Home Middle

Indigoର ଧମାକେଦାର ଅଫର! ୧ ଟଙ୍କାରେ ବିମାନ ଟିକେଟ୍, କେମିତି ବୁକ୍ କରିବେ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧: ଇଣ୍ଡିଗୋ ଏୟାରଲାଇନ୍ସ ଏହାର ଯାତ୍ରୀମାନଙ୍କ ପାଇଁ ଏକ ଚମତ୍କାର ନୂତନ ବର୍ଷର ସେଲ୍ ‘Sail into 2026’ ଘୋଷଣା କରିଛି । ଏହି ସେଲରେ କେବଳ ବୟସ୍କମାନଙ୍କ ପାଇଁ ନୁହେଁ ବରଂ ପିଲାମାନଙ୍କ ପାଇଁ ମଧ୍ୟ ବିଶେଷ ଅଫର୍ ରହିଛି…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ, ଆନନ୍ଦବଜାରରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ

ପୁରୀ,୧୫।୧(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳିଛି । ପୋଲିସର ସୁରକ୍ଷା ବଳୟକୁ ଭେଦ କରି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି…

ଆମେରିକା-ଇରାନ ହେବ ଯୁଦ୍ଧ! ନଇଁବନି ତେହେରାନ, ଦେଲା ଧମକ

ତେହେରାନ,୧୫।୧: ଇରାନରେ ଚାଲିଥିବା ହିଂସାତ୍ମକ ପ୍ରତିବାଦ ଏବଂ ପ୍ରତିବାଦକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ ସତ୍ତ୍ୱେ ତେହେରାନ ଚୁପ୍‌ ବସିନି। ଇରାନ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛି ଯେ, ଯଦି ଆମେରିକା ସାମରିକ…

୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୧୫।୧: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ…

ସୁଧୁରୁନି ଧାନବିକ୍ରି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ/ବରପାଲି,୧୫।୧(ପ୍ରେମାନନ୍ଦ ଖମାରୀ/ଚିତ୍ତରଞ୍ଜନ ସାହୁ):ବରଗଡ ଜିଲାରେ ଧାନ ବିକ୍ରିବଟା ସମସ୍ୟା ଲାଗି ରହିଛି। ଆଉ ୩ଦିନ ପରେ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ହେଲେ ଏବେ ମଧ୍ୟ ଅନେକ ମଣ୍ଡିରେ ଧାନବିକ୍ରି ସମସ୍ୟା ଅସମାହିତ ରହିଛି। ଧାନବିକ୍ରି ହେବା…

ବେଆଇନ ଖନନରୁ ଆରାବଳୀ ପରିବେଶ କ୍ଷତି

ନୂଆଦିଲ୍ଲୀ,୧୫ା୧: ଆରାବଳୀ ପର୍ୱତମାଳା କେବଳ ପଥର ପାହାଡ଼ ନୁହେଁ, ଏହା ବହୁ କୋଟି ଲୋକଙ୍କ ପାଇଁ ଜଳଉତ୍ସ ଏବଂ ବାୟୁ ପ୍ରଦୂଷଣ ରୋକିବାରେ ପ୍ରାକୃତିକ ପାଚେରି ସଦୃଶ, ଯାହା ଏବେ ଗମ୍ଭୀର ବିପଦର ସମ୍ମୁଖୀନ ହୋଇଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି।…

ଏବେ ଟ୍ରମ୍ପଙ୍କ Visa ବୋମା, ରୁଷିଆ-ଇରାନ ସମେତ ଏହି ୭୫ ଦେଶର ଲୋକଙ୍କୁ ଆମେରିକାରେ ନୋ ଏଣ୍ଟ୍ରି

ନୂଆଦିଲ୍ଲୀ,୧୪।୧: ଆମେରିକା ସରକାରଙ୍କ ବଡ଼ ପଦକ୍ଷେପ। ରୁଷିଆ-ଇରାନ ସମେତ ୭୫ ଦେଶର ନାଗରିକଙ୍କ ଭିସା ପ୍ରକ୍ରିୟାକୁ ଅସ୍ଥାୟୀ ଭାବରେ ଲଗାଗଲା ରୋକ। ଏହି ପଦକ୍ଷେପ ଜାନୁଆରୀ ୨୧, ୨୦୨୬ରୁ ଆରମ୍ଭ ହେବ ଏବଂ ଏହା ଅର୍ନିଦ୍ଦିଷ୍ଟ କାଳ ପାଇଁ ଜାରି ରହିବ।…

ଆମେରିକା-ଇରାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି: ଆଲୋଚନା ବନ୍ଦ

ନୂଆଦିଲ୍ଲୀ,୧୪।୧: ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଇରାନରେ ଚାଲିଥିବା ସରକାର ବିରୋଧୀ ପ୍ରଦର୍ଶନକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ନ୍ୟୁଜ୍…

India vs New Zealand 2nd ODI : କେଏଲ ରାହୁଲଙ୍କ ଦମଦାର ଶତକ, ନ୍ୟୁଜିଲାଣ୍ଡକୁ ବଡ଼ ଟାର୍ଗେଟ

ନୂଆଦିଲ୍ଲୀ,୧୪।୧:  ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି ରାଜକୋଟରେ ଖେଳାଯାଉଛି। ଭଦୋଦରାରେ ପ୍ରଥମ ଏକଦିବସୀୟ ମ୍ୟାଚକୁ ଟିମ୍ ଇଣ୍ଡିଆ ଚାରି ୱିକେଟରେ ଜିତିଛି । ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ…

ଇରାନ ବିକ୍ଷୋବ: ଯୁବକଙ୍କୁ ଫାଶୀ ଦଣ୍ଡ, ଶେଷ ଦେଖା ପାଇଁ ପରିବାରକୁ ମିଳିଲା ମାତ୍ର ୧୦ ମିନିଟ୍

ନୂଆଦିଲ୍ଲୀ,୧୪।୧: ଇରାନରେ ଜାରି ରହିଥିବା ସରକାର ବିରୋଧୀ ବିକ୍ଷୋବ ଭୟଙ୍କର ହେବାରେ ଲାଗିଛି। ଏହି ବିକ୍ଷୋବରେ ସାମିଲ ହୋଇଥିବା ପ୍ରାୟ ଅଢେଇ ହଜାର ଲୋକେ ମୃତ୍ୟୁ ବରଣ କଲେଣି। ଏହାରି ମଧ୍ୟରେ ଆନ୍ଦୋଳନରେ ସାମିଲ ହେବା ଅପରାଧରେ ଜଣେ ୨୬ ବର୍ଷୀୟ…

ଭାରତ ପାଇଁ ନିନ୍ଦା ଆଣିଲା ଦିଲ୍ଲୀ ବାୟୁ ପ୍ରଦୂଷଣ: ଇଣ୍ଡିଆ ଓପନରୁ ଓହରିଲେ ବିଶ୍ୱର ୨ ନମ୍ବର ଖେଳାଳି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀରେ ଭୟାଭୟ ବାୟୁ ପ୍ରଦୂଷଣ ଏବେ ଭାରତ ସରକାରଙ୍କ ତଣ୍ଟିରେ କଣ୍ଟା ଭଳି ଲାଗିଛି। ପୂର୍ବରୁ ଏହାକୁ ନେଇ ଦିଲ୍ଲୀ ସରକାର ସମାଲୋଚନା ସହୁଥିବା ବେଳେ ଏବେ ଭାରତ ସରକାର ମଧ୍ୟ ଏହାର ସାମ୍ନା କରିଛନ୍ତି। ବାୟୁ ପ୍ରଦୂଷଣକୁ କାରଣ…

ଯେତେଶୀଘ୍ର ସମ୍ଭବ ଇରାନ ଛାଡ଼ି ଚାଲିଆସ…ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ,୧୪।୧: ଇରାନର ଖରାପ ପରିସ୍ଥିତି ଭିତରେ ଭାରତୀୟ ଦୂତାବାସ ସେଠାରେ ରହୁଥିବା ଭାରତୀୟଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରୀ ଜାରି କରିଛି । ଏଥିରେ ଇରାନରେ ଥିବା ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ଦେଶ ଛାଡିବାକୁ ପରାମର୍ଶ ଦିଆଯାଇଛି । କୁହାଯାଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri