Home Middle

ଖୁସିଖବର: ବଜେଟରେ ଜାଣନ୍ତୁ କେଉଁ ଜିନିଷ ହେଲା ଶସ୍ତା, ମହଙ୍ଗା, ସୁନାକୁ ନେଇ…

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରକୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ…

ବଜେଟ ୨୦୨୪: କୃଷକଙ୍କ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ମୋଦି…

ଯୁବବର୍ଗଙ୍କ ମୁହଁରେ ହସ ଫୁଟାଇଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟରେ ସର୍ବାଧିକ ଫୋକସ୍‌ ଯୁବବର୍ଗଙ୍କୁ ଦେଇଛନ୍ତି। ପ୍ରଥମ ଥର ଚାକିରି ପାଇଥିବା ଲୋକଙ୍କୁ ସରକାର ୨ ବର୍ଷ ପର୍ଯ୍ୟନ୍ତ ପ୍ରତି ମାସରେ ୩୦୦ ଟଙ୍କା ଅତିରିକ୍ତ ପିଏଫ୍‌ ଦେବେ ବୋଲି ଘୋଷଣା କରିଛନ୍ତି। ଏହାସହ ସ୍ଥାନୀୟ…

ଉପବାଚସ୍ପତିଙ୍କ ନାଁ ଘୋଷଣା କଲା ଭାଜପା

ଭୁବନେଶ୍ୱର,୨୩।୭: ଉପବାଚସ୍ପତି ପଦ ପାଇଁ ମଙ୍ଗଳବାର ନାଁ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ହେବେ ବୋଲି ଘୋଷଣା କରାଯାଇଛି। ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।…

ଏହି ୨ ରାଜ୍ୟ ପାଇଁ ଅର୍ଥ ଅଜାଡିଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭:ଚଳିତ ବର୍ଷ ବଜେଟ୍‌ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିହାର,ଆନ୍ଧ୍ର ପାଇଁ ବିଶେଷ ଘୋଷଣା କରିଛନ୍ତି। ବିହାରରେ ନୂଆ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ ଅନୁଦାନ ମିଳିବ। ଆନ୍ଧ୍ରପ୍ରଦେଶ ପାଇଁ ବି ବିଶେଷ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ପୋଲାଭରମ ଆନ୍ଧ୍ରର ଜୀବନ ରେଖା।…

ବଜେଟ୍‌ରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭: ଚଳିତ ବଜେଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମଧ୍ୟବର୍ତ୍ତୀ ବଜେଟରେ ଆମକୁ ୪ଟି ଭିନ୍ନ ଗୋଷ୍ଠୀ ଗରିବ, ମହିଳା, ଯୁବକ ଏବଂ କୃଷକ ଉପରେ ଧ୍ୟାନ ଦେବା ଆବଶ୍ୟକ। କୃଷକମାନଙ୍କ ପାଇଁ ଆମେ…

Budget 2024 Live Updates: ଭାରତର ଅର୍ଥନୀତି ଦ୍ରୁତ ଗତିରେ ବଢୁଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ…

ଅର୍ଥମନ୍ତ୍ରୀଙ୍କୁ ମିଠା ଦହି ଖୁଆଇଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୭: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ୍‌। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ…

ଅର୍ଥ ମନ୍ତ୍ରଣାଳୟରେ ପହଞ୍ଚିଲେ ସୀତାରମଣ, ଲଗାତାର ୭ଥର ବଜେଟ ଉପସ୍ଥାପନ କରି ଏହି ନେତାଙ୍କ ଭାଙ୍ଗିବେ ରେକର୍ଡ

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅର୍ଥ ମନ୍ତ୍ରଣାଳୟରେ ପହଞ୍ଚିଛନ୍ତି। ସେ କିଛି ସମୟ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। ସେ ବଜେଟର ଏକ କପି ରାଷ୍ଟ୍ରପତିଙ୍କୁ ମଧ୍ୟ ଦେବେ। ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ବାହ୍ନ ୧୧ଟାରେ ଦେଶର ସଂସଦରେ…

ହାରିସ୍‌ଙ୍କ ପ୍ରତି ବଢ଼ୁଛି ସମର୍ଥନ

ଓ୍ବାଶିଂଟନ,୨୩ା୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଦଳର ପ୍ରାର୍ଥତ୍ତ୍ୱ ଦୌଡ଼ରୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓହରିଯିବା ପରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ପ୍ରତି ସମର୍ଥନ ବଢ଼ିଛି। ବାଇଡେନ୍‌ ନିର୍ବାଚନ ଲଢ଼ିବେ ନାହିଁ ବୋଲି ରବିବାର ଘୋଷଣା କରିବା ସହ ହାରିସ୍‌ଙ୍କୁ…

ଶିକ୍ଷାମନ୍ତ୍ରୀଙ୍କୁ ରାହୁଲଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୨୩ା୭(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରୁ ବିରୋଧୀ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହରେ ଏହି ପ୍ରସଙ୍ଗ ଉଠାଇବା ସହ ଏହା…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କଲା କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୨୨।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ସୋମବାର କ୍ରୀଡ଼ା ବିଭାଗ ବିଧିବଦ୍ଧ ଭାବେ ପ୍ରତ୍ୟାହାର କରିନେଇଛି। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରହିବ ବୋଲି ଗତ ୧୯ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri