ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…
ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…
ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…
ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା…
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍ମ୍ୟାନ୍…
କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ମଙ୍ଗଳବାର ସିସିଆଇର ୱାଚ୍ମ୍ୟାନ୍ ଧୀରେନ୍ଦ୍ର କୁମାର…
ସାଟେଲାଇଟ୍ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ
ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍ ଇମେଜିଂ ଟେକ୍ନୋଲୋଜି ପାଇଁ ଆମେରିକାର ପ୍ୟାଟେଣ୍ଟ ପାଇବାରେ ପ୍ରଥମ ଭାରତୀୟ ଷ୍ଟାର୍ଟଅପ୍ ହୋଇପାରିଛି। ଅପ୍ଟୋସାର…
ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…
ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ ଗଞ୍ଜାମ ବ୍ଲକ୍ ଦେଇ ବଙ୍ଗୋପସାଗରରେ ମିଶିଛି। ଗଞ୍ଜାମ ଜିଲାବାସୀଙ୍କ ପିଇବା ପାଣି, ଜଳସେଚନରେ…
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ
ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ…
ଘରେ ଷଣ୍ଢ, ପଦାରେ ଛେଳି
ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା। ଏଥିରେ ଭାରତ ସମେତ ୧୬୪ ଦେଶ ଏହା ସପକ୍ଷରେ ଭୋଟ ଦେଇଥିବା ବେଳେ…
ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…
ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ…
୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…
ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ ଏକ ପୂର୍ବରୁ ସାର୍ବଜନୀନ ହୋଇନଥିବା ଭିଡିଓ ମିଳିଛି । ଏଥିରେ ସେ ଭବିଷ୍ୟତର…
ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…
୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…

