Home Middle

ଏସ୍‌ସି, ଏସ୍‌ଟି କୋଟା ବଦଳାଇବା ପାଇଁ ନିଷ୍ପତ୍ତି ଆଣିବେ କି ସରକାର? ମୋଦି ଦେଲେ ଏହି ଆଶ୍ୱାସନା…

ନୂଆଦିଲ୍ଲୀ,୯ା୮: ଅନୁସୂଚିତ ଜାତି (ଏସ୍‌ସି) ଏବଂ ଅନୁସୂଚିତ ଜନଜାତି (ଏସ୍‌ଟି) କୋଟାର ଉପ-ବର୍ଗୀକରଣ ସପକ୍ଷରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହେବାରେ ଲାଗିଛି। ସେପଟେ ଲୋକ ସଭା ଓ ରାଜ୍ୟ ସଭାର ଭାଜପା ଏସ୍‌ଟି/ଏସ୍‌ସି ଏମ୍‌ପିମାନେ ଶୁକ୍ରବାର ସଂସଦ…

ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍‌ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି ଭତ୍ତା…

ଦିଲ୍ଲୀରୁ ଧରାପଡ଼ିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୯ା୮: ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରି ଦିଲ୍ଲୀ ପୋଲିସ। ଆତଙ୍କବାଦୀ ଜଣକ ହେଲେ ଇସ୍‌ଲାମିକ ଷ୍ଟେଟ୍‌ ଆତଙ୍କୀ ରିଜଓ୍ବାନ ଅଲ୍ଲୀ। ସୂଚନାଯୋଗ୍ୟ, ୨୦୨୩ରେ ପୁଣେ ପୋଲିସ ହେପାଜତରୁ ରିଜଓ୍ବାନ ଖସି ପଳାଇଥିଲେ। ତାଙ୍କ ପାଇଁ…

ମନୀଷ ସିସୋଡିଆଙ୍କୁ ବଡ଼ ଆଶ୍ବସ୍ତି, ୧୭ ମାସ ପରେ ମିଳିଲା ଜାମିନ

ନୂଆଦିଲ୍ଲୀ,୯ା୮: ଆମ୍ ଆଦମୀ ପାର୍ଟି(ଏଏପି) ନେତା ମନୀଷ ସିସୋଡିଆଙ୍କୁ ଦୀର୍ଘ ଦିନ ପରେ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ୧୭ ମାସ ଜେଲରେ ରହିବା ପରେ ଜାମିନ ମିଳିଛି। ଏହି ମାମଲାରେ…

ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ୧୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର…

ହକି ଖେଳାଳିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର,୯ା୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ସ୍ପେନ୍‌ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍‌ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି…

ନୀରଜ ରୌପ୍ୟ ଜିତିବା ପରେ ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୯।୮: ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ ଥ୍ରୋ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଲଗାତାର ଦୁଇଟି ଅଲିମ୍ପିକ ପଦକ ଜିତିବାରେ ନୀରଜ ପ୍ରଥମ ଭାରତୀୟ ଟ୍ରାକ ଏବଂ ଫିଲ୍ଡ ଖେଳାଳି ହୋଇଛନ୍ତି। ୨୦୨୦…

ଟ୍ରେନିଂ ପାଇଁ ଟଙ୍କା ନଥିଲା, ଏବେ ଅଲିମ୍ପିକ୍ ଚାମ୍ପିଅନ୍… ଜାଣନ୍ତୁ ପାକିସ୍ତାନର ଜାଭେଲିନ୍ ଫିଙ୍ଗାଳି ଅର୍ଶଦ ନଦୀମ କିଏ ?

ପ୍ୟାରିସ, ୯।୮: ପାକିସ୍ତାନର ଅର୍ଶଦ ନଦୀମ ଯିଏ ପ୍ୟାରିସ୍ ଅଲିମ୍ପିକ୍ସର ଜାଭେଲିନ୍ ଇଭେଣ୍ଟରେ ଭାରତର ତାରକା ନୀରଜ ଚୋପ୍ରାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପାକିସ୍ତାନର ଜାଭେଲିନ୍ ଫିଙ୍ଗାଳି ଅର୍ଶଦ ନଦୀମ ଅଲିମ୍ପିକ୍ ରେକର୍ଡ ଭାଙ୍ଗି ୯୨.୯୭ ମିଟର ଫିଙ୍ଗି ଏକ…

ନୀରଜଙ୍କୁ ରୌପ୍ୟ: ପାକିସ୍ତାନର ନଦିମଙ୍କୁ ସ୍ବର୍ଣ୍ଣ

ପ୍ୟାରିସ, ୯।୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ଚମକ ଦେଖାଇ ରୌପ୍ୟ ପଦକ ହାସଲ କରିଛନ୍ତି ଭାରତର ନୀରଜ ଚୋପ୍ରା। ଗୁରୁବାର ଅନୁଷ୍ଠିତ ପୁରୁଷ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ସେ ଯଦିଓ ନିଜର ଟୋକିଓ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବଜାୟ ରଖିବାରେ ସକ୍ଷମ ହୋଇ…

ହକି ଦଳର ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ, ଅଭିନନ୍ଦନ ଜଣାଇ କହିଲେ…

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ହକି ଦଳର ଖେଳାଳିଙ୍କ ସହ ଫୋନରେ କଥା ହୋଇ ବ୍ରୋଞ୍ଜ ପଦକ ଜିତିଥିବାରୁ ସମଗ୍ର ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ବ୍ରୋଞ୍ଜ ପଦକ ମ୍ୟାଚରେ ସ୍ପେନକୁ ୨-୧ରେ ପରାସ୍ତ କରି ଭାରତ…

ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ହକି ଦଳ

ପ୍ୟାରିସ,୮।୮: ସ୍ପେନକୁ ୨-୧ରେ ପରାସ୍ତ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ଜିତି ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛି। ଅଧିନାୟକ ହରମନପ୍ରୀତ ସିଂଙ୍କ ଡବଲ ଗୋଲ ବଳରେ ଭାରତ ଏହି ବିଜୟ ହାସଲ କରିଛି। ପ୍ରଥମ କ୍ୱାର୍ଟରରେ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?