୧୧ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଏସପି
ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ଦଳ ମେନପୁରୀରେ ନିଜର ପ୍ରାର୍ଥୀ ପରିବର୍ତ୍ତନ କରିଛି। ବାରାଣସୀରେ ମୁସଲମାନ ପ୍ରାର୍ଥୀଙ୍କୁ ଏକ ସୁଯୋଗ ଦିଆଯାଇଛି। ଏହା ବ୍ୟତୀତ ବିଏସପି…
ଏବେ ହେବ ମହାସଂଗ୍ରାମ! ଇରାନକୁ ମିଳିବ କଡା ଜବାବ…ଆକ୍ସନ ମୋଡରେ ନେତାନ୍ୟାହୁ
ଜେରୁଜେଲମ,୧୬।୪: ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର ଆକ୍ରମଣର ଜବାବ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଗୋଟିଏ ପଟେ ବେଞ୍ଜାମିନ ନେତାନ୍ୟାହୁ ଜରୁରୀ ବୈଠକ…
ହାଇଓ୍ବାକୁ ଧକ୍କା ଦେଲା ବସ୍: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ
ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ ସହିତ ହାଇୱା ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୧୫ରୁ ଅଧିକ ଯାତ୍ରୀ…
ଇରାନ୍ର ୮୦ ୟୁଏଭିକୁ ଧ୍ୱଂସ କରିଛି ଆମେରିକା
ଓ୍ବାଶିଂଟନ,୧୬ା୪ (ପି.ଟି.): ଇସ୍ର୍ରାଏଲ ଉପରେ ଆକ୍ରମଣ ବେଳେ ଇରାନ ଛାଡ଼ିଥିବା ୮୦ରୁ ଊର୍ଦ୍ଧ୍ୱ ୟୁଏଭି ଏବଂ ଅନୂ୍ୟନ ୬ଟି ବାଲିଷ୍ଟିକ୍ ମିଶାଇଲ୍କୁ ଆମେରିକା ଧ୍ୱଂସ କରିଦେଇଥିବା ପେଣ୍ଟାଗନ କହିଛି। ଇସ୍ରାଏଲ୍କୁ ମାଡ଼ କରିବା ପୂର୍ବରୁ ହୁଟି ନିୟନ୍ତ୍ରିତ ୟେମେନ୍ ଅଞ୍ଚଳରେ ଥିବା ଇରାନର…
ସଲମାନଙ୍କ ଘର ବାହାରେ ଫାୟାରିଂ କରିଥିବା ୨ ଅଭିଯୁକ୍ତ ଗିରଫ
ମୁମ୍ବାଇ,୧୬।୪:ମୁମ୍ବାଇର ଅଭିନେତା ସଲମାନ ଖାନଙ୍କ ବାସଭବନ ବାହାରେ ଗୁଳି ଚଳାଇଥିବା ଉଭୟ ଅଭିଯୁକ୍ତଙ୍କୁ ଗୁଜରାଟର ଭୁଜରୁ ଗିରଫ କରାଯାଇଛି। ମାମଲାର ଅନୁସନ୍ଧାନ କରୁଥିବା ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଦଳ ବିଳମ୍ବିତ ରାତିରେ ଏହି ବଡ ସଫଳତା ପାଇଛି। ଖବର ଅନୁଯାୟୀ, ଗୁଜରାଟ…
ଯାଜପୁର ବସ୍ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି
ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍ ତଳକୁ ଯାତ୍ରୀବାହୀ ବସ୍ ଖସିପଡିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଏବେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ବସ୍ଟି କଟକରୁ ଦୀଘା…
ଓଭରବ୍ରିଜ୍ ତଳକୁ ଖସିଲା ଯାତ୍ରୀବାହୀ ବସ୍: ୩ ମୃତ, ୫ ଗୁରୁତର
ଭୁବନେଶ୍ୱର,୧୫।୪: ଯାଜପୁରରେ ବଡ଼ ଧରଣର ବସ୍ ଦୁର୍ଘଟଣା। ଏନଏଚ-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍ ତଳକୁ ଖସିଲା ଯାତ୍ରୀବାହୀ ବସ୍। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଏସ୍ସିବିକୁ ସ୍ଥାନାନ୍ତର…
କଂଗ୍ରେସରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ!
ନୂଆଦିଲ୍ଲୀ,୧୫।୪: ନିର୍ବାଚନ ସମୟରେ ନେତାଙ୍କ ସହ ଜଡିତ ନକଲି ଭିଡିଓ ଭାଇରାଲ ହେବାରେ ଲାଗିଛି। କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଦାବି କରାଯାଇଛି ଯେ ରାହୁଲ ଗାନ୍ଧୀ କଂଗ୍ରେସରୁ ଇସ୍ତଫା…
କଂଗ୍ରେସରୁ ବିଦା ହେବା ପରେ ସୁର କହିଲେ…
ଭୁବନେଶ୍ୱର,୧୫।୪: କଂଗ୍ରେସ ନେତା ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଏଆଇସିସି ସୋମବାର ତାଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି। ଦଳରୁ…
ଇଲେକ୍ଟୋରାଲ ବଣ୍ଡ ଏକ ସକ୍ସେସ୍ ଷ୍ଟୋରୀ: ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୫।୪: ଭାରତକୁ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ସମ୍ପର୍କରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁଜ ଏଜେନ୍ସି ଏନଆଇଏକୁ ସାକ୍ଷାତକାର ଦେଇ ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୋ ସରକାର ୨୦୪୭ ମିଶନରେ…
କଂଗ୍ରେସରୁ ୬ ବର୍ଷ ପାଇଁ ସୁର ବିଦା
ଭୁବନେଶ୍ୱର,୧୫।୪: କଂଗ୍ରେସ ନେତା ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଏଆଇସିସି ସୋମବାର ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି। ଏଆଇସିସି ପକ୍ଷରୁ ପ୍ରେସ ରିଲିଜ୍ ଜରିଆରେ ଏହି ସୂଚନା ମିଳିଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ…
୧୧ଟାରୁ ୩ଟା ଯାଏ ବାହାରେ କାମ କରିବା ମନା, ଚିଠି ଲେଖି ନିର୍ଦ୍ଦେଶ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର,୧୫।୪: ଖରାରେ ସିଝୁଛି ଓଡ଼ିଶା। ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ପ୍ରବଳ ଖରାରେ କାମ ନ କରିବାକୁ କଡ଼ା ଭାବେ ବାରଣ କରାଯାଇଛି। ଏ ନେଇ ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖି ନିର୍ଦ୍ଦେଶ…
Archives


