Home Middle

ବଲାଙ୍ଗୀରରେ ବଡ଼ ବୟାନ ଦେଲେ ରାହୁଲ, କହିଲେ ଆମେ ସରକାରକୁ ଆସିଲେ…

ବଲାଙ୍ଗୀର,୧୫।୫: ବଲାଙ୍ଗୀରରେ ପହଞ୍ଚଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ପହଞ୍ଚିବା ପରେ ବଲାଙ୍ଗୀର ଜନ ଆଶୀର୍ବାଦ ସଭାରେ ରାହୁଲ ସାମିଲ ହୋଇ ଜନସାଧାରଣଙ୍କୁ ସମ୍ବୋଧନ କରୁଛନ୍ତି। ଏହି ସମୟରେ ସେ ବଡ଼ ବୟାନ ଦେଇଛନ୍ତି। ରାହୁଲ କହିଛନ୍ତି, ପ୍ରଥମ ଥର ପାଇଁ…

କଂଗ୍ରେସର ବଡ଼ ପ୍ଲାନ, ଓଡ଼ିଶାରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୫: ଓଡ଼ିଶାରେ ପହଞ୍ଚିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଝାରସୁଗୁଡାରେ ପହଞ୍ଚିଛନ୍ତି ରାହୁଲ । ବର୍ତ୍ତମାନ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବଲାଙ୍ଗୀର ଅଭିମୁଖେ ବାହାରିଛନ୍ତି। ସେଠାରେ କୋଶଳ କଳାମଣ୍ଡଳ ସମାବେଶରେ ଯୋଗ ଦେବେ । ଦିନ ୧୧ଟା ୪୫ରୁ…

ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅମିନ

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲା କାର୍ଯ୍ୟଳୟକୁ ନେଇଛି। ମିଳିଥିବା ସୂଚନା ଅନୁସାରେ,…

ନିର୍ବାଚନ ଭିତରେ ଗ୍ରୋଧା ହିଂସାକାଣ୍ଡକୁ ନେଇ ମୁହଁ ଖୋଲିଲେ ମୋଦି, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୫।୫: ନିର୍ବାଚନ ଭିତରେ ଗ୍ରୋଧା କାଣ୍ଡ ଉପରେ ବଡ଼ ବୟାନ ଦେଇଛନ୍ତିି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ମୋଦି ଏ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୨୦୦୨ ଗୋଧ୍ରା ହିଂସାକାଣ୍ଡ ପରେ କିଛି…

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ବିଷମ କଟକ,୧୫।୫(ବିଭୂତି ଭୂଷଣ ନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ…

ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ

ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍‌ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଆସନ ଓ…

ଜମିବ ନିର୍ବାଚନୀ ପ୍ରଚାର, ଆସନ୍ତକାଲି ଓଡ଼ିଶା ଆସୁଛନ୍ତି ଶାହା-ନଡ୍ଡା-ରାହୁଲ

ଭୁବନେଶ୍ୱର,୧୪।୫: ଓଡ଼ିଶା ଆସୁଛନ୍ତି କେନ୍ଦ୍ରର ହେଭିଓ୍ବେଟ ନେତା। କରିବେ ମାରାଥନ ପ୍ରଚାର ଓ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଓଡ଼ିଶା ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀ ପ୍ରଚାର ପାଇଁ ବୁଧବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଭାଜପା ଚାଣକ୍ୟ…

୮ ମାମଲା, ୧୭ କୋଟିର ଋଣ, ୬ କିଲୋ ସୁନା, ୫୦ ଏଲ୍‌ଆଇସି ପଲିସି…ଜାଣନ୍ତୁ ଭାଜପାରୁ ପ୍ରାର୍ଥୀ ସାଜିଥିବା କଙ୍ଗନାଙ୍କ ସମ୍ପତ୍ତିରେ ଅଛି କ’ଣ କ’ଣ?

ନୂଆଦିଲ୍ଲୀ,୧୪।୫: ଚଳିତ ନିର୍ବାଚନରେ ପ୍ରାର୍ଥୀ ସାଜିଥିବା ବଲିଉଡ୍‌ ଅଭିନେତାଙ୍କ ବିରୋଧରେ ଚାଲିଛି ୮ ମାମଲା। ତାଙ୍କ ପାଖରେ ଏକାଧିକ ଫ୍ଲାଟ, ମୁମ୍ବାଇରେ ଘର ଏବଂ ମନାଲିରେ ବଡ଼ ବଙ୍ଗଳା ରହିଛି। କୋଟି କୋଟି ଟଙ୍କାର ଅଚଳାଚଳ ସମ୍ପତ୍ତିର ମାଲିକାଣୀ ସେ। ହେଲେ…

ବଢୁଛି ମୋଦିଙ୍କ ସମ୍ପତ୍ତି,ଏବେ ଏତେ କୋଟି ଟଙ୍କାର ମାଲିକ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ସେ ତାଙ୍କ ସମ୍ପତ୍ତି ବିବରଣୀ ମଧ୍ୟ ସାର୍ବଜନୀନ କରିଛନ୍ତି। ସତ୍ୟପାଠ ଅନୁସାରେ ପ୍ରଧାନମନ୍ତ୍ରୀ ମୋଦି ୩.୦୨ କୋଟି ଟଙ୍କାର ମାଲିକ। ୨୦୧୪…

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ ଅନଲାଇନରେ ଆପ୍ଲାଏ କରିପାରିବେ। ଆବେଦନର ଶେଷ ତାରିଖ ଜୁନ ୧୮ ଯାଏଁ ରହିଛି।…

ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା

ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ ଘୋଷଣା କରିଛନ୍ତି ନିର୍ବାଚନ କମିଶନର। ଇସି ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ…

କେଜରିଓ୍ବାଲଙ୍କ ଘରେ ସ୍ବାତୀ ମାଲିୱାଲଙ୍କୁ ମାଡ଼ ମରାଯିବା ଘଟଣା: ସ୍ବୀକାର କଲା ଏଏପି

ନୂଆଦିଲ୍ଲୀ,୧୪।୫:ଦଳର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବାସଭବନରେ ଦୁର୍ବ୍ୟବହାର କରାଯିବା ସହ ମାଡ଼ ମରାଯାଇଥିବା ଘଟଣାକୁ ସ୍ବୀକାର କରିଛି ଆମ ଆଦମୀ ପାର୍ଟି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ କେଜରିୱାଲ ଗୁରୁତର ସହ ନେଇ ତାଙ୍କ ପିଏସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri