Home Middle

ଅସହାୟ ଭୋଟର

ପୂର୍ବରୁ କୁହାଯାଇଛି ଯେ, ରାଜନୀତିରେ କୌଣସି ସ୍ଥାୟୀ ଶତ୍ରୁ କିମ୍ବା ମିତ୍ର ନାହାନ୍ତି। ଏହି ଢଗର ବାସ୍ତବ ରୂପାନ୍ତର ଏବେ ଭାରତର ବିଭିନ୍ନ ସ୍ଥାନ ଓ ପରିସ୍ଥିତିରେ ଦେଖିବାକୁ ମିଳୁଛି। ସଦ୍ୟ ଦୃଷ୍ଟାନ୍ତ ଦେଖିଲେ ମହାରାଷ୍ଟ୍ର ମନକୁ ଆସେ। ନିକଟରେ ଠାଣେ…

ଲିଭ୍‌-ଇନ୍‌ ପାର୍ଟନରଙ୍କୁ ପରିବାର ପେନ୍‌ସନରେ ସାମିଲ ଆବେଦନ

ନୂଆଦିଲ୍ଲୀ,୧୨ା୧: ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଲିଭ୍‌ ଇନ୍‌ ପାର୍ଟନରଙ୍କୁ ପରିବାର ପେନ୍‌ସନରେ ସାମିଲ କରିବା ନେଇ ବିଚାର କରିବାକୁ ଦିଲ୍ଲୀ ହାଇକୋର୍ଟ ଶନିବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କର୍ମଚାରୀଙ୍କ ସହ ୪୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲିଭ୍‌-ଇନ୍‌ରେ…

ବଢିଲା ଏଲୋନ ମସ୍କଙ୍କ ସମସ୍ୟା, ଇଣ୍ଡୋନେସିଆ ପରେ Grok ଉପରେ ବ୍ୟାନ ଲଗାଇଲା ଏହି ଦେଶ

ଓ୍ବାଶିଂଟନ,୧୨।୧: ଏଲୋନ ମସ୍କଙ୍କ ଏଆଇ ଚାଟବଟ, ଗ୍ରୋକ, ବିକିନି ଇମେଜ ଟ୍ରେଣ୍ଡ ଏବେ ସମସ୍ୟାରେ ପଡ଼ିଥିବା ପରି ମନେହୁଏ। ଅନେକ ଦେଶ ଦ୍ୱାରା କଡ଼ା କାର୍ଯ୍ୟାନୁଷ୍ଠାନ ମଧ୍ୟରେ, ଏହାକୁ ଦୁଇଟି ଦେଶରେ ନିଷିଦ୍ଧ କରାଯାଇଛି। ପ୍ରଥମେ ଇଣ୍ଡୋନେସିଆ ଏହାକୁ ନିଷିଦ୍ଧ କରିଥିଲା,…

ରାଜ୍ୟରେ ପୁଣି ବଢ଼ିବ ଶୀତ: ହଠାତ୍‌ ପାଗରେ ହେବ ପରିବର୍ତ୍ତନ

ଭୁବନେଶ୍ୱର,୧୨ା୧(ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ପ୍ରବଳ ଶୀତରେ ହଠାତ୍‌ ପରିବର୍ତ୍ତନ ଆସିଛି। ଆକାଶରେ ବାଦଲ ଆଚ୍ଛାଦନ ବୃଦ୍ଧି ହେତୁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପରମୁହଁା ହୋଇଛି। ରାଜ୍ୟର କିଛି ସ୍ଥାନରେ ଶନିବାର ରାତିରେ ଝିପି ଝିପି…

ଅର୍ଥମନ୍ତ୍ରୀଙ୍କ ପ୍ରାକ୍‌ ବଜେଟ ବୈଠକ

ନୂଆଦିଲ୍ଲୀ,୧୨ା୧: ୨୦୨୬-୨୭ କେନ୍ଦ୍ରୀୟ ବଜେଟ ଆଣିବା ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଶନିବାର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନେଇ ପ୍ରାକ୍‌ ବଜେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧରୀଙ୍କ ସମେତ ମଣିପୁର ରାଜ୍ୟପାଳ,…

ବିରାଟଙ୍କୁ ଭଲ ଲାଗିଲାନି ଦର୍ଶକଙ୍କ ଏପରି ବ୍ୟବହାର, ଧୋନୀଙ୍କ ସହ ମଧ୍ୟ ହୋଇଥିଲା

ଭଦୋଦରା,୧୧।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ବିଜୟୀ ଇନିଂସ ଖେଳି ମଧ୍ୟ ଖୁସି ନାହାନ୍ତି ବିରାଟ କୋହଲି। ପଡ଼ିଆରେ ଦର୍ଶକଙ୍କ ଆଚରଣକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଷ୍ଟାର ବ୍ୟାଟର ବିରାଟ। ରୋହିତ ଶର୍ମା ଆଉଟ୍ ହେବା ପରେ…

ଜମ୍ମୁ-କଶ୍ମୀର ସୀମାରେ ମାଡ଼ିଆସିଲା ପାକିସ୍ତାନୀ ଡ୍ରୋନ୍: ହାଇଆଲର୍ଟରେ ଭାରତୀୟ ସେନା

ନୂଆଦିଲ୍ଲୀ,୧୧।୧: ଜମ୍ମୁ-କଶ୍ମୀରର ସୀମାନ୍ତ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଏକାଧିକ ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ ଦେଖାଯାଇଛି। ଏହାପରେ ଭାରତୀୟ ସେନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆନ୍ତର୍ଜାତୀୟ ସୀମା (IB) ଏବଂ ନିୟନ୍ତ୍ରଣ ରେଖା (LoC) ସଂଲଗ୍ନ ସାମ୍ବା, ରାଜୌରୀ ଏବଂ…

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୩୦୧ ରନ୍‌ର ଟାର୍ଗେଟକୁ ଭାରତ ୪୯ ଓଭରରେ ୬ ଉଇକେଟ ହରାଇ…

ଆହୁରି ବଢ଼ିବ ଶୀତର ପ୍ରକୋପ: ୩ ଦିନ ମଧ୍ୟରେ ଏସବୁ ଜିଲାରେ…

ଭୁବନେଶ୍ୱର,୧୧।୧: ଓଡ଼ିଶାରେ ପୁଣି ବଢ଼ିବ ଶୀତର ପ୍ରକୋପ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ପ୍ରାୟ ୨ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ…

ଭାରତୀୟ ନୌସେନାର ପୂର୍ବତନ ମୁଖ୍ୟଙ୍କୁ SIR ନୋଟିସ୍, ଦେଲେ ଏପରି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୧।୧: ଭାରତୀୟ ନୌସେନାର ପୂର୍ବତନ ମୁଖ୍ୟ ଆଡମିରାଲ ଅରୁଣ ପ୍ରକାଶଙ୍କୁ SIR ନୋଟିସ୍ ପଠାଇଛନ୍ତି ନିର୍ବାଚନ କମିଶନ। ଯାହାକୁ ନେଇ ବିବାଦ ଦେଖା ଦେଇଛି। ଦେଶର ସୁରକ୍ଷା ପାଇଁ ଅନେକ ବର୍ଷ ସେବା କରିବା ପରେ ଏବେ ତାଙ୍କୁ ନିଜର ନାଗରିକତ୍ବ…

ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ, ଠିଆ ହୋଇଥିବା ବେଳେ….

ବେଲପାହାଡ, ୧୧/୧(ସୁବାସ ପ୍ରଧାନ): ବର୍ତ୍ତିଗଲା ବଡ଼ ଟ୍ରେନ ଦୁର୍ଘଟଣା । ଝାରସୁଗୁଡ଼ା ଜିଲାରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ଝାରସୁଗୁଡା ଜିଲା ବେଲପାହାଡ଼ ରେଳ ଫାଟକରେ ରବିବାର ଅପରାହ୍ନ ୫ ଟା ସମୟରେ କୋଇଲା ପରିବହନ କରୁଥିବା ରେଳଗାଡି…

India vs New Zealand 1st ODI: ଭାରତ ଆଗରେ ୩୦୧ ରନ୍‌ର ଟାର୍ଗେଟ୍

ନୂଆଦିଲ୍ଲୀ,୧୧।୧: ଭଦୋଦରାର କୋଟାମ୍ବି ଷ୍ଟାଡିୟମଠାରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଆଗରେ ୩୦୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍ ଜିତି ଭାରତ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ନ୍ୟୁଜିଲାଣ୍ଡ ନିର୍ଧାରିତ ୫୦ ଓଭରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri