Home Middle

ପଦାକୁ ଆସିବ ସବୁ ସତ: ଡାକ୍ତରୀ ଛାତ୍ରୀ ବଳାତ୍କାର ଘଟଣାରେ ଅଭିଯୁକ୍ତଙ୍କ ହେବ ପଲିଗ୍ରାଫ ଟେଷ୍ଟ

କୋଲକତା,୧୯।୮:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶକୁ ଦୋହଲାଇ ଦେଇଛି। ଏହାକୁ ବିରୋଧ କରି ଦେଶବ୍ୟାପୀ ଡାକ୍ତର ଓ ସ୍ବାସ୍ଥ୍ୟା କର୍ମୀଙ୍କ ଆନ୍ଦୋଳନ ଚାଲିଛି। ଏହି ସମୟରେ…

କିଏ ସେହି ସୀମା ପାହୁଜା, ଯିଏ ଖୋଲିବେ କୋଲକାତା ଡାକ୍ତରଙ୍କ ହତ୍ୟା ମାମଲାର ବଡ଼ ରହସ୍ୟ, ପୂର୍ବରୁ କରିଥିଲେ…

ନୂଆଦିଲ୍ଲୀ,୧୯।୮: କୋଲକାତାର ଆର୍‌.ଜି କର କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର-ହତ୍ୟା ରହସ୍ୟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଅଭିଯୁକ୍ତ ସଞ୍ଜୟ ରୟ ଏବଂ ହସ୍ପିଟାଲର ଡାକ୍ତରଙ୍କ ବିବୃତ୍ତିରେ ତାଳମେଳ ରହୁନଥିବା ବେଳେ ଏହି ମାମଲା ଅତ୍ୟନ୍ତ ଗଭୀର ବୋଲି…

ବଢିବ ପିଏମ ଆବାସ ଟଙ୍କା, ୧ ଲକ୍ଷ ୨୦ ହଜାର ବଦଳରେ ଏଣିକି ମିଳିବ ଏତିକି…

ଭୁବନେଶ୍ୱର,୧୯।୮(ଅନିଲ ଦାସ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ହିତାଧିକାରୀଙ୍କ ପାଇଁ ଖୁସି ଖବର। ପିଏମ୍‌ ଆବାସ୍‌ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶି ପରିମାଣ ବୃଦ୍ଧି ପାଇବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ସୋମବାର ଏହି…

‘ଭାଜପାର ରାମରାଜ୍ୟ ସମ୍ବିଧାନକୁ ନଷ୍ଟ କରୁଛି’

ନୂଆଦିଲ୍ଲୀ,୧୯ା୮: କେନ୍ଦ୍ରର ବିଭିନ୍ନ ମନ୍ତ୍ରଣାଳୟର ଯୁଗ୍ମ ସଚିବ, ନିର୍ଦ୍ଦେଶକ ଏବଂ ଡେପୁଟି ସଚିବଙ୍କ ପ୍ରମୁଖ ପଦବୀରେ ଖୁବ୍‌ଶୀଘ୍ର ୪୫ ଜଣ ବିଶେଷଜ୍ଞଙ୍କୁ ‘ଲାଟେରାଲ ଏଣ୍ଟ୍ରି’ ମାଧ୍ୟମରେ ନିଯୁକ୍ତ କରିବାର ନିଷ୍ପତ୍ତି ସମ୍ପର୍କରେ ରାଜନୈତିକ ମହଲରେ ଆଲୋଚନା ହେଉଛି। ତେବେ କଂଗ୍ରେସ ନେତା…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି…

ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର…

ରାଖୀରେ ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ ଏବଂ ଝିଅଙ୍କ ପ୍ରତି ସମ୍ମାନର…

ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ପାଣିପାଗ କେନ୍ଦ୍ରର…

ଟ୍ରେନି ମହିଳା ଡାକ୍ତରଙ୍କୁ ହତ୍ୟା ଘଟଣା: ରାସ୍ତାରେ ଡାକ୍ତରଙ୍କ ଓପିଡି ସେବା

ନୂଆଦିଲ୍ଲୀ,୧୯ା୮: ଦିଲ୍ଲୀ ନିର୍ମାଣ ଭବନ ସମ୍ମୁଖରେ ଡାକ୍ତରମାନେ ଅଭିନବ ପ୍ରତିବାଦ କରିଛନ୍ତି। କୋଲକାତାର ଆର୍‌ ଜି କର ମେଡିକାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯିବା ଘଟଣାକୁ ନେଇ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ତେବେ ଏନେଇ ଡାକ୍ତରମାନେ…

ଆଜି ଦୃଶ୍ୟମାନ ହେବ ବିରଳ ‘ସୁପର ବ୍ଲ୍ୟୁ ମୁନ୍‌’

ୱାଶିଂଟନ,୧୯।୮: ଚଳିତ ବର୍ଷ ରାଖୀ ପୂର୍ଣ୍ଣିମା ଅବସରରେ ଭାରତରେ ବିରଳ ‘ସୁପର ବ୍ଲ୍ୟୁ ମୁନ୍‌’ ଦୃଶ୍ୟମାନ ହେବ। ସୋମବାର ଭାରତରେ ସୁପର ମୁନ୍‌ ଏବଂ ବ୍ଲ୍ୟୁ ମୁନ୍‌ର ବିରଳ ମିଶ୍ରଣ ଦେଖିବାକୁ ମିଳିବ, ଯାହା ଏକ ଅସାଧାରଣ ଜ୍ୟୋତିର୍ବିଜ୍ଞାନ ଘଟଣା ବୋଲି…

ଯୁଦ୍ଧବିରତି ଉଦ୍ୟମ ମଧ୍ୟରେ ଇସ୍ରାଏଲ୍‌ର ଆକ୍ରମଣ: ୨୧ ମୃତ

ଡେଇର ଅଲ୍‌-ବାଲାହ,୧୯ା୮: ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଚୂଡ଼ାନ୍ତ କରିବା ପାଇଁ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ରବିବାର ଉକ୍ତ ଅଞ୍ଚଳକୁ ଯାଇଥିବାବେଳେ ଜେରୁଜେଲମ୍‌ ପକ୍ଷରୁ ଆକ୍ରମଣ ଜାରି ରହିଛି। ଗାଜାରେ ରବିବାର ଇସ୍ରାଏଲ୍‌ର ବୋମାମାଡ଼ରେ ୬…

ଅନିଶ୍ଚିତତାରେ ୟୁସିସି ବିଲ୍‌

ନୂଆଦିଲ୍ଲୀ,୧୯ା୮: ସାରା ଦେଶରେ ଏକକ ନାଗରିକ ସଂହିତା (ୟୁସିସି) କାର୍ଯ୍ୟକାରୀ କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୋହରାଇବା ସତ୍ତ୍ୱେ ଏହି ବିଧେୟକର ଭାଗ୍ୟ ଅନିଶ୍ଚିତତା ମଧ୍ୟରେ ରହିଛି। ୟୁସିସି ଭାଜପାର ଦୀର୍ଘଦିନର ନିର୍ବାଚନୀ ପ୍ରତିଶ୍ରୁତି ହୋଇଥିବାବେଳେ ଦେଶବ୍ୟାପୀ ୟୁସିସି ଚିଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?