ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ
ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ ମିଶି…
ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର…
ବିଜେଡି ନେତାଙ୍କ ବଡ଼ ଖୁଲାସା, ଏଥିପାଇଁ ହାରିଗଲୁ…
ଭୁବନେଶ୍ୱର,୧୮।୬: ରାଜ୍ୟରେ ଶୋଚନୀୟ ଭାବେ ପରାଜିତ ହୋଇଛି ବିଜେଡି। ତେବେ ଏହି ଅପ୍ରତ୍ୟାଶିତ ପରାଜୟକୁ ହଜମ କରିପାରୁ ନାହାନ୍ତି ଦଳୀୟ ନେତା। ତେବେ ପରାଜୟର କାରଣ ଖୋଜିବାକୁ ନଳ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ହୋଇଥିଲେ ହେଁ ସେ କମିଟି…
ସ୍କୁଲ ଛୁଟିକୁ ନେଇ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୮।୬: ପୁଣି ବଢିଲା ଖରାଛୁଟି। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ସ୍କୁଲ ଖୋଲିବ କି ନାହିଁ ଏନେଇ ନିଷ୍ପତ୍ତି ନେବାକୁ ସବୁ ଜିଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ତେବେ ଖରାଛୁଟି ପର୍ବରୁ ମଙ୍ଗଳବାର ଅର୍ଥାତ୍ ଜୁନ୍…
ଶିଶୁଙ୍କ ଠାରେ ବେଶୀ ବ୍ୟାପୁଛି ଡିପଥେରିଆ: ଜାଣନ୍ତୁ ଟୀକା ନେବା କାହିଁକି ଜରୁରୀ
ଭୁବନେଶ୍ୱର,୧୮।୬: ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ ଯାଇଥିବାବେଳେ…
ଡ୍ରେନ୍ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ୱର,୧୮।୬(ଅସମାପିକା ସାହୁ): ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୃତକଙ୍କ ପରିବାରକୁ ସେ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ସହ ଯଥାଶୀଘ୍ର…
କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଜାରି କଲେ ମୋଦି: କୃଷକଙ୍କ ଆକାଉଣ୍ଟକୁ ଗଲା ଟଙ୍କା
ବାରାଣସୀ,୧୮।୬: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କରିଛନ୍ତି। ଫଳରେ ୨୦ ହଜାର…
ନିଟ୍ କେଳେଙ୍କାରୀ ଭିତରେ ଆଉ ଏକ ଘଟଣା, MBBS ସିଟ ପାଇଁ ଦେଲେ ୧୬.୩୨ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୧୮।୬: ଡାକ୍ତରୀପାଠ୍ୟକ୍ରମରେ ନାଁ ଲେଖାଇବା ପାଇଁ ଅନୁଷ୍ଠିତ ନିଟ ପରୀକ୍ଷା କେଳେଙ୍କାରୀ ମାମଲା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି। ଏସବୁ ଭିତରେ ମେଡିକାଲ ପାଠ୍ୟକ୍ରମକୁ ନେଇ ଆଉ ଏକ ସାଂଘାତିକ ଘଟଣା ସାମ୍ନାକୁ ଆସିଛି। ଉତ୍ତର ଗୁଜରାଟର ମେହସାନାରୁ ଆସିଛି…
ଆଜି ଓଡ଼ିଶା ଚାଷୀଙ୍କ ଆକାଉଣ୍ଟକୁ ଆସିଛି କିଶାନ ଟଙ୍କା; ଜାଣି ନ ଥିଲେ ଏହି ଉପାୟରେ ଶୀଘ୍ର ଯାଞ୍ଚ କରନ୍ତୁ ବାଲାନ୍ସ
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପରେ ଜୁନ୍ ୧୮ରେ ଚାଷୀଙ୍କ ଆକାଉଣ୍ଟକୁ ପିଏମ୍-କିଶାନ ଯୋଜନାର ୧୭ତମ କିସ୍ତି ପଠାଇଛନ୍ତି। ବାରାଣସୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଏହି ଟଙ୍କା ପଠାଇଛନ୍ତି। ଦେଶର ପ୍ରାୟ ୧୨…
ବିଧାନସଭାରେ ଏହିଠି ନବୀନଙ୍କ ସିଟ୍, ଆଗରେ ଏମାନେ…
ଭୁବନେଶ୍ୱର,୧୮।୬: ୨୪ବର୍ଷ ପରେ କ୍ଷମତାଚ୍ୟୁତ ହେବା ପରେ ବିଜେଡି ଏବେ ରାଜ୍ୟରେ ଧରାଶାୟୀ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀ ଏବେ ରାଜ୍ୟ କମାଣ ଭାଜପାକୁ ଧରାଇଛନ୍ତି। ଏହି କ୍ରମରେ ଭାଜପାରେ ରାଜ୍ୟର ମଙ୍ଗ…
ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଅଘଟଣ: ମୁକୁଳା ଡ୍ରେନ୍ରେ ଭାସିଗଲେ ନାବାଳକ
ଭୁବନେଶ୍ୱର,୧୮।୬: ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଅଘଟଣ । ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍ରେ ୮ ବର୍ଷର ନାବାଳକ ଭାସିଯାଇଥିବା ସୂଚନା ମିଳିଛି । ତେବେ ଭାସିଯାଇଥିବା ନାବାଳକକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି।…
ବିଧାନସଭାରେ ଲକ୍ଷ୍ମଣ ବାଗ୍ଙ୍କୁ ଦେଖି ଏମିତି କହିଦେଲେ ନବୀନ
ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ତେବେ ବିଧାନସଭାର ପ୍ରଥମ ଦିନରେ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ବିଧାନସଭା ଗୃହ ଭିତରେ…
Archives


