୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ
ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ତିନି ଯୁବକ ଏକ ସ୍କୁଟିରେ…
ଆଫଗାନିସ୍ତାନ ସହ ଭାରତର ୧୦୦ ମିଲିୟନ ଡଲାର ବାଣିଜ୍ୟ ଚୁକ୍ତି
ନୂଆଦିଲ୍ଲୀ,୨୮ା୧୧: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଅର୍ଥନୈତିକ ସହଯୋଗର ଏକ ନୂତନ ପର୍ଯ୍ୟାୟ ଆରମ୍ଭ କରି, ଦୁଇ ଦେଶର ପ୍ରମୁଖ ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡ଼ିକ ମଧ୍ୟରେ ୧୦୦ ମିଲିୟନ ଡଲାରର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତି ପାକିସ୍ତାନର ଆଞ୍ଚଳିକ ବାଣିଜ୍ୟ…
ସିଙ୍ଗଲ୍ ଡୋଜ୍ ଡେଙ୍ଗୁ ଟିକାକୁ ବ୍ରାଜିଲର ମଞ୍ଜୁରୀ
ବ୍ରାସିଲିଆ,୨୮ା୧୧: ବିଶ୍ୱର ପ୍ରଥମ ସିଙ୍ଗଲ୍ ଡୋଜ୍ ଡେଙ୍ଗୁ ଟିକାକୁ ବ୍ରାଜିଲ କର୍ତ୍ତୃପକ୍ଷ ବୁଧବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ତାପମାତ୍ରା ବୃଦ୍ଧି ଯୋଗୁ ବିଶ୍ୱବ୍ୟାପୀ ମଶାଜନିତ ରୋଗ ବ୍ୟାପୁଥିବାବେଳେ ଏହା ଏକ ଐତିହାସିକ ସଫଳତା ବୋଲି ବ୍ରାଜିଲ କହିଛି। ଡେଙ୍ଗୁରେ ଅତ୍ୟଧିକ ଜ୍ୱର…
ଆଧାର ପାଇଥିବା ବିଦେଶୀଙ୍କୁ ଭୋଟ ଅନୁମତି ମିଳିବ କି, ସୁପ୍ରିମକୋର୍ଟ କହିଲେ…
ନୂଆଦିଲ୍ଲୀ,୨୮ା୧୧: ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ। ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପାଇଁ ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ବିରୋଧକରି ଦାଏର ଅନେକ ପିଟିଶନ ଉପରେ ଚୂଡ଼ାନ୍ତ ଶୁଣାଣି ଅବସରରେ ସୁପ୍ରିମକୋର୍ଟ…
କଠୋର ନିୟମ ଆଣିଲେ ସରକାର: ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ଜେଲ୍
ନୂଆଦିଲ୍ଲୀ,୨୭ା୧୧: ଆସାମ ବିଧାନସଭାରେ ଆସାମ ବହୁବିବାହ ନିଷେଧକ ବିଲ୍, ୨୦୨୫ ଗୃହୀତ ହୋଇଛି। ଏହି କଠୋର ଆଇନରେ ବହୁବିବାହ କରୁଥିବା ବ୍ୟକ୍ତିଙ୍କ ପାଇଁ ୭ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶର ବ୍ୟବସ୍ଥା ରହିଛି। ଯଦି କେହି ପୂର୍ବରୁ ଥିବା ପତ୍ନୀ ବିଷୟରେ…
ରାଷ୍ଟ୍ରପତିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ରାଜ୍ୟପାଳ, ଯୋଗଦେଲେ ମାନ୍ୟଗଣ୍ୟ ବ୍ୟକ୍ତି
ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତିଙ୍କ…
ବଢୁଛି ‘ବିବାହ ବୀମା’ର ଚାହିଦା: ଜାଣନ୍ତୁ କାହିଁକି ଏହା ଭାରତର ପରବର୍ତ୍ତୀ ବଡ଼ ଟ୍ରେଣ୍ଡ?
ନୂଆଦିଲ୍ଲୀ,୨୭ା୧୧: ବର୍ତ୍ତମାନ ଭାରତରେ ବିବାହ ଉତ୍ସବଗୁଡ଼ିକ ଅଧିକ ବ୍ୟାପକ, ବିଳାସପୂର୍ଣ୍ଣ ଏବଂ ଖର୍ଚ୍ଚବହୁଳ ହେବାରେ ଲାଗିଛି। ତେବେ ଏହି ବଡ଼ ‘ଭାରତୀୟ ବିବାହ’ ସହିତ ଜଡ଼ିତ ବଡ଼ ଆର୍ଥିକ ବିପଦକୁ ଦୃଷ୍ଟିରେ ରଖି ନିକଟରେ ବିବାହ ବୀମା (Wedding Insurance) ଗ୍ରହଣ…
ଗୌରବ ଆଣିଲା ଓଡ଼ିଶା: ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମିଳିଲା ଗୋଲ୍ଡ ମେଡାଲ
ଭୁବନେଶ୍ୱର,୨୭ା୧୧: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛି ଏବଂ ଗୋଲ୍ଡ ମେଡାଲ୍ ହାସଲ କରିଛି। ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (ITPO) ତରଫରୁ ଏହି ପୁରସ୍କାର ଆଜି ପ୍ରଦାନ…
୭ ଦିନରେ ବଦଳିଯିବ ଆପଣଙ୍କ କ୍ରେଡିଟ୍ ସ୍କୋର, ଗ୍ରାହକଙ୍କ ପାଇଁ ବଡ଼ ଖବର ଦେଲା RBI
ମୁମ୍ବାଇ,୨୭ା୧୧: ଋଣ ନେଉଥିବା ଲୋକଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଯୋଜନା କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI)। ଏପ୍ରିଲ୍ ୨୦୨୬ ଠାରୁ ଗ୍ରାହକଙ୍କ କ୍ରେଡିଟ୍ ସ୍କୋର ମାସକୁ ଦୁଇଥର ବଦଳରେ ପ୍ରତି ୭ ଦିନରେ ଥରେ ଅପଡେଟ୍…
ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି
ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ ରହି…
ପୁଣି ଥରିଲା ଓଡ଼ିଶା; ଆସନ୍ତା ୨ ଦିନ ଘନ କୁହୁଡ଼ି ଆଶଙ୍କା, ଏସବୁ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୨୭ା୧୧: ରାଜ୍ୟରେ ପୁଣିଥରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତା…
ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଧାୟକମାନଙ୍କୁ ଦେଲେ ଏପରି ପରାମର୍ଶ
ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ବିଭିନ୍ନ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଥିଲେ ମଧ୍ୟ…
Archives


