Home Middle

ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ ପୁଷ୍ପମାଲ୍ୟ…

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ

ନୂଆଦିଲ୍ଲୀ, ୨୯।୬: ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା ଯୋଜନା…

ହରିୟାଣାରେ କିଏ ହେବ ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ଅମିତ ଶାହା

ଚଣ୍ଡିଗଡ଼,୨୯ା୬: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ହରିୟାଣାର ମୁଖ୍ୟମନ୍ତ୍ରୀ କିଏ ହେବ ଖୋଲି କହି ଦେଇଛନ୍ତି। ଶାହା କହିଛନ୍ତି, ମୁଖ୍ୟମନ୍ତ୍ରୀ ନୟାବ ସିଂ…

ସପ୍ତାହକ ମଧ୍ୟରେ ଇରାନରେ ପୁଣି ହେବ ରାଷ୍ଟ୍ରପତି ନିର୍ବାଚନ

ତେହରାନ,୨୯ା୬: ସପ୍ତାହକ ମଧ୍ୟରେ ପୁନର୍ବାର ଇରାନରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଲୋକମାନେ ଜୁଲାଇ ୫ରେ ପୁଣି ଭୋଟ୍‌ ଦେବେ। ଶୁକ୍ରବାର ଇରାନରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ୪ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍‌ ପାଇନାହାନ୍ତି। ଏହି କାରଣରୁ,…

T20 World Cup: ଫାଇନାଲରେ ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବ୍ୟାଟିଂ

ନୂଆଦିଲ୍ଲୀ,୨୯।୬: ଟି୨୦ ବିଶ୍ୱକପ ଫାଇନାଲ୍ ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ କିସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଉଭୟେ…

ହନି ଟ୍ରାପ୍‌ରେ ଫସାଇ ଲୁଟୁଛନ୍ତି ରେଷ୍ଟୁରାଣ୍ଟ; ସ୍ନାକ୍ସ, କେକ୍‌, ଥଣ୍ଡା ପିଇ ଯୁବକ ଗଣିଲେ ୧.୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୨୯।୬: ହନି ଟ୍ରାପ୍‌ରେ ପଡ଼ି କାଙ୍ଗାଳ ହେଲେ ଯୁବକ। ଡେଟିଂ ଆପ୍‌ରେ ସୁନ୍ଦରୀ ଯୁବତୀଙ୍କୁ ପସନ୍ଦ କରି ଠକାମିର ଶିକାର ହେଲେ ସିଭିଲ ସର୍ଭିସ ଆଶାୟୀ। କିଛି ବୁଝିବା ଆଗରୁ ରେଷ୍ଟୁରାଣ୍ଟ ବିଲ୍ ହୋଇଗଲା ୧.୨ ଲକ୍ଷ ଟଙ୍କା। ଘଟଣା ମୁତାବକ…

ଜାଣନ୍ତୁ କାହା ଭୁଲ୍‌ ଯୋଗୁ ମହାକାଶରେ ଫସିଛନ୍ତି ସୁନୀତା, ଫେରିବା ନେଇ କହିଲେ…

ଓ୍ବାଶିଂଟନ,୨୯ା୬: ବୋଇଂର ଷ୍ଟାର୍‌ଲାଇନର ମହାକାଶଯାନରେ ସ୍ପେସ୍ ଷ୍ଟେଶନରେ ପହଞ୍ଚିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ହୁଏତ ମହାକାଶରେ ଦୀର୍ଘଦିନ ରହିବାକୁ ପଡ଼ିପାରେ। ପୂର୍ବରୁ ଏହି ମିଶନ କିଛି ଦିନ ପାଇଁ ଥିଲା। କିନ୍ତୁ ନାସା କମର୍ସିଆଲ କ୍ରୁ…

ଭାଜପାର ଟେନ୍‌ସନ୍‌ ବଢ଼ାଇଲା ଜେଡିୟୁ, କେନ୍ଦ୍ର ସରକାରଙ୍କ ଆଗରେ ରଖିଦେଲା ଏହି ବଡ଼ ଦାବି

ପାଟନା,୨୯ା୬: ଦିଲ୍ଲୀରେ ଅନୁଷ୍ଠିତ ଜନତା ଦଳ ୟୁନାଇଟେଡ୍‌(ଜେଡିୟୁ)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସଭା ଏମ୍‌ପି ସଞ୍ଜୟ କୁମାର ଝା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି। ସଞ୍ଜୟ ପୂର୍ବରୁ ମଧ୍ୟ ଦଳର ଅଧ୍ୟକ୍ଷ ଥିଲେ। ରାଜଧାନୀରେ ହୋଇଥିବା ବୈଠକରେ ଖୋଦ୍‌ ପାର୍ଟିର…

ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାଛଡ଼ା ତାଙ୍କୁ ସାଧାରଣ ପ୍ରଶାସନିକ ବିଭାଗର ସଚିବ ଦାୟିତ୍ୱ ମଧ୍ୟ ମିଳିଛି।…

ଏଣିକି କାମରେ ଖିଲାପ କଲେ ସରକାରୀ କର୍ମଚାରୀଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର, କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୬:ଏଣିକି ସରକାରୀ ଅଫିସରେ କାମ ଠିକ୍‌ ଭାବରେ ନ କଲେ ସମୟ ପୂର୍ବରୁ ସେବାନିବୃତ କରାଯିବ। ଏନେଇ ଏକ ନିର୍ଦ୍ଦେଶାନାମା ଜାରି କରିଛି କେନ୍ଦ୍ର। କର୍ମଚାରୀ ଏବଂ ତାଲିମ ବିଭାଗ (DoPT) ସଂପୃକ୍ତ ମନ୍ତ୍ରଣାଳୟକୁ କର୍ମଚାରୀଙ୍କ ସାମୟିକ ସମୀକ୍ଷା କରିବା ପାଇଁ…

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ଏହି ନାଁ

ଭୁବନେଶ୍ୱର,୨୯।୬: ଲକ୍ଷ୍ମୀ ବସ୍‌ ନାଁକୁ ନେଇ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ।…

କଳ୍‌କୀ ପାର୍ଟ-୨’ରେ ଆସିବ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଚକ୍ରର ଝଡ଼…

ନୂଆଦିଲ୍ଲୀ,୨୯।୬: ବଡ଼ ପରଦାରେ ଦର୍ଶକଙ୍କ ମନ ଜିଣୁଛି ରିବେଲ ଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷିତ ସିନେମା ‘କଳକୀ ୨୮୯୮ ଏଡି’। ମହାଭାରତ ଯୁଦ୍ଧର ଶେଷ ମୁହୂର୍ତ୍ତରୁ ଆରମ୍ଭ ହୋଇଛି ସିନେମାର କାହାଣୀ।। ଯେତେବେଳେ ଭଗବାନ କୃଷ୍ଣ ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ପୁତ୍ର ଅଶ୍ୱଥମାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri