Home Middle

ଛାତିଥରା…ନିର୍ବାଚନ ପ୍ରତିଶ୍ରୁତି ପାଳନ କରିବାକୁ ୫ ଶହ କୁକୁରଙ୍କୁ ହତ୍ୟା, ଇଞ୍ଜେକ୍ସନ….

ନୂଆଦିଲ୍ଲୀ,୧୪।୧: ତେଲେଙ୍ଗାନାରେ କୁକୁର ହତ୍ୟା ଘଟଣା ବର୍ତ୍ତମାନ ଉଗ୍ରରୂପ ନେଇଛି । ତେଲେଙ୍ଗାନା ପୋଲିସ ବୁଲା କୁକୁରଙ୍କ ଗଣହତ୍ୟା ଘଟଣାର ତଦନ୍ତକୁ ଜୋରଦାର କରିଛି । ହନମକୋଣ୍ଡା ଏବଂ କାମାରେଡ୍ଡି ଜିଲାର ସାତ ଜଣ ଗ୍ରାମ ମୁଖିଆଙ୍କ ସମେତ ୧୫ ଜଣଙ୍କ…

ପୁଣି ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌ ହେଲେ କୋହଲି: ରୋହିତଙ୍କ ଭୟଙ୍କର କ୍ଷତି

ନୂଆଦିଲ୍ଲୀ,୧୪।୧: ୨୦୨୬ ପାଇଁ ପ୍ରଥମ ICC ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ବର୍ଷ ଆରମ୍ଭରେ ନମ୍ବର ୱାନ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ପୂର୍ବରୁ ନମ୍ବର ୱାନ ସ୍ଥାନରେ ଥିବା ରୋହିତ ଶର୍ମା ଏବେ ତଳକୁ ଖସି ଯାଇଛନ୍ତି।…

ସୋର୍ସ କୋଡ୍‌

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଓ ପ୍ରଯୁକ୍ତିସମ୍ପନ୍ନ ଯୁଗରେ ଡାଟା ବା ତଥ୍ୟ ନୂଆ ଇନ୍ଧନ ଭାବେ ବିବେଚନା କରାଯାଉଛି। କୁହାଯାଉଛି ଯାହା ପାଖରେ ଯେତେ ତଥ୍ୟ ଅଛି ସେ ସେତେ ଧନୀ। ସେଥିପାଇଁ ତଥ୍ୟ ଗୋଟାଇବା ବା କାରସାଦି କରି ହାତେଇବା…

ଏହି ଦିନ ଯାଏ ଲାଗି ରହିବ ଶୀତ: ପଶ୍ଚିମାଝଡ଼ ପ୍ରଭାବରେ…

ଭୁବନେଶ୍ୱର,୧୪।୧ (ବନ୍ଦନା ସେଠୀ):ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଜାନୁଆରୀ ୧୭ ପର୍ଯ୍ୟନ୍ତ ଶୀତ ପ୍ରଭାବ ରହିବ ଏବଂ ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ଦିଆଯାଇଛି। ତେବେ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ…

ମାସକର ଝିଅକୁ ବିକିଦେଲେ ବାପା-ମା’: କାରଣ ଜାଣିଲେ ଉଡିଯିବ ହୋଶ୍‌

ଭଣ୍ଡାରିପୋଖରୀ,୧୪।୧(ରାଜେନ୍ଦ୍ର ଶତପଥୀ):ଋଣ ଶୁଝିବା ପାଇଁ ନିଜ ମାସକର ଝିଅକୁ ଅନ୍ୟକୁ ବିକ୍ରି କରିଦେଲେ। ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବୟାବନାପୁର ଗ୍ରାମରେ। ଏ ସମ୍ପର୍କରେ ଶିଶୁକନ୍ୟାଙ୍କ ଜେଜେମା ମଙ୍ଗଳବାର ଥାନାରେ ଅଭିଯୋଗ କରିବା…

ଓଡ଼ିଶାରେ ପ୍ରତିଷ୍ଠା ହେବ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର ଶାଖା

ନୂଆଦିଲ୍ଲୀ,୧୩।୧: ଓଡ଼ିଶାରେ ପ୍ରତିଷ୍ଠା ହେବ ଅଭିନେତା ତିଆରି କାରଖାନା। ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (NSD) ର ଏକ ରାଜ୍ୟସ୍ତରୀୟ ଶାଖା କେନ୍ଦୁଝର ଜିଲାରେ ପ୍ରତିଷ୍ଠା ହେବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର…

ସେନା ମୁଖ୍ୟଙ୍କ ଚେତାବନୀ ପରେ ସୀମାରେ ଉଡିଲା ପାକିସ୍ତାନୀ ଡ୍ରୋନ୍: ୪୮ ଘଣ୍ଟାରେ ଦ୍ୱିତୀୟ ଘଟଣା

ନୂଆଦିଲ୍ଲୀ,୧୩।୧: ଦୁଇଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସୀମାରେ ଦେଖା ଦେଇଛି ପାକିସ୍ତାନୀ ଡ୍ରୋନ୍। ମଙ୍ଗଳବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପାକିସ୍ତାନକୁ କଡ଼ା ଭାଷାରେ “ଡ୍ରୋନ୍ ଅନୁପ୍ରବେଶ ବନ୍ଦ କରିବା” ପାଇଁ ଚେତାବନୀ ଦେଇଥିଲେ। ତେବେ ଏହାର…

ଇରାନବାସୀଙ୍କୁ ଟ୍ରମ୍ପ ଦେଲେ ମେସେଜ: “ଆନ୍ଦୋଳନ ଜାରି ରଖ, ଖୁବଶୀଘ୍ର ସାହାଯ୍ୟ ମିଳିବ”

ନୂଆଦିଲ୍ଲୀ,୧୩।୧: ଇରାନ ଉପରେ ଖୁବଶୀଘ୍ର ଆକ୍ରମଣ କରିପାରେ ଆମେରିକା। ମଙ୍ଗଳବାର ଏକ ପ୍ରକାର ଏହା ନିଶ୍ଚିତ ହୋଇଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ୍’ରେ ଏକ ପୋଷ୍ଟ କରି ଏହା କହିଛନ୍ତି। ଇରାନରେ ସରକାର…

ବାୟୁସେନାର ଶକ୍ତି ବଢ଼ାଇବ ‘ରାଫେଲ୍’: ଫ୍ରାନ୍ସ ସହ ୩.୨୫ ଲକ୍ଷ କୋଟିର ମେଗା ଡିଲ୍, ଭାରତରେ ନିର୍ମାଣ ହେବ

ନୂଆଦିଲ୍ଲୀ,୧୩।୧: ଭାରତୀୟ ବାୟୁସେନା(IAF)କୁ ଶକ୍ତିଶାଳୀ କରିବ ରାଫେଲ। ଭାରତ ସରକାର ଫ୍ରାନ୍ସରୁ ଆହୁରି ୧୧୪ଟି ରାଫେଲ୍ ଯୁଦ୍ଧ ବିମାନ କିଣିବାକୁ ଯୋଜନା କରୁଛନ୍ତି। ପ୍ରାୟ ୩.୨୫ ଲକ୍ଷ କୋଟି ଟଙ୍କାର ଏହି ବୃହତ ଚୁକ୍ତି ଆସନ୍ତା ମାସରେ ଚୂଡ଼ାନ୍ତ ହେବ। ଫ୍ରାନ୍ସ…

୨୨ ମିନିଟର ଆକ୍ରମଣରେ ଥରିଥିଲା ପାକିସ୍ତାନ, ସେନା ମୁଖ୍ୟଙ୍କ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୩।୧: ‘ଅପରେସନ ସିନ୍ଦୂର’କୁ ନେଇ ଚମକାଇଲା ଭଳି ଖୁଲାସା କରିଛନ୍ତି ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ଭାରତର ମାତ୍ର ୨୨ ମିନିଟର ଭୟଙ୍କର ଆକ୍ରମଣରେ ପାକିସ୍ତାନର ନିଷ୍ପତ୍ତି ନେବା କ୍ଷମତା ଦୋହଲି ଯାଇଥିଲା। ମଙ୍ଗଳବାର ସେନାର ବାର୍ଷିକ ଖବରଦାତା ସମ୍ମିଳନୀରେ ଦ୍ୱିବେଦୀ…

ଇରାନରେ ରକ୍ତପାତ: ଆନ୍ଦୋଳନରେ ୨,୦୦୦ ମୃତ, ପ୍ରଥମ ଥର ପାଇଁ ସ୍ୱୀକାର କଲେ ସରକାର

ନୂଆଦିଲ୍ଲୀ,୧୩।୧: ଇରାନରେ ଜାରି ରହିଥିବା ଦେଶବ୍ୟାପୀ ଅଶାନ୍ତି ମଧ୍ୟରେ ଏକ ଚମକାଇଲା ଭଳି ତଥ୍ୟ ସାମ୍ନାକୁ ଆସିଛି। ପ୍ରାୟ ୨,୦୦୦ ଲୋକ ଏହି ଆନ୍ଦୋଳନରେ ପ୍ରାଣ ହରାଇଥିବା ଜଣେ ଇରାନୀୟ ଅଧିକାରୀ ମଙ୍ଗଳବାର ‘ରଏଟର୍ସ’କୁ ସୂଚନା ଦେଇଛନ୍ତି। ଦେଶରେ ଚାଲିଥିବା ଦମନଲୀଳା…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ଏପରି ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ସାରା ଓଡ଼ିଶାରେ ଚର୍ଚ୍ଚା

କେନ୍ଦୁଝର,୧୩।୧: ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ। ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ମଙ୍ଗଳବାର କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri