ସୁର ପରିବାର ରାଜନୀତିରେ ନୂଆ ଟ୍ବିଷ୍ଟ: ବାପାଙ୍କ ହାତ ଛାଡିଲେ ସିଦ୍ଧାର୍ଥ
ଭୁବନେଶ୍ୱର,୩୦।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରରେ ପୁଣି ଟ୍ବିଷ୍ଟ ଆସିଛି। ବୁଧବାର ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ ଇସ୍ତଫା ଦେଇଛନ୍ତି। ଯାହାକୁ ନେଇ…
ମନୋହର ଖଟ୍ଟର-ଶିବରାଜ-ବୋମ୍ମାଇ ଭାଜପାର ୬ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ୍, ଜାଣନ୍ତୁ କିଏ ସବୁଠାରୁ ଅଧିକ ଧନୀ
ନୂଆଦିଲ୍ଲୀ,୩୦।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା ହୋଇ ସାରିଛି। ୭ଟି ପର୍ଯ୍ୟାୟ ଦେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟରୟରେ ଭୋଟିଂ ଏପ୍ରିଲ ୧୯ରେ ହେବାକୁ ଯାଉଛି। ଭାଜପା ନେତୃତ୍ୱାଧିନ ମେଣ୍ଟ ଏନଡିଏ ୪୦୦ ପାର୍ର ନାରା ଦେଇ…
ଦଳ ଛାଡ଼ୁଛନ୍ତି ନେତା, ଟିକେଟ୍ ଘୋଷଣା କରିପାରୁନି କଂଗ୍ରେସ
ଭୁବନେଶ୍ୱର,୩୦।୩: ନିର୍ବାଚନ ପାଖେଇ ଆସୁଥିବାବେଳେ ଟିକେଟ୍ ଘୋଷଣା କରିପାରୁନି କଂଗ୍ରେସ। ଏପଟେ ଦଳ ଛାଡ଼ୁଛନ୍ତି ନେତାଏ। ନିଜ ଅସ୍ତିତ୍ୱ ପାଇଁ ରାଜ୍ୟରେ ଲଢେଇ କରୁଥିବା କଂଗ୍ରେସ ଏବେ ଅନ୍ତକନ୍ଦଳରେ ଜୁଝୁଛି। ତେବେ ଦଳ ନିଜ ସ୍ଥିତିକୁ ସୁଧାରିବ ନା ପ୍ରାର୍ଥୀ ଘୋଷଣା…
ବିଜେଡି ଛାଡ଼ିବା ପରେ କ୍ଷୋଭ ପ୍ରକାଶ କଲେ ଅନୁଭବ, ଲେଖିଲେ ଏମିତି…
କଟକ,୩୦ା୩: ଜଣଙ୍କ ପରେ ଜଣେ ସିନେ ଷ୍ଟାର ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପୂର୍ବରୁ ଷ୍ଟାଇଲଶ୍ ହିରୋ ଅରିନ୍ଦମ ରାୟ ବିଜେଡି ଛାଡ଼ିଥିବା ବେଳେ ଦୁଇଦିନ ତଳେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ଆଜି ଅର୍ଥାତ୍ ଶନିବାର…
Election2024: Exit Poll ଉପରେ ଲାଗିଲା ରୋକ୍
ନୂଆଦିଲ୍ଲୀ,୩୦।୩: ପାଖେଇ ଆସିଲାଣି ଲୋକ ସଭା ନିର୍ବାଚନ। ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟିଂ। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସମସ୍ତ ରାଜନୈତିକ ଦଳ ପ୍ରଚାରପ୍ରସାରରେ ଲାଗିପଡିଛନ୍ତି। ଏହାରି ଭିତରେ ଏଗଜିଟ୍ ପୋଲ ଉପରେ ଲାଗିଛି ରୋକ୍। ଏଣିକି ଆଉ…
ରାଜ୍ୟ ଭାଜପା କାର୍ଯ୍ୟାଳୟରେ ହଟ୍ଟଗୋଳ: ଅପରାଜିତାଙ୍କୁ ବିରୋଧ, ପ୍ରଶାନ୍ତଙ୍କ ବଡ଼ ବୟାନ
ଭୁବନେଶ୍ୱର,୩୦।୩: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ହାଇଡ୍ରାମା । ଦଳୀୟ କର୍ମୀଙ୍କ ମଧ୍ୟରେ ହଟ୍ଟଗୋଳ। । ଖୋର୍ଦ୍ଧା ଭାଜପା ନେତା କାଳୁ ଖଣ୍ଡାୟତ ରାୟଙ୍କ ବିରୋଧ ପ୍ରଦର୍ଶନ । ଜୟ ଶ୍ରୀରାମ ନାରା ଦେଇ କାଳୁଙ୍କ ସମର୍ଥକ ପାର୍ଟି ଅଫିସରେ ହୋହଲ୍ଲା କରିଛନ୍ତି…
ବିଜେଡିକୁ ଶକ୍ତ ଝଟକା, ଦଳ ଛାଡିଦେଲେ ସବୁ ସିନେ ଷ୍ଟାର୍
ଭୁବନେଶ୍ୱର,୩୦।୩: ଓଡ଼ିଆ ସିନେ ଜଗତର ୪ ହିରୋ ବିଜେଡି ଛାଡି ଦେଇଛନ୍ତି। ସେମାନେ ହେଲେ ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶ ଦାସ ନାୟକ ଓ ଅରିନ୍ଦମ ରାୟ। ଏମାନଙ୍କ ମଧ୍ୟରୁ ଦୁଇ ଜଣ ଭାଜପାରେ ଯୋଗ ଦେଇ ସାରିଥିବା ବେଳେ…
ମନ୍ମଥଙ୍କ ପାଇଁ ବଡ଼ ସୁଯୋଗ, ଗେମ୍ ଖେଳିବେ ଅପରାଜିତା
ଭୁବନେଶ୍ୱର,୩୦।୩: ବିଜେଡିର ସଂସଦୀୟ କ୍ଷେତ୍ର ପାଇଁ ନୂଆ ଷ୍ଟ୍ରାଟେଜି ଏବେ ସମସ୍ତଙ୍କୁ ତାଜୁବ କରିଛି। କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ବିଜେଡିରେ ଯୋଗଦେବାର କେଇ ଘଣ୍ଟା ମଧ୍ୟରେ ତାଙ୍କୁ ଭୁବନେଶ୍ବର ଲୋକ ସଭା ଆସନରେ ପ୍ରାର୍ଥୀ କରିଛି…
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ
ଭୁବନେଶ୍ବର,୩୦।୩: ସିନେ ତାରକାମାନେ ବିଜେଡି ଛାଡିବାରେ ଲାଗିଛନ୍ତି। ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକଙ୍କ ପରେ ଏବେ ଅଭିନେତା ତଥା କେନ୍ଦ୍ରାପଡା ଏମ୍ପି ଅନୁଭବ ମହାନ୍ତି ମଧ୍ୟ ବିଜେଡି ଛାଡିଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ…
ଘର ଛାଡିବା ପରେ ଦ୍ୱିତୀୟ ଥର ପାଇଁ ପିତାଙ୍କୁ ଭେଟିବାକୁ ଆସିବେ ରାଜକୁମାର ହ୍ୟାରି
ଲଣ୍ଡନ,୩୦।୩: ବ୍ରିଟିଶ ରାଜ ପରିବାରର ସଦସ୍ୟଙ୍କ ସ୍ବାସ୍ଥ୍ୟ ଭଲ ନାହିଁ। ରାଜକୁମାରୀ କେଟ ମିଡଲେଟନ କହିଛନ୍ତି ଯେ ତାଙ୍କର କର୍କଟ ରୋଗ ହୋଇଥିବାବେଳେ ପ୍ରିନ୍ସ ଚାଲର୍ସ ମଧ୍ୟ କର୍କଟ ରୋଗ ସହ ଲଢୁଛନ୍ତି। ଏହି ସମୟରେ, ଖବର ଆସିଛି ଯେ ପ୍ରିନ୍ସ…
ସକାଳେ ଛାଡିଥିଲେ ବିଜେଡି, ଏବେ ଭାଜପାରେ ସାମିଲ
ଭୁବନେଶ୍ୱର,୩୦।୩: ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ସମୟରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଭାଜପା ନେତ୍ରୀ ଅପରାଜିତା…
ବିଜେଡି ଛାଡ଼ିଲେ ଅଭିନେତା ଆକାଶ ଦାସ ନାୟକ, ଧରିବେ ପଦ୍ମ!
ଭୁବନେଶ୍ୱର,୩୦।୩: ବିଜେଡିକୁ ବାଏ ବାଏ କହିଲେ ଓଡ଼ିଆ ଅଭିନେତା ତଥା ପୂର୍ବତନ ବିଜେଡ଼ି ନେତା ଆକାଶ ଦାସନାୟକ। ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ବର୍ତ୍ତମାନ ଦଳ ଡିଆଁ ପର୍ବ ଚାଲିଛି। ଇତିମଧ୍ୟରେ ବିଜେଡି ଛାଡ଼ିଛନ୍ତି ଆକାଶ ଦାସନାୟକ। ଯାଜପୁର ଜିଲାର…
Archives


