ଆକ୍ସନ ମୋଡ୍ରେ ପ୍ରତିରକ୍ଷା ମନ୍ତ୍ରୀ: ସେନା ମୁଖ୍ୟଙ୍କ ଦେଲେ ଏମିତି ନିର୍ଦ୍ଦେଶ
ଶ୍ରୀନଗର,୧୬।୭: ଜମ୍ମୁର ଡୋଡାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ସରକାରଙ୍କ କଡ଼ା ଆଭିମୁଖ୍ୟ ରହିଛି। ମଙ୍ଗଳବାର ଏହି ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ଫୋନରେ କଥା ହୋଇଛନ୍ତି। ଆତଙ୍କବାଦୀ…
ରୁଷିଆ ସହ ମଜଭୁତ ସମ୍ପର୍କକୁ ବ୍ୟବହାର କରି ୟୁକ୍ରେନ ଯୁଦ୍ଧକୁ ବନ୍ଦ କରିପାରିବ ଭାରତ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୭: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକା ରୁଷିଆ ସହିତ ଐତିହାସିକ ସମ୍ପର୍କ ବ୍ୟବହାର କରିବାକୁ ଭାରତକୁ ନିବେଦନ କରିଛି ଏବଂ ୟୁକ୍ରେନ ବିରୋଧରେ ଯୁଦ୍ଧ ବନ୍ଦ କରିବାକୁ ରାଷ୍ଟ୍ରପତି ପୁଟିନଙ୍କୁ କହିଛି। ଆମେରିକାର ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ମାଥ୍ୟୁ ମିଲର ଏହି…
ଦିନେ ଟ୍ରମ୍ପଙ୍କୁ ଘୃଣା କରୁଥିବା ଭାନ୍ସଙ୍କୁ ରନିଂ ମେଟ କହିଲେ ପୂର୍ବତନ ରାଷ୍ଟ୍ରପତି
ଓ୍ବାଶିଂଟନ,୧୬।୭: ଚଳିତ ବର୍ଷ ନଭେମ୍ବରରେ ଆମେରିକାରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଓହିଓ ସିନେଟର ଜେଡି ଭାନ୍ସ ମଧ୍ୟ ତାଙ୍କ ଭାଗ୍ୟ ପରୀକ୍ଷା କରିବେ। ରିପବ୍ଲିକାନ ନେତା ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେଡି ଭାନ୍ସଙ୍କୁ ତାଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ…
ଆତଙ୍କବାଦୀଙ୍କ ଗୁଳିରେ ୪ ଯବାନ ଶହୀଦ
ଶ୍ରୀନଗର,୧୬।୭: ଆତଙ୍କବାଦୀମାନେ ଲଗାତାର ଜମ୍ମୁ କଶ୍ମୀରରେ ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି। ସୋମବାର ଡୋଡା ଜିଲାର ଡୋସା ଜଙ୍ଗଲ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ହୋଇଥିବା ଗୁଳି ବିନିମୟରେ ଜଣେ ସେନା ଅଧିକାରୀଙ୍କ ସମେତ ୫ ଜଣ ସୁରକ୍ଷା କର୍ମୀ ଆହତ…
ଟାଇଟଲ ବିଜୟରେ ଆର୍ଜେଣ୍ଟିନାର ରେକର୍ଡ
ମିୟାମି ଗାର୍ଡେନ୍ସ, ୧୬ା୭: ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ସୋମବାର କଲମ୍ବିଆକୁ ୧-୦ ଗୋଲରେ ପରାସ୍ତ କରି କୋପା ଆମେରିକା ଫୁଟବଲ ୨୦୨୪ ବିଜୟୀ ହୋଇଛି। ଏହା ସହିତ ରେକର୍ଡ ୧୬ ଥର ପାଇଁ ଆର୍ଜେଣ୍ଟିନା ଏହି ସମ୍ମାନଜନକ ଟାଇଟଲ ଜିତିଛି। ପୂର୍ବରୁ…
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ବାହୁଡ଼ିଲେ ମହାପ୍ରଭୁ
ପୁରୀ,୧୬ା୭(ଅଜିତ୍ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଲକ୍ଷ ଲକ୍ଷ ଭକ୍ତଙ୍କ…
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଏବେ ଏହି ବିଭାଗରେ…
ଭୁବନେଶ୍ୱର,୧୫।୭: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି। ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ ଅଫିସରମନୋଜ ଆହୁଜା ଜୁନ୍ ୩୦ରେ ଓଡ଼ିଶା ରାଜ୍ୟ…
ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର, ମିଳିଲା ଏହି ଦାୟିତ୍ୱ
ଭୁବନେଶ୍ୱର,୧୫।୭: ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା।…
ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ କହିଲେ ପୂର୍ବରୁ ଡୁପ୍ଲିକେଟ୍ ଚାବି…
ପୁରୀ,୧୫ା୭: ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ୍ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ କାହିଁକି…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା
ନୂଆଦିଲ୍ଲୀ,୧୫।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ…
ନିଟ୍ ପେପର ଲିକ୍ ମାମଲା: ହାଇକୋର୍ଟରେ ବିଚାରାଧୀନ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ,୧୫ା୭: ନିଟ୍ ପେପର ଲିକ୍ ମାମଲା ହାଇକୋର୍ଟରେ ବିଚାରାଧୀନ ଥିବା ଆବେଦନକୁ ହସ୍ତାନ୍ତର କରିବା ଆବେଦନ ଉପରେ ସୁପ୍ରିମକୋର୍ଟ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁମାନେ ହାଇକୋର୍ଟରେ ଏହି ପ୍ରସଙ୍ଗରେ ଆବେଦନ କରିଥିଲେ ସେମାନଙ୍କୁ ସୁପ୍ରିମକୋର୍ଟ ଏକ ନୋଟିସ୍ ଜାରି କରିଛନ୍ତି।…

