ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍
ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ…
ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୨୪ା୬: ସୋମବାର ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବା ପରେ କାଚଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍ପିମାଙ୍କ ଶପଥପାଠ କରାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ମାତୃଭାଷା ଓଡ଼ିଆରେ ଆଜି ଶପଥ ନେଇଛନ୍ତି। ସେହିପରି ଏମ୍ପି ଜୁଏଲ ଓରାମ ମଧ୍ୟ ଓଡ଼ିଆରେ ଶପଥ…
୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଗତ ଦିନରେ ଅନେକ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…
ଧର୍ମେନ୍ଦ୍ର ଶପଥ ନେଲା ବେଳେ NEET-NEET ନାରା ଦେଲେ ବିରୋଧୀ, ଜାଣନ୍ତୁ ତା’ ପରେ କ’ଣ ହେଲା…
ନୂଆଦିଲ୍ଲୀ,୨୪।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଉତ୍ତେଜନା ମଧ୍ୟରେ ଲୋକ ସଭା ଅଧିବେଶନରେ ମଧ୍ୟ ଏହି ପ୍ରସଙ୍ଗର ତାତି ଦେଖିବାକୁ ମିଳିଛି। ସୋମବାର ଦିନ ୧୮ ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ମୋଦିଙ୍କ ଆକ୍ରମଣାତ୍ମକ ଢଙ୍ଗ, କହିଲେ ଏମରଜେନ୍ସିକୁ ୫୦ ବର୍ଷ, ଲୋକ ସଭାର ପ୍ରଥମ ଅଧିବେଶନ ପୂର୍ବରୁ…
ନୂଆଦିଲ୍ଲୀ,୨୪।୬: ସୋମବାର ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଅନୁଷ୍ଠିତ ହୋଇଛି। ଏହି ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିବାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ସେ କହିଛନ୍ତି ଯେ ସ୍ବାଧୀନ ଭାରତ ଇତିହାସରେ ଏହା ଦ୍ୱିତୀୟ…
ସଂସଦରେ ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି
ଭୁବନେଶ୍ୱର,୨୪।୬: ସଂସଦରେ ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ…
ହଟ୍ଟଗୋଳରୁ ଆରମ୍ଭ ହେଲା ପାର୍ଲାମେଣ୍ଟର ପ୍ରଥମ ଅଧିବେଶନ, ରାହୁଲଙ୍କ ଇସ୍ତଫା ମଞ୍ଜୁର
ନୂଆଦିଲ୍ଲୀ,୨୪ା୬: ସୋମବାର ଅଷ୍ଟାଦଶ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ପ୍ରଥମରୁ ହଟ୍ଟଗୋଳ ହୋଇ ଅଧିବେଶନ ଚାଲିଛି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ସୂଚନା ଦେଇଛନ୍ତି ଯେ, ରାହୁଲ ଗାନ୍ଧୀ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇଛନ୍ତି।…
ନିଶ୍ଚିତ ଖୋଲାଯିବ ରତ୍ନଭଣ୍ଡାର: ମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଖୁବ୍ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ ପକ୍ଷରୁ ଜଣାଇ ଦିଆଯିବ ବୋଲି…
ନବୀନ ଡାକିଲେ ବଡ଼ ବୈଠକ, ପହଞ୍ଚିଲେ ନେତା
ବନେଶ଼୍ବର, ୨୪।୬: ରାଜ୍ୟସଭା ଏମ୍ପିମାନଙ୍କୁ ନେଇ ଆଜି ନବୀନ୍ ନିବାସରେ ବୈଠକ ଡକାଯାଇଛି । ବିଜୁ ଜନତା ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ବୈଠକ ଡକାଇଛନ୍ତି । ରାଜ୍ୟସଭାରେ ଦଳର ଆଭିମୁଖ୍ୟ କିପରି ରହିବ…
ବିଜେଡିର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମମାଟିକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପ୍ରଥମେ ଘଟଗାଁ ତାରିଣୀ ପୀଠକୁ ଯାଇ…
ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍ପିଙ୍କୁ ଆଜି…
ଆୟୋଜକ ୱେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା
ନୂଆଦିଲ୍ଲୀ,୨୪।୬: ଏକ ରୋମାଞ୍ଚକର ମ୍ୟାଚରେ ଆୟୋଜକ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ସୋମବାର ନର୍ଥ ସାଉଣ୍ଡର ସାର୍ ଭିଭିଆନ୍ ରିଚାର୍ଡସ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା…
Archives


