Home Middle

ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆ ପାଇଁ ବଡ଼ ଖବର, ହେଡ୍‌ କୋଚ୍‌ ଭାବେ ଦାୟିତ୍ୱ ନେଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୯।୭: ଭାରତୀୟ ଟିମ୍‌ର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ ଭାରତୀୟ ଟିମ୍‌ର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ କୋଚ୍‌ ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଏନେଇ ମଙ୍ଗଳବାର ରାତିରେ ବିସିସିଆଇ ସଚିବ…

ନିଟ୍‌ ପେପର୍‌ ଲିକ୍‌ ଭଳି ଦିନେ ବଜେଟ୍‌ ପେପର୍‌ ହୋଇଥିଲା ଲିକ୍‌, ବିଦା ହୋଇଥିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ନିଟ୍‌ ପେପର୍‌ ଲିକ୍‌ ନେଇ ସାରା ଦେଶ ଉଠୁଛି ପଡୁଛି। ଜାତୀୟ ରାଜନୀତି, ସୁପ୍ରିମକୋର୍ଟ ଓ ସଂସଦରେ ଏହାକୁ ନେଇ ବିବାଦ ତେଜିବାରେ ଲାଗିଛି। ପରୀକ୍ଷାରେ ବ୍ୟାପକ ଅନିୟମିତତା ସହ ପ୍ରଶ୍ନପତ୍ର ଲିକ ପ୍ରସଙ୍କ ଚାରିଆଡେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।…

ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର,୭।୯: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାରକେଡ ଅଟକାଇଦେଲେ ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରର ରସୁଲଗଡ ଛକରେ। ମହିଳା ଜଣକ ଆସି ମୁଖ୍ୟମନ୍ତ୍ରୀଙ୍କ କାର ସାମ୍ନାରେ ଠିଆ ହୋଇ ରହିବାରୁ କିଛି ସମୟ ପାଇଁ କାରକେଡ ଅଟକି ରହିଥିଲା। ଏହାପରେ…

ଇସ୍ତଫା ଦେଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୭।୯: ଇସ୍ତଫା ଦେଲେ ବିଜୁ ଜନତା ଦଳ ଏମପି ଦେବାଶିଷ ସାମନ୍ତରାୟ। FAO ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ସାମନ୍ତରାୟ। ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ…

ରକ୍ତକୁ ଆଲିଙ୍ଗନ କରୁଛନ୍ତି ସବୁଠୁ ବଡ ଗଣତନ୍ତ୍ରର ନେତା: ଜେଲନସ୍କି

କ୍ୱିଭ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ରବିବାର ସାରେ ସେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଥି ସହିତ, ୨୨ତମ ଭାରତ-ରୁଷିଆ ଶିଖର ସମ୍ମିଳନୀରେ ଦୁଇ ନେତାଙ୍କ ମଧ୍ୟରେ ଏକ ବୈଠକ ହୋଇଛି। ସୂଚନାଯୋଗ୍ୟ, ରୁଷିଆ-ୟୁକ୍ରେନ…

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ…

‘ମୁଁ ଏକା ଆସିନାହିଁ…’, ମସ୍କୋରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ ମୋଦି

ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ମଙ୍ଗଳବାର ମସ୍କୋରେ ଉପସ୍ଥିତ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କଥା ଶୁଣିବା ପାଇଁ ସମାରୋହରେ ଭାରତୀୟ ସମ୍ପ୍ରଦାୟର ବହୁ ସଂଖ୍ୟକ ଲୋକ ଉପସ୍ଥିତ ଥିଲେ।…

ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ କର୍ମଚାରୀଙ୍କୁ ବଡ଼ ଉପହାର ଦେବେ ସରକାର

ନୂଆଦିଲ୍ଲୀ,୯।୭: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସିଖବର। କୁହାଯାଉଛି ଯେ, ସରକାରଙ୍କ ପକ୍ଷରୁ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏରେ ବମ୍ପର ବୃଦ୍ଧି ହୋଇପାରେ। ସରକାର ବର୍ତ୍ତମାନ ଜୁଲାଇ ୨୩ରେ ଏହାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ଯେଉଁଥିରେ କେନ୍ଦ୍ରୀୟ…

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ ଆଲର୍ଟ…

ମୋଦି-ପୁଟିନଙ୍କ ସାକ୍ଷାତକାରକୁ ନେଇ କାହିଁକି ଟେନସନରେ ଆମେରିକା

ମସ୍କୋ,୯।୭: ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତ ଏବଂ ପୁଟିନଙ୍କୁ ଭେଟିବା ବର୍ତ୍ତମାନ ଆମେରିକା ପାଇଁ ଚିନ୍ତାର କାରଣ ହୋଇଛି।…

ନିଜେ ଗାଡି ଡ୍ରାଇଭ୍‌ କରି ମୋଦିଙ୍କୁ ବୁଲାଇଲେ ପୁଟିନ୍‌

ମସ୍କୋ,୯।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷିଆ ଗସ୍ତରେ ଯାଇ ମସ୍କୋରେ ପହଞ୍ଚତ୍ଛନ୍ତି। ସେ ମଙ୍ଗଳବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ, ଅନ୍ତର୍ଜାତୀୟ ଏବଂ ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କର ଓ୍ବାନ୍‌-ଅନ୍‌-ଓ୍ବାନ୍‌…

ଅଭିଯୁକ୍ତ ଗୁଗଲ ମ୍ୟାପ୍‌ ପିନ୍‌ ଦେବା ଜାମିନ୍‌ ସର୍ତ୍ତକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯ା୭: ଅଭିଯୁକ୍ତଙ୍କ ଉପରେ ପୋଲିସ କ୍ରମାଗତ ନଜର ରଖିବା ଏବଂ ଭର୍ଚୁଆଲ୍‌ରେ ତାଙ୍କ ପ୍ରିଭେସିରେ ହସ୍ତକ୍ଷେପ କରିବାକୁ ଜାମିନ ସର୍ତ୍ତାବଳୀ ରଖାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଅଭିଯୁକ୍ତଙ୍କ ଅବସ୍ଥିତି ସମ୍ପର୍କରେ ଜାଣିବା ନିମନ୍ତେ ସେ ତଦନ୍ତକାରୀ ଅଫିସରଙ୍କୁ ଗୁଗଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?