ୨୫ ଓ ଜୁନ୍‌ ୧ରେ ମତଦାନ କରାଯିିବ। ଗତ ମାର୍ଚ୍ଚ ୧୬…

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ ୧୭.୩ ଓଭରରେ ୮୯ ରନ୍‌ରେ ଅଲଆଉଟ ହୋଇଥିଲା। ଜବାବରେ ଦିଲ୍ଲୀ କ୍ୟାପିଟାଲ୍ସ ୮.୫ ଓଭରରେ…

‘ପଶ୍ଚିମ ଓଡିଶାବାସୀଙ୍କୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ’: ବିରୋଧୀ

ଭୁବନେଶ୍ୱର,୧୭।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ଏହାକୁ ନେଇ ବିରୋଧୀ ଦଳ ସମାଲୋଚନା କରିଛନ୍ତି । ବିରୋଧୀ କହିଛନ୍ତି, ନବୀନ ଆତ୍ମବିଶ୍ୱାସ ହରାଇ ସାରିଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା…

‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ ମଣ୍ଡଳୀରେ ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମିଡ଼ିଆ ରିପୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri