Home Middle

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ମିଲରମାନଙ୍କ ଦୀର୍ଘଦିନର ଦାବିକୁ ବିଚାରକୁ ନେଇ ରାଜ୍ୟ ସରକାର ଚାଉଳ ମିଲିଂ ଖର୍ଚ୍ଚକୁ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ ‘ଅଏଲ ଇଣ୍ଡିଆ ଲିମିଟେଡ’ (OIL) କୁ ଆଣ୍ଡାମାନ ସମୁଦ୍ରର ଗଭୀର ଜଳଭାଗରେ ପ୍ରାକୃତିକ…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ ଉପରେ ବିଚାର କରୁଛି। ମଲହୋତ୍ରା କହିଛନ୍ତି ଯେ ଏହି ପ୍ରସ୍ତାବ ବର୍ତ୍ତମାନ ପ୍ରାରମ୍ଭିକ…

ଦେଶରେ ବନ୍ଦ ହୋଇଯିବ ATM? ଆଉ ମିଳିବନି କ୍ୟାଶ୍‌!

ନୂଆଦିଲ୍ଲୀ,୫।୬: ଆମକୁ ଯେତେବେଳେ ବି କ୍ୟାଶ (ନଗଦ ଟଙ୍କା) ର ଆବଶ୍ୟକତା ପଡ଼ିଥାଏ, ଆମେ ଏଟିଏମ (ATM) ଯାଇ ତୁରନ୍ତ ବାହାର କରିନେଇଥାଉ। କିନ୍ତୁ ଏବେ ସମସ୍ୟା ଏହା ଆସୁଛି ଯେ ଲୋକଙ୍କୁ ପୂର୍ୱଭଳି କ୍ୟାଶ ମିଳିପାରୁନାହିଁ। ଦେଶର ଏଟିଏମ ଗୁଡ଼ିକ…

ଟ୍ରମ୍ପଙ୍କୁ ଚେତାବନୀ ଦେଲେ ପୁଟିନ୍‌, କହିଲେ ଭାରତ ଉପରେ ଚାପ ପକାଇଲେ…

ମସ୍କୋ,୫।୬: ଋଷିଆ ଭାରତକୁ ଖୋଲାଖୋଲି ଭାବେ ସମର୍ଥନ କରିଛି। ଭାରତର ବୈଦେଶିକ ନୀତି ଏବଂ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ଋଷ ରାଷ୍ଟ୍ରପତି ବ୍ଲାଦିମିର ପୁଟିନ। ସେ…

ଚାକିରି ଆଶାୟୀଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଏଣିକି ଅଧିକ ଯୋଗ୍ୟତା ଥିବା ପ୍ରାର୍ଥୀ…

ନୂଆଦିଲ୍ଲୀ,୫।୬: ଉଚ୍ଚ ଶିକ୍ଷାଗତ ଯୋଗ୍ୟତା ଥିବା କୌଣସି ବ୍ୟକ୍ତିଙ୍କୁ ସେହି ଚାକିରି ପାଇଁ ଚୟନ କରାଯାଇପାରିବ ନାହିଁ, ଯାହା ସ୍ପଷ୍ଟ ଭାବେ କମ୍‌ ଯୋଗ୍ୟତା ବିଶିଷ୍ଟ ପ୍ରାର୍ଥୀଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଅଦାଲତ କହିଛନ୍ତି ଯେ ଯଦି…

ଖରାଛୁଟି ବଢ଼ିବା ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ସୂଚନା, କହିଲେ ରାଜ୍ୟରେ…

ଭୁବନେଶ୍ୱର,୫ା୬: ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ପ୍ରକାଶ ଥାଉକି, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ…

ଭାଜପାକୁ ବାଏ ବାଏ କହିଲେ କେ. ଆନ୍ନାମଲାଇ: ଏବେ କରିବେ ଏହି କାମ

ଚେନ୍ନାଇ,୫।୬: ତାମିଲନାଡୁରେ ଭାଜପାକୁ ଏକ ବଡ଼ ଝଟକା ଲାଗିଛି। ତାମିଲନାଡୁର ପୂର୍ବତନ ଭାଜପା ସଭାପତି କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେଇଛନ୍ତି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ରାଜ୍ୟ ବିଧାନସଭା ନିର୍ବାଚନ ସମୟରେ ଅଣଦେଖା…

ବଢ଼ିବନି ହୋମ କିମ୍ବା କାର୍‌ ଲୋନ୍‌ EMI; ଆରବିଆଇର ବଡ଼ ନିଷ୍ପତ୍ତି: ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

ନୂଆଦିଲ୍ଲୀ,୫।୬: ରିଜର୍ଭ ବ୍ୟାଙ୍କ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ନେତୃତ୍ୱରେ ତିନି ଦିନ ଧରି ଚାଲିଥିବା ମନିଟାରୀ ପଲିସି କମିଟି (MPC) ବୈଠକ ପରେ ରେପୋ ରେଟ୍‌ ଉପରେ ବଡ଼ ନିଷ୍ପତ୍ତି ଆସିଯାଇଛି। ଆରବିଆଇ ସୁଧ ହାରରେ କୌଣସି ପରିବର୍ତ୍ତନ କରିନାହିଁ ଏବଂ…

ଭାରତକୁ ଧୋକା ଦେଲେ ପୁଟିନ! ପାକିସ୍ତାନକୁ ପ୍ରଶଂସାରେ ପୋତି ପକାଇ କହିଲେ…

ନୂଆଦିଲ୍ଲୀ,୫।୬: ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହିତ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ପାକିସ୍ତାନ ସହିତ ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ପାକିସ୍ତାନକୁ ଏକ ପ୍ରମୁଖ ଦେଶ ଭାବରେ ବର୍ଣ୍ଣନା କରି ସେ…

ଆସିଲା ସାଂଘାତିକ ରିପୋର୍ଟ: ଏହି କାରଣରୁ ୧୫ ଲକ୍ଷ ଶିଶୁଙ୍କ ଘଟୁଛି ମୃତ୍ୟୁ

ଜେନେଭା, ୫ା୬:ଅପମିଶ୍ରିତ ଏବଂ ଦୂଷିତ ଖାଦ୍ୟ ଗ୍ରହଣ କରିବା ଦ୍ୱାରା ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ଏହି ସାଙ୍ଘାତିକ ସ୍ଥିତିରେ କୋମଳମତି ଶିଶୁମାନେ ସବୁଠାରୁ ଅଧିକ ଶିକାର ହେଉଛନ୍ତି ବୋଲି ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ…

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?