ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ…
ଅବସର ନେଲେ ୨୨ ଓଏସଏସ କ୍ୟାଡର ଅଧିକାରୀ, ତାଲିକାରେ ପ୍ରଦୀପ…
ଭୁବନେଶ୍ୱର,୨୨।୬(ଅସମାପିକା ସାହୁ): ଅବସର ନେଇଛନ୍ତି ୨୨ ଓଏସଏସ କ୍ୟାଡର ଅଧିକାରୀ।ଏନେଇ ଗୃହ ବିଭାଗ ନୋଟିସ ଜାରି କରିଛି।
ଓ୍ବାଇଏସଆର କଂଗ୍ରେସ କାର୍ଯ୍ୟାଳୟରେ ଚାଲିଲା ବୁଲଡୋଜର, ଚୁରମାର ହୋଇଗଲା ବିରୋଧୀଙ୍କ…
ନୂଆଦିଲ୍ଲୀ,୨୨।୬: ଆନ୍ଧ୍ରପ୍ରଦେଶରେ କ୍ଷମତା ପରିବର୍ତ୍ତନ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ କ୍ଷମତାଚ୍ୟୁତ କରି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ପଦ ହାତେଇଛନ୍ତି। ବିରୋଧୀ ଦଳରେ ବସିଥିବା ତେଲୁଗୁ ଦେଶମ ପାର୍ଟି (ଟିଡିପି) ଏବେ କ୍ଷମତାକୁ ଫେରିଛି। ଆନ୍ଧ୍ରପ୍ରଦେଶରେ…
୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ
ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ…
ଜନ୍ମଦିନରେ କରିଥାନ୍ତେ ନିଜ ରାଜନୈତିକ ପାର୍ଟିର ଲଞ୍ଚ, ହେଲେ ଥାଲାପଥିଙ୍କର ରହିଛି ଅଲଗା ପ୍ଲାନ
ନୂଆଦିଲ୍ଲୀ,୨୨।୬: ସାଉଥ୍ ସୁପରଷ୍ଟାର ଥାଲାପଥି ବିଜୟ ଚଳିତ ବର୍ଷ ଆରମ୍ଭରେ ନିଜର ରାଜନୈତିକ ଦଳ ତାମିଜାଗା ଭେଟ୍ରି କାଜଗାମ ଲଞ୍ଚ କରିଛନ୍ତି। କିନ୍ତୁ ଚଳିତ ଲୋକ ସଭା ନିର୍ବାଚନରେ ସେ ଭାଗ ନେଇ ନ ଥିଲେ କି କୌଣସି ପ୍ରାର୍ଥୀ ଉତାରି…
କାହିଁକି ଭତ୍ତୃହରିଙ୍କୁ କରଗଲା ପ୍ରୋ ଟେମ ସ୍ପିକର, ଜଣାପଡିଲା ବଡ଼ କାରଣ
ନୂଆଦିଲ୍ଲୀ,୨୨।୬: ସୋମବାର ଠାରୁ ୧୮ତମ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତଥାପି ଏହା ପୂର୍ବରୁ ପ୍ରୋଟେମ ସ୍ପିକରଙ୍କୁ ନେଇ ବିବାଦ ଲାଗି ରହିଛି। କଂଗ୍ରେସ ଏହି ପ୍ରସଙ୍ଗରେ ସଂସଦର ପରମ୍ପରାକୁ ନଷ୍ଟ କରିଛି ବୋଲି ଅଭିଯୋଗ କରିଛି।…
ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।…
କାହିଁକି ଇଣ୍ଡିଆ ମେଣ୍ଟ ଛାଡିଥିଲେ ନୀତୀଶ, ବିହାର ମୁଖ୍ୟମନ୍ତ୍ରୀଙ୍କ ଖୋଲିଲା ରାଜ୍
ନୂଆଦିଲ୍ଲୀ,୨୨।୬: କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ ମୁକ୍ତିର ମହାସଚିବ ଦୀପଙ୍କର ଭଟ୍ଟାଚାର୍ଯ୍ୟ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଇଣ୍ଡିଆ ମେଣ୍ଟ ଛାଡିବାର କାରଣ କହିଛନ୍ତି। ସେ କହିଛନ୍ତି, ରାମ ମନ୍ଦିର ପ୍ରସଙ୍ଗ ସପକ୍ଷରେ ଭାଜପାକୁ ବହୁତ ଭୋଟ…
ଅରବ ପତି ହିନ୍ଦୁଜା ପରିବାରର ୪ ସଦସ୍ୟ ଯିବେ ଜେଲ
ଜେନେଭା,୨୨।୬: ଭାରତୀୟ ମୂଳବାସିନ୍ଦା ହିନ୍ଦୁଜା ପରିବାର ବ୍ରିଟେନର ସବୁଠାରୁ ଧନୀ ପରିବାର ମଧ୍ୟରେ ଗଣାଯାଏ। ବର୍ତ୍ତମାନ ଏହି ପରିବାରର ଚାରି ଜଣଙ୍କୁ ସ୍ବିଜରଲାଣ୍ଡ କୋର୍ଟ ଦ୍ୱାରା ସାଢେ ଚାରି ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏହି ସମସ୍ତ ଧନୀ ବ୍ୟକ୍ତି ନିଜ…
ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁଦିଅଁ
ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ…
କୃଷକଙ୍କ ପାଇଁ ବଡ଼ ଉପହାର: ୨ ଲକ୍ଷ ଟଙ୍କା ଋଣ ଛାଡ କରିବାକୁ ଘୋଷଣା କଲେ ସରକାର
ହାଇଦ୍ରାବାଦ,୨୨।୬: ତେଲଙ୍ଗାନାରେ କୃଷକମାନେ ଏକ ବଡ ଉପହାର ପାଇବାକୁ ଯାଉଛନ୍ତି। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ ରେବନ୍ତ ରେଡ୍ଡୀ କୃଷକଙ୍କ ପାଇଁ ୨ ଲକ୍ଷ ଟଙ୍କା ଋଣ ଛାଡ କରିବାକୁ ଘୋଷଣା କରିଛନ୍ତି। ସେ କହିଛନ୍ତି, କୃଷକମାନଙ୍କ ପାଇଁ ୨ ଲକ୍ଷ ଟଙ୍କା…
ବାଲେଶ୍ୱରରେ କର୍ଫ୍ୟୁ କଟକଣା କୋହଳ, ଆଜିଠୁ ଇଣ୍ଟରନେଟ ସେବା ଉପଲବ୍ଧ
ଭୁବନେଶ୍ୱର,୨୨।୬: ବାଲେଶ୍ୱରରେ ସ୍ଥିତି ସ୍ବାଭାବିକ ହେଉଛି। ଆଜିଠୁ ଲିଜ ଲାଇନ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ। ହେଲେ ମୋବାଇଲରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଅନ୍ୟପଟେ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ ଥାନା…
Archives


