Home Middle

ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ

ନୀଳଗିରି,୧୪।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଭିଜିଲାନ୍ସ ଜାଲରେ ଆଉ ଜାଲରେ ଆଉ ଜଣେ ବାବୁ। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ରେଡ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ…

ଅଗଷ୍ଟ ୨୨ରେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୮(ପି.ଟି.):ଆମେରିକୀୟ ରିସର୍ଚ୍ଚ ଫାର୍ମ ହିଣ୍ଡେନ୍‌ବର୍ଗ ପୁଞ୍ଜି ବଜାର ନିୟନ୍ତ୍ରକ ସେବିର ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିବା ପରେ ବିବାଦ ଜୋର୍‌ ଧରିଛି। ମାଧବୀଙ୍କ ଇସ୍ତଫା ଏବଂ ଆଦାନୀ ପ୍ରସଙ୍ଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି)…

ଦ୍ରୁତ ଗତିରେ ବଢୁଛି ଭାରତର ଜନସଂଖ୍ୟା; ୧୦୦୦ ପୁରୁଷରଙ୍କ ତୁଳନାରେ ଏତିକି ମହିଳା

ନୂଆଦିଲ୍ଲୀ,୧୩।୮: ୨୦୩୬ ସୁଦ୍ଧା ଦେଢ଼ଶହ କୋଟି ଟପିବ ଭାରତର ଜନସଂଖ୍ୟା। କେନ୍ଦ୍ର ପରିସଂଖ୍ୟାନ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ ୨୦୩୬ ବେଳକୁ ଭାରତର ଜନସଂଖ୍ୟା ୧୫୨ କୋଟି ୨୦ ଲକ୍ଷ ହେବ। ତେବେ ଜନସଂଖ୍ୟା ବଢିଲେ ମଧ୍ୟ ସେ ସମୟରେ ପୁରୁଷ ଏବଂ…

‘ମୋ ଦେଶବାସୀଙ୍କଠାରୁ ନ୍ୟାୟ ଚାହୁଁଛି’, ପଳାୟନ ପରେ ପ୍ରଥମ ଥର ମୁହଁ ଖୋଲିଲେ ଶେଖ ହସିନା

ନୂଆଦିଲ୍ଲୀ,୧୩।୮: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡିବା ପରେ ପ୍ରଥମ ଥର ମୁହଁ ଖୋଲିଛନ୍ତି। ପ୍ରଥମ ମନ୍ତବ୍ୟରେ ହସିନା କହିଛନ୍ତି ଯେ ଦେଶରେ ଦଙ୍ଗାକାରୀଙ୍କୁ ଦଣ୍ଡ ଦିଆଯାଉ। ଏଥିସହିତ ସେ ତାଙ୍କ ପିତା ଶେଖ ମୁଜିବୁର ରହମାନଙ୍କ ପ୍ରତିମୂର୍ତ୍ତିରେ…

ଭିନେଶ ଫୋଗଟଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୩।୮: ରେସଲର୍‌ ଭିନେଶ ଫୋଗଟଙ୍କୁ ନେଇ ବଡ଼ ଅପଡେଟ୍‌ ଆସିଛି। ସେ ଆବେଦନ କରିଥିବା ମାମଲାର ଶୁଣାଣି ପୁଣିଥରେ ଘୁଞ୍ଚି ଯାଇଛି। ଅଗଷ୍ଟ ୧୬ରେ ଏନେଇ ଶୁଣାଣି ହେବ ବୋଲି ସୂଚନା ମିଳିଛି। ଭିନେଶ ଫୋଗଟ ମାମଲାରେ କୋର୍ଟ ଅଫ ଆର୍ବିଟ୍ରେସନ…

ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୧୩।୮(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଓ ପୁରୀ ପର୍ଯ୍ୟନ୍ତ ୬୦ କି.ମି. ରାସ୍ତାକୁ ୬ ଲେନ୍‌ ବିଶିଷ୍ଟ କରାଯିବ। ଏଥିଲାଗି ଆନୁମାନିକ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ଚଣ୍ଡିଖୋଲ-ବଡ଼ବିଲ ପର୍ଯ୍ୟନ୍ତ ୨୦୦ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ ମଧ୍ୟ…

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର, ସମ୍ଭାଳିବେ ଶ୍ରୀ ମନ୍ଦିର…

ଭୂବନେଶ୍ୱର,୧୩।୮: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ। ଶ୍ରୀମନ୍ଦିର ଅଧିନିୟମ ୧୯୫୫…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୂବନେଶ୍ୱର,୧୩।୮: ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା…

ଭିନେଶଙ୍କୁ ମିଳିବ ରୌପ୍ୟ ପଦକ! ଆଜି ଏହି ସମୟରେ ଆସିବ ଫାଇନାଲ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୮: ଭିନେଶ ଫୋଗଟ ମାମଲାରେ କୋର୍ଟ ଅଫ ଆର୍ବିଟ୍ରେସନ ଫର୍‌ ସ୍ପୋର୍ଟସ (ସିଏଏସ୍‌)ରୁ ପୂରା ଦେଶ ନ୍ୟାୟ ଆଶା କରୁଛି। ଆଜି ସିଏଏସ୍‌ ଭିନେଶଙ୍କ ମାମଲାରେ ନିଷ୍ପତ୍ତି ଦେବ। କୁହାଯାଉଛି ଯେ ଏହି ନିଷ୍ପତ୍ତି ଭାରତୀୟ ସମୟ ଅନୁଯାୟୀ ରାତି ୯.୩୦…

ମୋହନ ସରକାରଙ୍କ ବଡ଼ ଭେଟି: ଏହି ତାରିଖରେ ହିତାଧିକାରୀଙ୍କୁ ମିଳିବ ଭତ୍ତା ରାଶି!

ଭୁବନେଶ୍ୱର,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ରାଜ୍ୟବାସୀଙ୍କୁ ମୋହନ ସରକାର ବଡ଼ ଭେଟି ଦେବାକୁ ଯାଉଛନ୍ତି। ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ସରକାର ଟଙ୍କା ଦେବେ। ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିପାରେ ବୋଲି କୁହାଯାଉଛି। ହେଲେ…

ପ୍ରମୋଦ ଭଗତ ସସ୍‌ପେଣ୍ଡ, ପ୍ୟାରିସ ପାରା ଅଲିମ୍ପିକ୍ସରେ ନେଇପାରିବେନି ଭାଗ

ନୂଆଦିଲ୍ଲୀ,୧୩।୮: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ସସ୍‌ପେଣ୍ଡ ହୋଇଛନ୍ତି। ବିଶ୍ବ ବ୍ୟାଡମିଣ୍ଟନ ଫେଡେରେଶନ ୧୮ ମାସ ପାଇଁ ତାଙ୍କୁ ସସ୍‌ପେଣ୍ଡ କରିଥିବା ଜଣାପଡିଛି। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ସେ ସସ୍‌ପେଣ୍ଡ ହୋଇଛନ୍ତି। ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ…

ଟ୍ରେନି ମହିଳା ଡାକ୍ତର ଦୁଷ୍କର୍ମ-ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ, ବ୍ୟବଚ୍ଛେଦ ରିପୋର୍ଟରେ ହେଲା ବଡ଼ ଖୁଲାସା

କୋଲକାତା,୧୩।୮: କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣାକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବା ନାଁ ଧରୁ ନାହିଁ। ଏହି ସମୟରେ ପୀଡିତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?