Home Middle

ଭାରତୀୟ ସେନା ମୁଖ୍ୟଙ୍କ କାର୍ଯ୍ୟକାଳ ବଢିଲା

ନୂଆଦିଲ୍ଲୀ,୨୬।୫: ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଜେନେରାଲ ମନୋଜ ପାଣ୍ଡେ ଆସନ୍ତା ମେ ୩୧ରେ ଅବସର ନେବାର ଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ୱାରା ତାଙ୍କର କାର୍ଯ୍ୟକାଳ ଏକ ମାସ ବୃଦ୍ଧି କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ…

ମୁସଲମାନଙ୍କୁ ସଂରକ୍ଷଣ ଦେବାକୁ ସମ୍ବିଧାନ ବଦଳାଇ ଦେବେ ବିରୋଧୀ ମେଣ୍ଟ: ମୋଦି

ମିର୍ଜାପୁର,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ମିର୍ଜାପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏଥିରେ ସେ ବିରୋଧୀଙ୍କୁ ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ‘ଇଣ୍ଡିଆ’ମେଣ୍ଟକୁ ସାମ୍ପ୍ରଦାୟିକ ତଥା ଜାତିବାଦୀ…

ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍‌ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

ପାପୁଆ ନିଉ ଗିନି ଭୟଙ୍କର ଭୂସ୍ଖଳନ, ୬୭୦ରୁ ଅଧିକ ଲୋକ ମୃତ

ନୂଆଦିଲ୍ଲୀ,୨୬।୫: ପାପୁଆ ନ୍ୟୁ ଗିନିରେ ଏକ ବଡ଼ ଧରଣର ଭୂସ୍ଖଳନ ପରେ ୬୭୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଜାତିସଂଘର ଏଜେନ୍ସିର ଅଧିକାରୀ ସେରହାନ ଆପ୍ଟୋପ୍ରାକ୍ କହିଛନ୍ତି ଯେ ବର୍ତ୍ତମାନ ପ୍ରାୟ ୧୫୦ରୁ ଉର୍ଦ୍ଧ ଘର ପୋତି ହୋଇ…

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଭଲ ପ୍ରଦର୍ଶନ…

ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…

ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା ଆସି ସରକାରଙ୍କୁ ନିନ୍ଦା କରିବା ଦୋଷ ଗଣାଇଥିଲେ। ଯାହାକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ। ସେ…

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା…

୬ ଟ୍ରେନ୍‌ ବାତିଲ, ଜାଣନ୍ତୁ କେଉଁ ଟ୍ରେନ୍‌ ହୋଇଛି ବାତିଲ

କୋଲକାତା,୨୬ା୫: ବାତ୍ୟା ‘ରେମାଲ’ ପାଇଁ ୬ଟି ଟ୍ରେନ୍‌ ବାତିଲ ହୋଇଛି। ରବିବାର ଓ ସୋମବାର ପାଇଁ ଏହି ଟ୍ରେନ୍‌କୁ ବାତିଲ କରିଛି ଦକ୍ଷିଣ ପୂର୍ବ ରେଳତଟ। ହାଓ୍ବଡା-ଦୀଘା-ହାଓ୍ବଡା ଏକ୍ସପ୍ରେସ୍‌ ରବିବାର ପାଇଁ ବାତିଲ ହୋଇଥିବା ବେଳେ କାଲି ପାଇଁ ଦୀଘା-ପଂଶକୁରା ଇଏମ୍‌ୟୁ,…

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମନୁଷ୍ୟକୃତ: ହାଇକୋର୍ଟ

ନୂଆଦିଲ୍ଲୀ,୨୬ା୫: ଗୁଜରାଟର ରାଜକୋଟରେ ଟିଆରପି ଗେମିଂ ଜୋନ୍‌ ଅଗ୍ନିକାଣ୍ଡରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ରାଜକୋଟ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ହାଇକୋର୍ଟ ବର୍ତ୍ତମାନ ଅଗ୍ନି ନିରାପତ୍ତା ସମ୍ପର୍କରେ ମ୍ୟୁନିସିପାଲିଟି କର୍ପୋରେଶନଠାରୁ ଉତ୍ତର…

ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଜାଣି ତାଜୁବ ହେବେ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଇଣ୍ଡିଆ ମହାମେଣ୍ଟ ଉପରେ ଜୋରଦାର ବର୍ଷିଛନ୍ତି । ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେମାନେ ଭୋଟବ୍ୟାଙ୍କକୁ ଖୁସି କରିବା ପାଇଁ ଏଥର ପ୍ଲାନିଂ କରୁଛନ୍ତି ବୋଲି ମୋଦି କହିଛନ୍ତି। ଏଥିସହ ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ…

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯%…

ୟୁପି, ଦିଲ୍ଲୀରେ କମ୍‌ ଭୋଟିଂ ଭାଜପାକୁ କ୍ଷତି

ନୂଆଦିଲ୍ଲୀ,୨୬ା୫ଲୋକ ସଭା ନିର୍ବାଚନ ଶେଷହେବାକୁ ଆଉ ମାତ୍ର ଗୋଟିଏ ପର୍ଯ୍ୟାୟ ବାକି ଥିବାବେଳେ ସବୁଠୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶ ଏବଂ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ମତଦାନ ହାର କମିଥିବାରୁ ଏହା ଶାସକ ଦଳ ଭାଜପା ପାଇଁ ଚିନ୍ତାର ବିଷୟ ହୋଇଛି। ମତଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri