Home Middle

ଚଳିତ ବର୍ଷ ବଳକା ହେବ ମୌସୁମୀ ବର୍ଷା: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ମଡେଲ୍ ଅନୁଯାୟୀ ଆକଳନ ୫% କମ କିମ୍ବା ଅଧିକ ହୋଇପାରେ। ଆକଳନ…

ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ବସ୍ତି, ୨୯ ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରିଲିଫ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଇଡିଙ୍କୁ ନୋଟିସ ଜାରି କରିଛନ୍ତି ଏବଂ ଏପ୍ରିଲ ୨୪ ସୁଦ୍ଧା ଏହାର ଜବାବ…

ଭାଜପାରେ ସାମିଲ ହେଲେ କାରଖାନା ଭାଉଜ

ଭୁବନେଶ୍ୱର,୧୫।୪: ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ହାସଲ କରିଥିଲେ। ଏହି ସମୟରେ…

ଇତିହାସରେ ପ୍ରଥମଥର ୪୦୦ରୁ କମ୍‌ ଆସନରେ ଲୋକ ସଭା ନିର୍ବାଚନ ଲଢୁଛି କଂଗ୍ରେସ

ନୂଆଦିଲ୍ଲୀ,୧୫।୪: ଦୀର୍ଘ ସମୟ ଧରି କ୍ଷମତାରେ ରହିଆସିଥିବା ତଥା ଦେଶର ସର୍ବ ପୁରାତନ ଦଳ ହୋଇଥିବା କଂଗ୍ରେସ ଏହାର ନିର୍ବାଚନ ଇତିହାସରେ ସର୍ବନିମ୍ନ ସଂଖ୍ୟକ ଆସନରେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୨୦୧୪ ଲୋକ ସଭା ନିର୍ବାଚନରେ ନିର୍ବାଚନ…

ସ୍ବାମୀଙ୍କ ସହ ଭାଜପାରେ ଯୋଗଦେଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର,୧୫।୪:ନିକଟରେ ବିଜେଡି ଛାଡିଥିବା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟରେ ପଦ୍ମ ଧରିଛନ୍ତି। ବିଜେଡିରୁ ଟିକେଟ ନ ମିଳିବା ପରେ ସେ କିଛି ଦିନ ତଳେ ଦଳରୁ…

ମାର୍ଚ୍ଚ ମାସରେ ବୃଦ୍ଧି ପାଇଲା ହୋଲସେଲ୍ ମହଙ୍ଗା ହାର

ଚେନ୍ନାଇ,୧୫।୪: ମାର୍ଚ୍ଚ ମାସରେ ହୋଲସେଲ ମହଙ୍ଗା(ମୁଦ୍ରାସ୍ଫୀତି) ହାର ବୃଦ୍ଧି ପାଇ ୦.୫ ପ୍ରତିଶତରେ ପହଞ୍ଚିଛି। ଫେବୃଆରୀ ମାସରେ ଏହା ୦.୨ ପ୍ରତିଶତ ଥିଲା। ଏହି ରିପୋର୍ଟ ସୋମବାର ସରକାର ପ୍ରକାଶ କରିଛନ୍ତି। ସୋମବାର ପ୍ରକାଶିତ ବାଣିଜ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ମାର୍ଚ୍ଚ…

ରାଜଧାନୀରେ ଡହଡହ ଖରା: ୩୨ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୫।୪: କିଛିଦିନ ପାଗ ଥଣ୍ଡା ରହିବା ପରେ ପୁଣି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ଡହଡହ ଖରାରେ ସିଝୁଛିି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସୋମବାର…

ରାହୁଲ ଗାନ୍ଧୀଙ୍କ ହେଲିକପ୍ଟର ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ଚେନ୍ନାଇ,୧୫।୪: ସୋମବାର ନିର୍ବାଚନ ଅଧିକାରୀମାନେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରର ଯାଞ୍ଚ କରିଛନ୍ତି। ହେଲିକପ୍ଟର ଅବତରଣ କରିବା ପରେ ଫ୍ଲାଇଙ୍ଗ ସ୍କ୍ୱାଡ଼ ଅଧିକାରୀମାନେ ଖୋଜାଖୋଜି କରିଥିଲେ ବୋଲି ପୋଲିସ କହିଛି। ଗାନ୍ଧୀ ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ କେରଳର ୱାୟନାଡ ଅଭିମୁଖେ…

ଆପଲ୍ କୁ ପଛରେ ପକାଇ ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ହେଲା ସାମସଙ୍ଗ, ହ୍ରାସ ପାଇଲା ଆଇଫୋନ୍ ବିକ୍ରି

ମୁମ୍ବାଇ,୧୫।୪: ଆଇଡିସିର ରିପୋର୍ଟ ଅନୁଯାୟୀ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ମାନ୍ୟତା ପାଇଛି ସାମସଙ୍ଗ। ଏଥିସହିତ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ଭାବରେ ଆପଲ୍ ର ରାଜତ୍ୱ ଶେଷ ହୋଇଛି। ରିପୋର୍ଟରେ ଏହା ମଧ୍ୟ ପ୍ରକାଶ ପାଇଛି ଯେ…

ଜେଲ୍‌ରେ ରହିବେ କବିତା

ନୂଆଦିଲ୍ଲୀ,୧୫ା୪: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ସିବିଆଇ ମାମଲାରେ ଗିରଫ ହୋଇଥିବା ବିଆରଏସ ନେତା କେ କବିତାଙ୍କୁ କୋର୍ଟ ଏକ ବଡ଼ ଝଟ୍‌କା ଦେଇଛନ୍ତି। ସୋମବାର ଦିଲ୍ଲୀର ରାଉସ୍‌ ଆଭେନ୍ୟୁ କୋର୍ଟ ସିବିଆଇର ଦାବିକୁ ଅନୁମୋଦନ କରିଛି। ୨୩ ଏପ୍ରିଲ ପର୍ଯ୍ୟନ୍ତ…

ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ ଏକ ଯୋଗାଣ ଶୃଙ୍ଖଳା ନିର୍ମାଣ କରିବାକୁ ଆଗ୍ରହୀ ଅଟେ ଯାହା ସ୍ଥାନୀୟ ରାଜସ୍ୱ ଉତ୍ପାଦନଠାରୁ…

ଇରାନ ଆକ୍ରମଣ ପରେ ଆକ୍ସନ ମୋଡରେ ଆମେରିକା

ଓ୍ବାଶିଂଟନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଆମେରିକା ପରିସ୍ଥିତି ଉପରେ କଡା ନଜର ରଖିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ତୁର୍କୀ ବୈଦେଶିକ ମନ୍ତ୍ରୀ ହକନ ଫିଦାନଙ୍କ ସହ କଥା ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri