ଆମେରିକାର ମାଲବାହୀ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଏଥିପାଇଁ ଇରାନ ଦାୟୀ ବୋଲି ଦାବି କଲା
ତେହରାନ,୨।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ହ୍ରାସ ପାଇବାର କୌଣସି ସଙ୍କେତ ଦେଖାଯାଉନାହିଁ। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ମଧ୍ୟ ଅସ୍ଥିର ରହିଛି। ଏହି ସମୟରେ, ଦୁଇ ରାଷ୍ଟ୍ର ପରସ୍ପର ବିରୁଦ୍ଧରେ ଘନଘନ ଆକ୍ରମଣ ଜାରି ରଖିଛନ୍ତି। ଏହି ପୃଷ୍ଠଭୂମି ମଧ୍ୟରେ,…
୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍ ୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ଟି ବିଭାଗର…
ରାଗରେ ନେତାନ୍ୟାହୁଙ୍କୁ ଫୋନ କଲେ ଟ୍ରମ୍ପ, ‘ତୁମେ ପାଗଳ ହୋଇଗଲ!’
ଓ୍ବାଶିଂଟନ,୨।୬: ଡୋନାଲ୍ଡ ଟ୍ରମ୍ପ ସୋମବାର ଦିନ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଫୋନ୍ କରିଥିଲେ ଏବଂ ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣ ବୃଦ୍ଧି ପାଇଁ ତାଙ୍କୁ କଡ଼ା ଭର୍ତ୍ସନା କରିଥିଲେ। ସେ ନେତାନ୍ୟାହୁଙ୍କୁ “ପାଗଳ” ବୋଲି କହିବା ପର୍ଯ୍ୟନ୍ତ ଯାଇଥିଲେ ।…
ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..
ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ କମ୍। କେନ୍ଦ୍ର ଆଇନ ମନ୍ତ୍ରଣାଳୟର ନ୍ୟାୟ ବିଭାଗ ପକ୍ଷରୁ ସୋମବାର ସକାଳେ ଜାରି…
ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’
କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ ଲଗାଇଛନ୍ତି ମମତା । ସେ ଅଭିଯୋଗ କରିଛନ୍ତି ଯେ ପୋଲିସ ଟିଏମସି ବିଧାୟକମାନଙ୍କୁ…
ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…
କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର କରାଯାଇଛି। ରୀତାବ୍ରତ ବାନାର୍ଜୀ ଉଲୁବେରିଆ ପୂର୍ବର ବିଧାୟକ ଏବଂ ସନ୍ଦିପନ ସାହା ଏଣ୍ଟାଲିର…
ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ
କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ପୋଲିସ ସୁଶାନ୍ତ ସାହୁଙ୍କୁ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପରେ…
ହିଂସାରୁ ହିଂସା
ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ମାତ୍ର ୨୬ ଦିନ ପରେ ସୋନାରପୁରଠାରେ ତୃଣମୂଳ କଂଗ୍ରେସ(ଟିଏମ୍ସି)ର ନଂ.୨ କୁହାଯାଉଥିବା ୩ ଥରର ଏମ୍ପି ତଥା ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଉତ୍ତ୍ୟକ୍ତ ଜନତା ତାଙ୍କ କଲାର ଧରି ମୋଟର ସାଇକେଲରୁ…
ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ
ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ପଦ ଛାଡିବାର ନିଷ୍ପତ୍ତି ପଛରେ…
ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍
ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ ବାଣିଜ୍ୟିକ ବା କମର୍ସିୟାଲ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ଦିଲ୍ଲୀ-ଏନସିଆରରେ, ୧୯…
ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ
ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର ଛାୟା ଖେଳାଇ ଦେଇଛି। ବହୁ ପ୍ରଶଂସକ, ସେଲିବ୍ରିଟି ଏବଂ ରାଜନେତା ଏହି କିମ୍ବଦନ୍ତୀ…
IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ
ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍ସିବି)। ଗୁଜରାଟ ଟାଇଟନ୍ସ(ଜିଟି)କୁ ହରାଇ ଆର୍ସିବି ଟାଇଟଲ ହାସଲ କରିଛି। ଏହି ବିଜୟ ସହ…

