କିଏ ସେହି କମଲା ହାରିସ, ଯିଏ ହେବେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ
ଓ୍ବାଶିଂଟନ,୨୨।୭: ଆମେରିକାର ୪୭ତମ ରାଷ୍ଟ୍ରପତିଙ୍କ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଜଣେ ଭାରତୀୟ ମୂଳ ନେତା ଆମେରିକାର ଶକ୍ତିର ଶୀର୍ଷରେ ପହଞ୍ଚି ବାର ସମ୍ଭବନା ରହିଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ନିର୍ବାଚନରେ…
ଆଜିଠୁ ବଜେଟ ଅଧିବେଶନ: ଏନ୍ଇଇଟିି, ଦରଦାମ୍ ବୃଦ୍ଧି ପ୍ରସଙ୍ଗ ଉଠାଇବେ ବିରୋଧୀ
ନୂଆଦିଲ୍ଲୀ,୨୨ା୭: ପାର୍ଲାମେଣ୍ଟର ବଜେଟ ଅଧିବେଶନ ସୋମବାର ଆରମ୍ଭ ହେବ। ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୧୯ଟି କାର୍ଯ୍ୟ ଦିବସ ରହିବ। ଏହା ଭିତରେ କେନ୍ଦ୍ର ସରକାର ୬ଟି ବିଲ୍ ଆଗତ କରିବେ। ସେଗୁଡ଼ିକ ମଧ୍ୟରେ ରହିଛି…
ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ୍: କମଲା ହାରିସ୍ ହେବେ ଡେମୋକ୍ରାଟିକ୍ ପ୍ରାର୍ଥୀ
ଓ୍ବାଶିଂଟନ,୨୨ା୭ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ରବିବାର ହ୍ବାଇଟ୍ ହାଉସ୍ ଦୌଡ଼ରୁ ଓହରିଯାଇଛନ୍ତି। ଆସନ୍ତା ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପାର୍ଟିରୁ ସେ ଲଢ଼ିବେ ନାହିଁ ବୋଲି ଏକ୍ସ’ରେ ସ୍ପଷ୍ଟ କରିଛନ୍ତି। ଜାତୀୟ ଓ ଦଳୀୟ ସ୍ବାର୍ଥ…
ଏଣିକି ଯାଞ୍ଚ ହେବ ସ୍କୁଲ ବସ୍, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବସ୍ ଭିତରେ ଅଗ୍ନି ନିରାପତ୍ତା ନିୟମ ଠିକ୍ ଭାବରେ…
ତୁର୍କୀରୁ ବିଦ୍ୟୁତ୍ ଆମଦାନୀ କରିବ ଇରାକ
ତେହରାନ,୨୧ା୭: ଇରାକ ବର୍ତ୍ତମାନ ତୁର୍କୀରୁ ଦେଶକୁ ବିଦ୍ୟୁତ୍ ଆମଦାନୀ କରିବ। ଏକ ବିବୃତ୍ତିରେ ଇରାକ ରବିବାର କହିଛି, ଏକ ନୂତନ ବିଦ୍ୟୁତ୍ ଲାଇନ ତୁର୍କୀରୁ ଏହାର ଉତ୍ତର ରାଜ୍ୟକୁ ଆଣିବ। ଦୀର୍ଘଦିନର ବିଦ୍ୟୁତ୍ ସରବରାହକୁ ହ୍ରାସ କରିବା ପାଇଁ ଶକ୍ତି ଅଧିକାରୀମାନେ…
ସଂସଦରେ ଆସ୍ଥା ଭୋଟରେ ଜିତିଲେ ଓଲି
କାଠମାଣ୍ଡୁ,୨୧।୭: ନେପାଳର ନୂତନ ଭାବେ ନିଯୁକ୍ତ ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଆଜି (ଜୁଲାଇ ୨୧) ରବବାର ସଂସଦରେ ଟ୍ରଷ୍ଟ ଭୋଟ ଜିତିଛନ୍ତି। ବରିଷ୍ଠ କମ୍ୟୁନିଷ୍ଟ ନେତା ଓଲି ଏକ ସପ୍ତାହ ପୂର୍ବରୁ କ୍ୟାବିନେଟର ଅନ୍ୟ ୨୧ ଜଣ ସଦସ୍ୟଙ୍କ ସହ…
ସାରା ବିଶ୍ୱରେ ରାହୁଲ ଏକମାତ୍ର ଉଦାହାରଣ, କାହିଁକି ଏମିତି କହିଲେ ଶାହା
ନୂଆଦିଲ୍ଲୀ,୨୧।୭: ଚଳିତ ବର୍ଷ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିଧାନସଭା ନିର୍ବାଚନକୁ ନେଇ ଭାଜପା ସକ୍ରିୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ବର୍ତ୍ତମାନ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ପହଞ୍ଚିଛନ୍ତି। ସେ ପୁଣେରେ ଭାଜପା ନେତାମାନଙ୍କୁ ସମ୍ବୋଧିତ…
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ। ତେବେ ଆସନ୍ତାକାଲି ଏହି ଜନଶୁଣାଣି ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କାରଣ କାଲିଠାରୁ…
୩୦ ବର୍ଷ ଇତିହାସରେ ପ୍ରଥମଥର ଘଟିଲା, ଯାହା ହେଲା ଭଲ ହେଲା, କାହିଁକି ଏପରି କହିଲେ ତାରା…
ଭୁବନେଶ୍ୱର,୨୧ା୭: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ପିସିସି କମିଟି ଭାଙ୍ଗିବା ପରେ ତାରା ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୩୦ ବର୍ଷ ଇତିହାସରେ ପ୍ରଥମଥର ଏମିତି ଘଟିଲା। ଯାହା ହେଲା ଭଲ…
ଆସନ୍ତାକାଲି ବଜେଟ୍ ଅଧିବେଶନ: ବିଧାନସଭାର ସୁରକ୍ଷା ଯାଞ୍ଚ କଲେ ଡିଜିପି
ଭୁବନେଶ୍ୱର,୨୧ା୭: ଆସନ୍ତାକାଲି ଅର୍ଥାତ୍ ସୋମବାରଠାରୁ ବସିବ ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ। ଏନେଇ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବାକୁ ନିଷ୍ପତ୍ତି ହୋଇଛି।…
ରାହୁଲ ଗାନ୍ଧୀଙ୍କୁ ମିଳିବ ଏହି ପୁରସ୍କାର
ନୂଆଦିଲ୍ଲୀ,୨୧ା୭: ରାଏବରେଲିର କଂଗ୍ରେସ ଏମ୍ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଓମେନ ଚାଣ୍ଡିଙ୍କ ସ୍ମୃତିରେ ପ୍ରତିଷ୍ଠିତ ‘ଓମେନ ଚାଣ୍ଡି ପବ୍ଲିକ ସେବା ପୁରସ୍କାର’ ପାଇଁ ମନୋନୀତ ହୋଇଛନ୍ତି। ନେତାଙ୍କ ପ୍ରଥମ…
‘ବଙ୍ଗଳା ହିଁ ଭାରତର ଅସ୍ତିତ୍ୱକୁ ସୁରକ୍ଷିତ କରିପାରିବ’
କୋଲକାତା,୨୧ା୭: ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଶହୀଦ ଦିବସ ସମାବେଶକୁ ରବିବାର ସମ୍ବୋଧିତ କରିଛନ୍ତି। ମମତା ବାଂଲାଦେଶରେ ଚାଲିଥିବା ହିଂସା ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ‘ବାଂଲାଦେଶର ସାମ୍ପ୍ରତିକ ପରିସ୍ଥିତି ଆମକୁ ଉତ୍ତେଜିତ…
Archives


