Home Middle

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି। ଅନେକ ଲୋକଙ୍କୁ ଗିରଫ କରାଯାଇଛି। ଦକ୍ଷିଣ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ…

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର ୮୮ଟି ଲୋକ ସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ଆଜି ଦ୍ୱିତୀୟ ପର୍ଯ୍ୟାୟରେ କେରଳର…

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମମତା ବାନାର୍ଜୀ ସରକାର ଉପରେ ଜୋରଦାର ଆକ୍ରମଣ କରି କହିଛନ୍ତି,…

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ମମତା ବାନାର୍ଜୀ ସରକାର ଉପରେ ଜୋରଦାର ଆକ୍ରମଣ କରି…

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ କରାଇବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। VVPAT ସ୍ଲିପ୍‌…

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି ସମୟରେ ବାଣ ପଡ଼ି ଏକ ଘର ଜଳିଯିବା ସହ ଘରେ ଥିବା ୬ ଜଣ…

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ ହାଇକୋର୍ଟଙ୍କୁ କହିଛି ଯେ ଯଦି ମେସେଜ୍ ଏନକ୍ରିପସନ୍ ଭାଙ୍ଗିବାକୁ ବାଧ୍ୟ ହୁଏ ତେବେ ଭାରତରେ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ କ୍ଷେତ୍ର…

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି ଯଦି ୨୦୧୯ ନିର୍ବାଚନରେ ଦଳ ରାଜ୍ୟରେ ୩୪ ପ୍ରତିଶତ ଭୋଟ୍ ପାଇପାରିଥିଲା, ତେବେ ୨୦୨୪ରେ…

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ କରିବ। ଯାହା ଆଇଟି କ୍ଷେତ୍ରର ବ୍ୟାପକ ଧାରାଠୁ ଆଗକୁ ଯାଇ ଏହି ପଦକ୍ଷେପ ନେଇଛି…

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୫୫ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri