Home Middle

ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା

ଭୁବନେଶ୍ୱର,୨୩।୬: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋଲିବ ସ୍କୁଲ, ମିଳିବ ଇଣ୍ଟରନେଟ ସେବା, ବାଲେଶ୍ୱରରେ କର୍ଫ୍ୟୁ କୋହଳ

ବାଲେଶ୍ୱର,୨୩ ।୬(ମାନସ ବିଶ୍ୱାଳ): ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ସହରରେ କର୍ଫ୍ୟୁ ଜାରି ହୋଇଥିଲା । ଗତ ରବିବାର ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ଉଠାଇ ଦିଆଯାଇଥିବା ବେଳେ ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ…

ନିଜ ଜନ୍ମ ମାଟିରେ ରୋଡ଼ ଶୋ’ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ଘଟଗାଁ ହାଇସ୍କୁଲ ପଡ଼ିଆରେ ଓହ୍ଲାଇ ଥିଲେ। ସେଠାରୁ ମା’ ତାରିଣୀ ମନ୍ଦିର ପର୍ଯ୍ୟନ୍ତ ପ୍ରାୟ ୪ କି.ମି.…

ଶ୍ରୀମନ୍ଦିରକୁ ନେଇ ଆଇନ୍‌ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ ନିଯୁକ୍ତ ହେବେ। ଏନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି ବୋଲି ସେ କହିଛନ୍ତି। ଆସନ୍ତା ୩ ମାସରେ…

ଅଲମ୍ପିକ୍ସ ପୂର୍ବରୁ ବଜରଙ୍ଗ ପୁନିଆଙ୍କୁ ନିଲମ୍ବନ କଲା ନାଡା

ନୂଆଦିଲ୍ଲୀ,୨୩।୬: ଅଲମ୍ପିକ୍ସ ପଦକ ବିଜେତା କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ପୁଣି ନିଲମ୍ବନ କରିଛି ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି(ନାଡା)। ଗତ କିଛି ଦିନ ମଧ୍ୟରେ ପୁନିଆ ଦ୍ୱିତୀୟ ଥର ପାଇଁ ନିଲମ୍ବିତ ହୋଇଛନ୍ତି। କୌଣସି ‘ଚାର୍ଜ ନୋଟିସ୍’ ଦିଆଯାଇ ନଥିବାରୁ…

ଗୋଟିଏ ଟେବୁଲ୍‌ରେ ବସିବେ ରାହୁଲ-ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୩।୬:ଆରମ୍ଭ ହେବାକୁ ଯାଉଛି ୧୮ତମ ସଂସଦର ସ୍ବତନ୍ତ୍ର ଅଧିବେଶନ। ଆସନ୍ତାକାଲି ଠାରୁ ଏହି ଅଧିବେଶନ ଆରମ୍ଭ ହେବ। ଏଥିରେ ଲୋକ ସଭାର ବାଚସ୍ପତି ସମେତ ଏମପିମାନେ ଶପଥ ଗ୍ରହଣ କରିବେ। ଏସବୁ ଭିତରେ ଲୋକ ସଭାର ବିରୋଧୀ ଦଳ ନେତାକୁ ନେଇ…

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି, ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୬: ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ଯାଣ ମନ୍ତ୍ରୀ ଉଦ‌ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏହି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ…

୧୦ ଆସନରେ ପୁଣି ହେବ ଏନଡିଏ-ଇଣ୍ଡିଆ ମେଣ୍ଟର ଟକ୍କର, କିଏ ମାରିବ ବାଜି? ଜାଣନ୍ତୁ କ’ଣ କହୁଛି ସମୀକରଣ

ନୂଆଦିଲ୍ଲୀ,୨୩।୬: ଲୋକ ସଭା ନିର୍ବାଚନ ୨୦୨୪ ଅତ୍ୟନ୍ତ ରୋଚକ ଥିଲା। ବିଶେଷ କରି ଉତ୍ତରପ୍ରଦେଶରେ ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ଏବଂ କଂଗ୍ରେସର ଇଣ୍ଡିଆ ଆଲାଏନ୍ସ ମଧ୍ୟରେ ଏକ ତୀବ୍ର ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ଏବେ…

୧୦ବର୍ଷ ପରେ ଲୋକ ସଭା ପାଇବ ବିରୋଧୀ ଦଳ ନେତା, ପୂର୍ବରୁ କିଏ ଥିଲେ

ନୂଆଦିଲ୍ଲୀ,୨୩।୬: ନିକଟରେ ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବୈଠକରେ କହିଥିଲେ ଯେ, ତାଙ୍କ ଦଶ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସେ ଏକ ସଶକ୍ତ ବିରୋଧୀ ପାଇ ନାହାନ୍ତି। ଯାହା ତାଙ୍କୁ ଗଭୀର ଆଘାତ ଦେଇଛି।…

ଆସନ୍ତା କାଲିଠାରୁ ଆରମ୍ଭ ହେବ ୧୮ ତମ ଲୋକ ସଭାର ପ୍ରଥମ ଅଧିବେଶନ

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରରେ ନୂଆ ସରକାର ଗଠନ ପରେ ସୋମବାର ଠାରୁ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହା ପରେ ବାଚସ୍ପତି…

ଉତ୍ତରାଧିକାରୀ ଘୋଷଣା କଲେ ମାୟାବତୀ

ଲକ୍ଷ୍ନୌ,୨୩ା୬। ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। ଆଜି ବିଏସ୍‌ପିର ଏକ…

‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଭାଗ ପ୍ରସ୍ତୁତ, ଆଗାମୀ ୧୦୦ ଦିନରେ…

ଭୁବନେଶ୍ୱର,୨୩।୬: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍‌ ମୋହର ବାଜିଥିବା ବେଳେ ଏବେ ଡ୍ରାଫ୍ଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri