ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା
ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରି କହିଛନ୍ତି ଯେ, ସେମାନେ (ଚାଇନା) ମହାକାଶରେ ଏକ ଗୁପ୍ତ ସାମରିକ କାର୍ଯ୍ୟକ୍ରମ ଚଳାଉଛନ୍ତି,…
ପାଣି ବୋତଲ ପାଇଁ ନୂଆ ନିୟମ ଆଣିବେ କେନ୍ଦ୍ର ସରକାର
ଭୁବନେଶ୍ୱର,୨୨ା୪((ଅନୁରାଧା ମହାରଣା): ବଜାରରେ ବିକ୍ରି ହେଉଥିବା ପାଣି ବୋତଲକୁ ନେଇ ନୂଆ ନିୟମ ଲାଗୁ ହେବାକୁ ଯାଉଛି। କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟ ଏନେଇ ଯୋଜନା ପ୍ରସ୍ତୁତ କରିଛି। ଏଣିକି ପାଣି ବୋତଲ କମ୍ପାନୀଗୁଡ଼ିକୁ ବ୍ୟୁରୋ ଅଫ୍ ଇଣ୍ଡିଆନ ଷ୍ଟାଣ୍ଡାର୍ଡ…
ସ୍ବାସ୍ଥ୍ୟ ବୀମା ପାଇଁ ଆସିଲା ନୂଆ ନିୟମ: ଏଣିକି…
ନୂଆଦିଲ୍ଲୀ,୨୨ା୪:ସ୍ବାସ୍ଥ୍ୟ ବୀମା କ୍ରୟ କ୍ଷେତ୍ରରେ ପୂର୍ବରୁ ରହିଆସିଥିବା ସର୍ବୋଚ୍ଚ ବୟସ ସୀମା ୬୫ ବର୍ଷକୁ ଇନ୍ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ୍ ଡେଭେଲପ୍ମେଣ୍ଟ ଅଥରିଟି ଅଫ୍ ଇଣ୍ଡିଆ (ଆଇଆର୍ଡିଏଆଇ) ପକ୍ଷରୁ ହଟାଇ ଦିଆଯାଇଛି। ଫଳରେ ଏଣିକି ଜଣେ ବ୍ୟକ୍ତି ୬୫ ବର୍ଷ ବୟସରେ ମଧ୍ୟ…
ଭ୍ରଷ୍ଟାଚାରୀ ବଡ଼ ପଦାଧିକାରୀ: ଇଣ୍ଡିଆ
ରାଞ୍ଚତ୍,୨୨ା୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ନୀତି ବିରୋଧରେ କହୁଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଓ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ମିଥ୍ୟା ଅଭିଯୋଗରେ ସେ ଜେଲରେ ପୂରାଇଛନ୍ତି। ପ୍ରଧାନମନ୍ତ୍ରୀ ଯେତେବେଳେ ଦୁର୍ନୀତି ବିରୋଧରେ କୁହନ୍ତି, ମନେହୁଏ ସତେଯେମିତି ଓସାମା ବିନ୍…
ମୋଦି କହିଲେ ଯାହାର ଅଧିକ ସନ୍ତାନ, ତାଙ୍କୁ ଅଧିକ ଅଧିକାର ଦେବ କଂଗ୍ରେସ, ପ୍ରତିକ୍ରିୟା ରଖିଲେ ପଓ୍ବନ ଖେଡା
ନୂଆଦିଲ୍ଲୀ,୨୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଂଗ୍ରେସ ଦଳକୁ ଆଦିବାସୀଙ୍କ କଲ୍ୟାଣକୁ ଅଣଦେଖା କରିଥିବା ଅଭିଯୋଗ କରିଛନ୍ତି। ରାଜସ୍ଥାନର ବାନସୱାରାରେ କଂଗ୍ରେସକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, କଂଗ୍ରେସ ସହରାଞ୍ଚଳ ନକ୍ସଲମାନଙ୍କ କବଳରେ ଅଛି। କଂଗ୍ରେସର ମନିଫେଷ୍ଟୋ ହେଉଛି ମାଓବାଦକୁ…
ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା
ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ ତାପମାତ୍ରା…
ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।…
୫ ବର୍ଷରେ ଅମିତ ଶାହାଙ୍କର ଦୁଇଗୁଣା ହେଲା ସମ୍ପତ୍ତି
ନୁଆଦିଲ୍ଲୀ,୨୧।୪: କେନ୍ଦ୍ର ଗୃହମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଅମିତ ଶାହା ଏପ୍ରିଲ ୧୯ ରେ ଗାନ୍ଧିନଗର ଲୋକ ସଭା ର୍ନିବାଚନମଣ୍ଡଳୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଅମିତ ଶାହା ଦାଖଲ କରିଥିବା ଆପିଡେଭିଡ୍…
ଯେଉଁମାନେ ନିର୍ବାଚନରେ ଜିତିପାରିବେ ନାହିଁ, ସେମାନଙ୍କୁ ରାଜ୍ୟ ସଭା ମାଧ୍ୟମରେ ଜିତାଇ ଦିଆଯାଉଛି: ମୋଦିି
ନୂଆଦିଲ୍ଲୀ,୨୧।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ସମାପ୍ତ ହେବା ପରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। ଭାଜପାର ଷ୍ଟାର ପ୍ରଚାରକ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଜସ୍ଥାନର ଜାଲୋରରେ ପହଞ୍ଚିଛନ୍ତି। ଏଠାରେ ସମ୍ବୋଧିତ…
୨୫ରେ ଓଡ଼ିଶା ଆସିବେ ଶାହା
ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବେ। ଏନେଇ ସୂଚନା ଦେଇଛନ୍ତି ଭାଜପାର ଉପସଭାପତି ଗୋଲକ ମହାପାତ୍ର। ୨୫ ତାରିଖ ଅପରାହ୍ନରେ ଶାହା ସୋନପୁରରେ ପହଞ୍ଚି ଏକ ସମାବେଶରେ ସମ୍ବୋଧନ ଦେବେ। ପରେ ଭୁବନେଶ୍ୱରରେ…
ଏପ୍ରିଲ ୨୫ରୁ ରାଜ୍ୟରେ ଖରାଛୁଟି
ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର…
ବିଶ୍ୱ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ କରୁଛି ଭାରତ: ମୋଦି
ନୂଆଦିଲ୍ଲୀ,୨୧ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି, ବିଶ୍ୱ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ତଥା ଏହାର ସାଂସ୍କୃତିକ ଭାବମୂର୍ତ୍ତି ମଧ୍ୟ ଭାରତ ସତ୍ୟ ଏବଂ ଅହିଂସା ମନ୍ତ୍ର ଉପସ୍ଥାପନ କରୁଛି। ପ୍ରଭୁ ମହାବୀରଙ୍କ ୨୫୫୦ ତମ ନିର୍ବାଣ ମହୋତ୍ସବ ଅବସରରେ…
Archives


