ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା
ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ଅନୁଷ୍ଠିତ ପରୀକ୍ଷା ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ…
ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡ଼ିଶା ଭାଜପା…
ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା ହୋଇସାରିଛି।…
ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!
ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ ଭାଜପା…
ଆଜିଠୁ ଖରାଛୁଟି
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ,…
‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’
ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ ବର୍ଷମାନଙ୍କରେ…
ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର କଟକ…
ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…
ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ ଦେଖାଯାଇଛି। ତେବେ ଆଜି ସୋନପୁରରୁ ପ୍ରଚାର ଆରମ୍ଭ କରିବେ ଶାହ। ସୋନପୁର ରାମେଶ୍ୱରମ ଷ୍ଟାଡିୟମରେ…
ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ କଂଗ୍ରେସ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି।…
ଆସିବ ସ୍ବତନ୍ତ୍ର ଯୁବ ବଜେଟ
ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ ହେବ ଯୁବଶକ୍ତି ପାଇଁ ସୁବର୍ଣ୍ଣ ଯୁଗ। ଯୁବ ବଜେଟରେ ଶିଳ୍ପ, ପୁଞ୍ଜି ବିନିଯୋଗ, ନିଯୁକ୍ତି…
ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି କହିଛନ୍ତି ଯେ ଦଳ ଏହାକୁ ସାରା ଦେଶରେ ନକଲ କରିବାକୁ ଯୋଜନା କରିଛି। ମଧ୍ୟପ୍ରଦେଶର…
ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ
ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ଏକ ଦୁନିଆରେ ରହିପାରେ। ପୁର୍ବରୁ ଅନେକ ଗୁରଗତ୍ତ୍ୱପୁର୍ଣ୍ଣ ଜିନିଷ ନୋକେ ବ୍ୟବହାର କରୁଛନ୍ତି ଯାହାକୁ…
Archives


