Home Middle

ବାହାରିଲା OJEE ରେଜଲ୍ଟ: ଟପ୍ପର ହେଲେ…

ଭୁବନେଶ୍ୱର, ୮।୬: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ରେଜଲ୍ଟ। ସୋମବାର ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବୈଷୟିକ ଶିକ୍ଷା ମନ୍ତ୍ରୀ। ଗତ ମେ ୪ରୁ ୧୦ ପର୍ଯ୍ୟନ୍ତ ହୋଇଥିଲା OJEE ପରୀକ୍ଷା। ମୋଟ ୯୨ ହଜାର…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ଅବତରଣ କରିଛି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର। ଫଳରେ ଏକ ବଡ଼ ଅଘଟଣ ଟଳିଛି।…

ଇଣ୍ଡିଆ ମେଣ୍ଟ ବୈଠକରେ ବଡ଼ ନିଷ୍ପତ୍ତି; ଏହି ୫ ପ୍ରସଙ୍ଗ ଉପରେ ମୋହର ମାରିଲେ ବିରୋଧୀ, ଛାନିଆ ହେଲା ଭାଜପା

ନୂଆଦିଲ୍ଲୀ, ୮।୬: ବିରୋଧୀ ଇଣ୍ଡିଆ ବ୍ଲକର ବୈଠକ ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବରେ ଦୀର୍ଘ ଏବଂ ତୀବ୍ର ଆଲୋଚନା ପରେ ସମାପ୍ତ ହୋଇଛି। କଂଗ୍ରେସ ଦଳ ନେତୃତ୍ୱାଧୀନ ଇଣ୍ଡିଆ ବ୍ଲକର ୨୪ଟି ଦଳର ଏହି ବୈଠକର ସମାପ୍ତି ପରେ,…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ ବହିଷ୍କାର କରାଯିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ଟେଷ୍ଟ କ୍ରିକେଟ ଇତିହାସରେ…

ଚଣ୍ଡିଗଡ଼,୮।୬: ଏକମାତ୍ର ଟେଷ୍ଟରେ ଟିମ ଇଣ୍ଡିଆ ଆଫଗାନିସ୍ତାନକୁ ଏକ ଇନିଂସ ଏବଂ ୩୦୦ ରନରେ ପରାସ୍ତ କରିଛି। ଏହା ଟେଷ୍ଟ କ୍ରିକେଟ ଇତିହାସରେ ଟିମ ଇଣ୍ଡିଆର ସବୁଠାରୁ ବଡ଼ ବିଜୟ। ଡେବ୍ୟୁଟାଣ୍ଟ ମାନବ ସୁତାର ଦଳର ବିଜୟ ସମୟରେ ଏକ ଚମତ୍କାର…

ଦିଲ୍ଲୀ ରାଜନୀତିରେ ହଲଚଲ! ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ, ସରକାର…

ନୂଆଦିଲ୍ଲୀ,୮ା୬: ଇଣ୍ଡିଆ ମେଣ୍ଟ ବୈଠକରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ସୂତ୍ର ଅନୁଯାୟୀ, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୈଠକ ସମୟରେ ବୈଦେଶିକ ନୀତି ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ । ସେ କହିଥିଲେ ଯେ ପଶ୍ଚିମ…

ବିଦ୍ରୋହ ଆଗରେ ହାରିଯିବେ କି ଦିଦି? ଭାଜପା ମନ୍ତ୍ରୀଙ୍କୁ ଭେଟି ବଡ଼ ପ୍ଲାନ କଲେ TMC ଏମପି, ନିଦ….

କୋଲକାତା, ୮ା୬: ପଶ୍ଚିମବଙ୍ଗରେ ରାଜନୈତିକ ଅସ୍ଥିରତା ଜାରି ରହିଛି । ବିଧାନସଭା ନିର୍ବାଚନରେ ​​ପରାଜୟ ପରେ, ତୃଣମୂଳ କଂଗ୍ରେସ ଏବେ ଭୁଶୁଡ଼ିବା ପରି ମନେ ହେଉଛି । ପ୍ରାରମ୍ଭରେ ଅନେକ ଟିଏମସି ବିଧାୟକ ଏକ ପୃଥକ ଗୋଷ୍ଠୀ ଗଠନ କରିଥିଲେ; ବର୍ତ୍ତମାନ,…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି ବା ସଂକଳ୍ପ ନିଆଯାଇଥିବା ଦେଖିବାକୁ ମିଳିଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ସେହିଦିନ ୪୧…

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୭ ଥିଲା। ଏହା ମିଣ୍ଡାନାଓ ଦ୍ୱୀପରେ ଆଘାତ କରିଥିଲା, ଯାହା ଫଳରେ…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ ସହରରେ ପରୀକ୍ଷା ଦେବେ ସେନେଇ ୱେବସାଇଟ୍‌ରେ ସୂଚନା ଦିଆଯାଇଛି । ଏଥିପାଇଁ ଛାତ୍ରୀଛାତ୍ର…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା ଲେବାନନ ରାଜଧାନୀ ବେରୁତର ଦକ୍ଷିଣ ଉପକଣ୍ଠରେ ଅବସ୍ଥିତ ଆତଙ୍କବାଦୀ ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି । ମନ୍ତ୍ରୀ ତାଙ୍କ ନିର୍ବାଚନମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?