ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ ୭…
ରାହୁଲଙ୍କୁ କେତେ ଟଙ୍କା ଦେଇଛନ୍ତି ଅମ୍ବାନୀ-ଆଦାନୀ, ମୋଦି କହିଲେ…
ନୂଆଦିଲ୍ଲୀ,୮।୫: ତେଲଙ୍ଗାନାର କରିମନଗରର ଏକ ନିର୍ବାଚନ ରାଲିରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଉପରେ ବର୍ଷିଛନ୍ତି। ଏହାରି ଭିତରେ ମୋଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି,…
ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ
ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି। ଛୁଟିର କାରଣ ଅସୁସ୍ଥ ବୋଲି କୁହାଯାଇଛି। ମଙ୍ଗଳବାର ରାତିରୁ…
ଭାଜପାକୁ ଝଟ୍କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର
ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର ହୋଇଛି କର୍ନାଟକ ଭାଜପା। ତେବେ ଏଥିପାଇଁ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। କର୍ନାଟକ…
ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି
ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ ଓହ୍ଲାଇଛନ୍ତି।…
ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…
ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍ ୭ ମେ’ ୨୦୨୪ ରେ ମଧ୍ୟ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ବର୍ତ୍ତମାନ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୯ରେ…
ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ
ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା। ଅକ୍ଟୋବର ୭ ରେ ଦକ୍ଷିଣ ଇସ୍ରାଏଲରେ ହମାସର ମାରାତ୍ମକ ଆକ୍ରମଣର ବ୍ୟାପକ ତଥା ପ୍ରକାଶିତ…
ଉତ୍ତରରୁ ଦକ୍ଷିଣ, କ’ଣ ୪୦୦ ପାରର ଗଣିତ, ମୋଦି କହିଲେ ଭିତିରି କଥା
ନୂଆଦିଲ୍ଲୀ,୭।୫: ଏଥର ଭାଜପା ଲୋକ ସଭା ନିର୍ବାଚନ ପାଇଁ ୪୦୦ପ୍ଲସ ସିଟ ସ୍ଲୋଗାନ ଦେଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ୨୦୨୪ରେ ଭାଜପାକୁ ୩୭୦ ଟି ସିଟ ଏବଂ ଏନଡିଏକୁ ୪୦୦ ଟି ସିଟ ଜିତିବାକୁ ପଡିବ। ଏକ…
ଏହା ମୋର ଶେଷ ନିର୍ବାଚନ, ଭୋଟିଂ ପରେ ଦିଗବିଜୟ ସିଂଙ୍କ ବଡ ଘୋଷଣା
ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ୭ ମେ’ରେ ଜାରି ରହିଛି। ମଙ୍ଗଳବାର ମୋଟ ୯୩ ନିର୍ବାଚନମଣ୍ଡଳୀରେ ମତଦାନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମ୍ମଦାବାଦରେ ଭୋଟ ଦେଇଛନ୍ତି। ଏହି ସମୟରେ ପଶ୍ଚିମବଙ୍ଗର ଜାଙ୍ଗିପୁରରେ ମତଦାନ ବେଳେ…
‘ବାସ୍ତୁ ଅନୁଯାୟୀ ସଠିକ ଭାବରେ ନିର୍ମାଣ ହୋଇନାହିଁ’, ରାମ ମନ୍ଦିରକୁ ନେଇ ବିବାଦୀୟ ବୟାନ ଦେଲେ ରାମଗୋପାଳ ଯାଦବ
ଲକ୍ଷ୍ନୌ,୭।୫: ବରିଷ୍ଠ ସମାଜବାଦୀ ପାର୍ଟି ନେତା ରାମ ଗୋପାଳ ଯାଦବ ରାମ ମନ୍ଦିର ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ରାମ ମନ୍ଦିର ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି, ‘ସେହି ମନ୍ଦିର ବ୍ୟର୍ଥ ଅଟେ। ମନ୍ଦିରଗୁଡ଼ିକ ଏହିପରି ନିର୍ମାଣ କରାଯାଏ…
ମତଦାନ ସାମାନ୍ୟ ଦାନ ନୁହେଁ, ଭୋଟ ଦେବା ପରେ କାହିଁକି ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର (ମେ ୭, ୨୦୨୪) ଲୋକ ସଭା ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି। ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ସେ କହିଛନ୍ତି ଯେ ଭୋଟ ଦେବା ଏକ ସାଧାରଣ…
ରାଫାହ ଖାଲି କଲା ଇସ୍ରାଏଲ୍
ଜେରୁଜେଲମ୍,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ଉକ୍ତ ଅଞ୍ଚଳରେ ଇସ୍ରାଏଲ ଦୀର୍ଘମିଆଦୀ ସ୍ଥଳଯୁଦ୍ଧ ଚଳାଇବାକୁ ଯାଉଥିବାର ସଙ୍କେତ ମିଳିଛି।…
Archives


