‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ କୋର୍ଟରୁ…
ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍ ସର୍ଭିସେସ୍ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ, ଚତୁର୍ଥ…
UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର
ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ । ଆଦିତ୍ୟ ଶ୍ରୀବାସ୍ତବ ଏଥର ଟପ୍ପର ହୋଇଛନ୍ତି। ଅନିମେଶ ପ୍ରଧାନ ଦ୍ୱିତୀୟ ସ୍ଥାନ ପାଇଥିବା ବେଳେ…
ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା
ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟ ଆଜି ମଧ୍ୟ ବାବା ରାମଦେବଙ୍କୁ କ୍ଷମା କରିବାକୁ ମନା…
ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ
ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦି ପୁର୍ନିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ଗୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ…
ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ
ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା।…
ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍
ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ ଦଳ…
ଯାଜପୁର ବସ୍ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା
ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ (ଓଡି୦୨-ବିଜେ-୮୫୯୯) ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲା। ଶୀତତାପ ନିୟନ୍ତ୍ରିତ ସ୍ଲିପର ବସ୍ଟି…
ଏକ୍ସ ଆକାଉଣ୍ଟ ପାଇଁ ଦେବାକୁ ପଡିବ ଅର୍ଥ!
ଓ୍ବାଶିଂଟନ,୧୬।୪: ଏଲନ ମସ୍କ ଟୁଇଟର ଟେକ ଓଭର କରିବାପରେ ଏହି ପ୍ଲାଟଫର୍ମରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମସ୍କ ଏହାର ନାମ ବଦଳାଥିଲେ। ବର୍ତ୍ତମାନ ମସ୍କ ପୁନର୍ବାର ଏକ୍ସ ବିଷୟରେ ଏକ ବଡ଼ ଘୋଷଣା କରିଛି। ଏହା ଜାଣିବାକୁ ମିଳିଛି…
୧୧ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଏସପି
ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ଦଳ ମେନପୁରୀରେ ନିଜର ପ୍ରାର୍ଥୀ ପରିବର୍ତ୍ତନ କରିଛି। ବାରାଣସୀରେ ମୁସଲମାନ ପ୍ରାର୍ଥୀଙ୍କୁ ଏକ ସୁଯୋଗ ଦିଆଯାଇଛି। ଏହା ବ୍ୟତୀତ ବିଏସପି…
ଏବେ ହେବ ମହାସଂଗ୍ରାମ! ଇରାନକୁ ମିଳିବ କଡା ଜବାବ…ଆକ୍ସନ ମୋଡରେ ନେତାନ୍ୟାହୁ
ଜେରୁଜେଲମ,୧୬।୪: ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର ଆକ୍ରମଣର ଜବାବ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଗୋଟିଏ ପଟେ ବେଞ୍ଜାମିନ ନେତାନ୍ୟାହୁ ଜରୁରୀ ବୈଠକ…
ହାଇଓ୍ବାକୁ ଧକ୍କା ଦେଲା ବସ୍: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ
ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ ସହିତ ହାଇୱା ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୧୫ରୁ ଅଧିକ ଯାତ୍ରୀ…
Archives


