ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ
ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ ଶ୍ରୀନଗର…
ମୋଦି-ବିଲ୍ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍ ସେବା
ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍ ଗେଟ୍ସଙ୍କୁ କହିଛନ୍ତି, ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। ଏଆଇଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ…
ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା
କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ତେବେ ଏହି ଦୁଇ ନେତା ଯୋଗ ଦେବା ପରେ ଭାଜପାକୁ…
ଇପିଏଫ୍ଓରେ ଇ-କେୱାଇସି ବାଧ୍ୟତାମୂଳକ
ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଆକାଉଣ୍ଟଧାରୀଙ୍କୁ ଅନ୍ଲାଇନ ଠକେଇରୁ ରକ୍ଷା କରିବା ପାଇଁ କଓ୍ବୋଇସିକୁ ବାଧ୍ୟତାମୂଳକ କରାଯାଇଛି। ତେବେ…
ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ ଲବି…
ପିଏଚ୍.ଡି. ପାଇଁ ଏନ୍ଇଟି ସ୍କୋର
ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍ଇଟି ସ୍କୋର୍ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍.ଡି. ନାମଲେଖା…
ଭାଜପା ଛାଡ଼ିଲେ ପ୍ରକାଶ ବେହେରା
ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା ସଭାପତି…
‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’
ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରେ…
ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ
ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍ଓ) ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହ୍ୟୁମାନ୍ ଡେଭେଲପ୍ମେଣ୍ଟ (ଆଇଏଚ୍ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ସଂଗଠନର ଇଣ୍ଡିଆ ଅନ୍ଏମ୍ପ୍ଲଏମେଣ୍ଟ ରିପୋର୍ଟ, ୨୦୨୪ ଅନୁଯାୟୀ ଦେଶର ବେରୋଜଗାରି ଶ୍ରମଶକ୍ତିର…
ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି
ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା ଓକିଲ…
ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ଜେଲରୁ ହସ୍ପିଟାଲ ସ୍ଥାନାନ୍ତର…
ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ। ବିଜେଡି…
Archives


