ଟ୍ରମ୍ପଙ୍କୁ ଆଉ ଏକ ଝଟ୍କା: ଆମେରିକାକୁ AIରେ ଶୀର୍ଷରେ ପହଞ୍ଚାଇଥିବା ଏହି ଭାରତୀୟ ବଂଶୋଦ୍ଭବ ଦେଲେ ଇସ୍ତଫା
ଓ୍ବାଶିଂଟନ,୭ା୬: ଟ୍ରମ୍ପ ପ୍ରଶାସନର ଅନ୍ୟତମ ପ୍ରମୁଖ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ପ୍ରଯୁକ୍ତି ପରାମର୍ଶଦାତା ଶ୍ରୀରାମ କ୍ରିଷ୍ଣନ୍ ହ୍ବାଇଟ୍ ହାଉସ୍ରେ ତାଙ୍କ ଚାକିରି ଛାଡ଼ିବାକୁ ଯାଉଛନ୍ତି। ଗତ ୧୮ ମାସ ଧରି ସେ କୃତ୍ରିମ ବୁଦ୍ଧିମତ୍ତା (AI) ରଣନୀତି ପ୍ରସ୍ତୁତ କରିବାରେ ଗୁରୁତ୍ୱପୂର୍ଣ୍ଣ…
ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ
ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଏକାସଙ୍ଗେ ୪୩ ଜଣ ପୁଲିସ ଇନ୍ସପେକ୍ଟରଙ୍କୁ…
ସକାଳୁ ସକାଳୁ ବଡ଼ ଝଟ୍କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍; ଜାଣନ୍ତୁ ନୂଆ ଦର
ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି ପରେ ଏବେ ଦେଶରେ ଘରୋଇ ଏଲପିଜି (LPG) ସିଲିଣ୍ଡରର ଦାମ ମଧ୍ୟ ବୃଦ୍ଧି…
ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍, ଲକ୍ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…
ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ ଟଙ୍କା ରୋଜଗାର କରିଥିଲେ। ଏହି ଟଙ୍କାରେ ବିଳାସବେସନ ସାମଗ୍ରୀ କିଣିବା ଠାରୁ ଆରମ୍ଭ…
ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ
ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ ନିର୍ମିତ ଟେଣ୍ଟ ଭାଙ୍ଗି ପଡ଼ି ପଡିଥିବା ବେଳେ ପ୍ରାୟ ୨୫୦ଟି ଷ୍ଟଲ ବର୍ଷା…
୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ
ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏନେଇ…
ପାକିସ୍ତାନର ନୂଆ ଚାଲ୍: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…
ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏ ନେଇ ସୂଚନା ଦେଇଛି। ଭାରତ କହିଛି ଯେ,…
India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ
ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ପ୍ରଥମ ଥର ପାଇଁ…
ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…
ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା ପାଇଁ ବର୍ଷାକୁ ନେଇ ‘ରେଡ ଆଲର୍ଟ’ ଜାରି କରାଯାଇଛି। ୱାୟାନାଡ ଏବଂ କାସରଗୋଡର…
ଟସ୍ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ
ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮ ବର୍ଷ ପରେ ଏକ ଟେଷ୍ଟ ମ୍ୟାଚ ରେ ପରସ୍ପରର ମୁହାଁମୁହିଁ ହେଉଛନ୍ତି। ଭ୍ରମଣକାରୀ…
ମମତାଙ୍କ ଟେନ୍ସନ୍ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…
କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ ବୈଠକରେ ୮୦ ଜଣ ଦଳୀୟ ବିଧାୟକଙ୍କ ମଧ୍ୟରୁ ମାତ୍ର ୨୦ ଜଣ ଯୋଗ…
ଆଜି ଦିଲ୍ଲୀରେ ଗର୍ଜିବ କକ୍ରୋଚ୍ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…
ନୂଆଦିଲ୍ଲୀ,୬ା୬:କକ୍ରୋଚ୍ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର ପ୍ରତିଷ୍ଠାତା ଅଭିଜିତ୍ ଦୀପ୍କେ ଆମେରିକାରୁ ଆସି ଶନିବାର ସକାଳ ୮ଟାରେ ଦିଲ୍ଲୀରେ ପହଞ୍ଚିବା…

