ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !
ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି…
ଆମେରିକାର ବ୍ରିଜ୍ ଭୁଶୁଡିବା ଘଟଣା: ଜାହାଜ କ୍ରୁ ମେମ୍ବରଙ୍କୁ ମିଳିଲା ହିରୋ ଆଖ୍ୟା
ଓ୍ବାଶିଂଟନ୍,୨୭।୩: ଆମେରିକାର ମେରିଲ୍ୟାଣ୍ଡସ୍ଥିତ ବାଲଟିମୋର ସହରରେ ଏକ ନଦୀ ଉପରେ ନିର୍ମିତ ବ୍ରିଜ୍ ଏକ ଜାହାଜ ସହିତ ଧକ୍କା ହେତୁ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ନିଖୋଜ ଥିବା ୬ ଶ୍ରମିକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ଜାହଜର କ୍ରୁ…
ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଶିବସେନା (ୟୁବିଟି), ଜାଣନ୍ତୁ କେଉଁଠୁ କାହାକୁ ମିଳିଲା ଟିକେଟ୍
ମୁମ୍ବାଇ,୨୭।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ପରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମସ୍ତ ଦଳ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରୁଛନ୍ତି। ବର୍ତ୍ତମାନ ଏହି ତାଲିକାରେ ଶିବସେନା (ୟବିଟି) ର ନାଁ ମଧ୍ୟ…
ନବୀନ ନିବାସରେ ବିଜେଡି ଟିକେଟ୍ କସରତ: ଆଜି ମୟୁରଭଞ୍ଜ ସମେତ ଏହି ୪ ଜିଲା ଉପରେ ହେବ ସମୀକ୍ଷା
ଭୁବନେଶ୍ୱର,୨୭।୩: ନବୀନ ନିବାସରେ ବିଜେଡି ଟିକେଟ୍ କସରତ ଆରମ୍ଭ ହୋଇଛି । ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ପାଇଁ ବୈଠକ ବସିବ। ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟାରେ ମୟୁରଭଞ୍ଜ, ୧୨ଟାରେ…
କେଜ୍ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ବିରୋଧ ପ୍ରଦର୍ଶନ, ଆଜି ହାଇକୋର୍ଟରେ ହେବ ଶୁଣାଣି
ନୂଆଦିଲ୍ଲୀ,୨୭।୩: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ ହେବା ପରେ ଏଏପିର ବିରୋଧ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ…
‘ତୁମେ ଶକ୍ତି ସ୍ବରୂପା’; ଜାଣନ୍ତୁ କାହିଁକି ଏହି ଭାଜପା ପ୍ରାର୍ଥୀଙ୍କୁ ଏଭଳି କହି ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଶ୍ଚିମବଙ୍ଗ ବସିରହାଟରୁ ଭାଜପା ପ୍ରାର୍ଥୀ ତଥା ସନ୍ଦେଶଖାଲି ପୀଡ଼ିତା ରେଖା ପାତ୍ରଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ରେଖାଙ୍କୁ ଶକ୍ତି ସ୍ବରୂପା ବୋଲି କହିଛନ୍ତି। ଏଥିସହ ତାଙ୍କର ପ୍ରଚାର ପ୍ରସ୍ତୁତି,…
କଂଗ୍ରେସକୁ ବଡ଼ ଝଟ୍କା: ରାହୁଲଙ୍କ ଖାସ୍ ରବନୀତ୍ ସିଂ ଭାଜପାରେ ସାମିଲ
ଚଣ୍ଡିଗଡ଼,୨୬।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ତଥା ଏମ୍ପି ରବନୀତ୍ ସିଂ ବିଟୁ ଭାଜପାରେ ସାମିଲ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କ ଅତି ନିକଟତର ଥିବାରୁ କଂଗ୍ରେସର ଏକ ବଡ଼ ଚେହେରା…
୨୧ ଦିନ ଧରି ଅନଶନରେ ବସିଛନ୍ତି ‘ସୋନମ୍ ଓ୍ବାଙ୍ଗଚୁକ୍’
ଲେହ,୨୬।୩: ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶିତ ସୁପରହିଟ ଫିଲ୍ମ ‘ଥ୍ରୀ ଇଡିଅଟ୍ସ’ରେ ଆମିର ଖାନ୍ଙ୍କ ଚରିତ୍ର ‘ଫୁନ୍ସୁକ୍ ୱାଙ୍ଗଡୁ’ ବହୁତ ଲୋକପ୍ରିୟ ହୋଇଥିଲା। ସେହି ଚରିତ୍ରଟି ଲଦାଖର ସୋନମ୍ ୱାଙ୍ଗଚୁକ୍ଙ୍କ ଉପରେ ଆଧାରିତ ଥିଲା। ମାର୍ଚ୍ଚ ୬ ରୁ ୱାଙ୍ଗଚୁକ୍ ଅନଶନରେ ବସିଛନ୍ତି।…
ଭର୍ତ୍ତୃହରିଙ୍କ ଆଶୀର୍ବାଦ ନେଲେ ଅନୁଭବ: ଫଟୋକୁ ନେଇ ବଢ଼ୁଛି ଚର୍ଚ୍ଚା
ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲି। ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଏହି ଅବସରରେ କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କ ସହ ହୋଲି ଖେଳି ଆର୍ଶୀବାଦ ନେଇଚନ୍ତି କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି। ତେବେ…
ପଞ୍ଜାବରେ ଭାଜପା କରିବ ନାହିଁ ମେଣ୍ଟ
ଚଣ୍ଡିଗଡ଼,୨୬।୩: ପଞ୍ଜାବରେ ଭାଜପା ଏବଂ ଅକାଳୀ ଦଳ (ଏସଏଡି) ମଧ୍ୟରେ ମେଣ୍ଟକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ମଙ୍ଗଳବାର ଭାଜପା ଘୋଷଣା କରିଛି ଯେ ଦଳ ଏକାକି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ପଞ୍ଜାବ ଭାଜପା ସଭାପତି…
ପ୍ରଥମେ ନାନା ଏବେ ପ୍ରସ୍ତୁତ! କଙ୍ଗନାଙ୍କ ବିରୋଧରେ ନିର୍ବାଚନ ଲଢି ପାରନ୍ତି ପ୍ରତିଭା ସିଂହ
ଶିମଲା,୨୬।୩: ହିମାଚଳ ପ୍ରଦେଶରେ ଭାଜପା ୪ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏଥିସହିତ ସମସ୍ତେ କଂଗ୍ରେସ ପ୍ରାର୍ଥୀ ତାଲିକାକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ମଣ୍ଡି ଲୋକ ସଭା ଆସନ ଏଠାରେ ସବୁଠାରୁ ହଟ ସିଟ…
ଦିଲ୍ଲୀ ସଡ଼କରେ ସଂଗ୍ରାମ! କେଜରିଓ୍ବାଲଙ୍କ ଗିରଫକୁ ବିରୋଧ କରି ଏଏପି ଘେରିବ ପ୍ରଧାନମନ୍ତ୍ରୀ ଆବାସ
ନୂଆଦିଲ୍ଲୀ,୨୬।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫକୁ ନେଇ ମଙ୍ଗଳବାର ଶାସକ ଆମ ଆଦମୀ ପାର୍ଟି ଏବଂ ବିରୋଧୀ ଭାରତୀୟ ଜନତା ପାର୍ଟି ମଧ୍ୟରେ ରାସ୍ତାରେ ସଂଗ୍ରାମ ହୋଇପାରେ। ମୁଖ୍ୟମନ୍ତ୍ରୀଙ୍କ ଗିରଫକୁ ବିରୋଧ କରି ମଙ୍ଗଳବାର ଏଏପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
Archives


