Home Middle

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଆଦେଶରେ ସୁପ୍ରିମକୋର୍ଟ ସ୍ପଷ୍ଟ ଭାବେ କହିଛନ୍ତି ଯେ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ଦିଲ୍ଲୀ…

ବୁଲେଟ୍‌ରେ ନଜର ଆସିଲେ ପାଣ୍ଡିଆନ, ଦେଲେ ଖାସ୍‌ ବାର୍ତ୍ତା

ଭୁବନେଶ୍ୱର,୧୦।୫: ବିଜୁ ଜନତା ଦଳ ଚଳିତ ନିର୍ବାଚନ ପାଇଁ ନିଜ ଇସ୍ତାହାର ପ୍ରକାଶ କରିଛି। ଯେଉଁଥିରେ ବଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ଓ ଯୁବପିଢିଙ୍କୁ ଗୁରୁତ୍ୱ ଦେଇଛନ୍ତି। ତେବେ ଶୁକ୍ରବାର ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ବୁଲେଟ ଚଢି ଯୁବପିଢିଙ୍କ…

କେଜରିଓ୍ବାଲଙ୍କ ଜାମିନରେ ଉତ୍ସାହିତ ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ,୧୦।୫: କେବଳ ଆମ ଆଦମୀ ପାର୍ଟି ନୁହେଁ ବିରୋଧୀ ମେଣ୍ଟ ଇଣ୍ଡିଆ ପାଇଁ ମଧ୍ୟ ଆଜି ଖୁସିର ଦିନ । କାରଣ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରିଓ୍ବାଲଙ୍କ ଜାମିନ ମଞ୍ଜୁର ହୋଇଛି। ଦୀର୍ଘ ୧ମାସ ଧରି ତିହାର ଜେଲରେ ବନ୍ଦୀଜୀବନ କାଟୁଥିବା…

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା ଜୁନ୍…

ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୦।୫: ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମିଳିଲା ଜାମିନ। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଗିରଫ…

ଭାରତୀୟ ନିର୍ବାଚନକୁ ପ୍ରଶଂସା କଲା ଆମେରିକା

ଓ୍ବାଶିଂଟନ,୧୦ା୫: ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ୍‌ ଗାର୍ସେଟି ଭାରତରେ ଗଣତନ୍ତ୍ରକୁ ନେଇ କିଛି ଅଞ୍ଚଳରେ ଉଠିଥିବା ଚିନ୍ତାକୁ ଖାରଜ କରି କହିଛନ୍ତି ଯେ, ଏକବିଂଶ ଶତାବ୍ଦୀରେ ଗଣତନ୍ତ୍ରର ଚାବି ହେବା ପାଇଁ ଓ୍ବାଶିଂଟନ ନୂଆଦିଲ୍ଲୀ ସହ ସମ୍ପର୍କ ଉପରେ ନିର୍ଭର କରିପାରିବ।…

ନରେନ୍ଦ୍ର ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ, ଲେଖି ଦେବାକୁ ପ୍ରସ୍ତୁତ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୦।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (ମେ’ ୧୦, ୨୦୨୪)ରେ ଦାବି କରିଛନ୍ତି ଯେ ଉତ୍ତର ପ୍ରଦେଶରେ ‘ଇଣ୍ଡିଆ’ ମିଳିତ ମଞ୍ଚର ଝଡ଼ ଆସୁଛି। ଆପଣ ଏହାକୁ ଲିଖିତ ଭାବରେ ଗ୍ରହଣ କରିଛନ୍ତି ଯେ ୟୁପିରେ ଭାଜପାର ସବୁଠୁ ବଡ…

କାହା ନାଁ ନ ନେଇ ଜୋର୍‌ଦାର ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାରରେ ନିରନ୍ତର ରହିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ମହାରାଷ୍ଟ୍ରର ନନ୍ଦୁରବରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି। ସେ କର୍ନାଟକରେ ଶାସନ କରୁଥିବା କଂଗ୍ରେସରେ ଧର୍ମ…

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି । ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି ଅନୁକୂଳ…

ବହିଷ୍କାର ହେଲେ ଦୁଇ ମନ୍ତ୍ରୀ

କିଭ୍‌,୧୦ା୫: ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍‌ଜାଣ୍ଡାର କୁବ୍ରାକୋଭ୍‌ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍‌ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ ଉପ…

ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ…

ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’:ଏତିକି ବେଳୁ ଆରମ୍ଭ ହେବ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଶୁକ୍ରବାର ରାତି ୮ଟା ୩୦ରେ ଏକ ରୋଡ୍‌ ଶୋ’ କରିବା କାର୍ଯ୍ୟକ୍ରମ ରହିଛି। ରାତି ସାଢେ ୮ ଟାରୁ ଭାଜପା ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri