ପାଣ୍ଡିଆନ, ବବି ଦାସଙ୍କ ପାଇଁ ବିଜେଡି ହାରିଲା ପ୍ରଶ୍ନରେ ପ୍ରସନ୍ନ ଆଚାର୍ଯ୍ୟ ଦେଲେ ବଡ଼ ବୟାନ
ଭୁବନେଶ୍ୱର,୧୮।୬: ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ ଭିକେ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ(ବବି) ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରିବା ସହ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି…
ଭାଜପା ହାରିବା ପାଇଁ ଦଳୀୟ ନେତାଙ୍କୁ ଦାୟୀ କଲା! ସାମ୍ନାକୁ ଆସିଲା କଳହ
ନୂଆଦିଲ୍ଲୀ,୧୮।୬: ଉତ୍ତରପ୍ରଦେଶ ଲୋକ ସଭା ନିର୍ବାଚନରେ ଭାଜପାର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା, ଯାହା ପରେ ବର୍ତ୍ତମାନ ଦଳର ଅସନ୍ତୋଷ ସାମ୍ନାକୁ ଆସିବାରେ ଲାଗିଛି। ଦଳର ନେତାମାନେ ଖୋଲା ବିବୃତ୍ତି ଦେଉଛନ୍ତି। ବଲିଆ ସାଲେମପୁର ଲୋକ ସଭା ନିର୍ବାଚନମଣ୍ଡଳୀରୁ ଦୁଇଥର ଭାଜପା…
ଆଜିଠୁ ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ, ଶପଥ ନେଲେ ନବନିର୍ବାଚିତ ବିଧାୟକ
ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ପ୍ରଥମେ ମୁଖ୍ୟମନ୍ତ୍ରୀ…
ସାଇକେଲ୍ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୧୮।୬: ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ର ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସେ ସାଇକେଲରେ ବିଧାନସଭା ଆସିଛନ୍ତି। ପରିବେଶ ସୁରକ୍ଷା…
ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୧୮।୬:ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ…
ମୁଣ୍ଡିଆ ମାରି ବିଧାନସଭାରେ ପ୍ରବେଶ କଲେ ନୂଆ ବିଧାୟକ
ଭୁବନେଶ୍ୱର,୧୮।୬: ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ମଙ୍ଗଳବାରଠାରୁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବିଧାୟକ ମଙ୍ଗଳବାର…
ଇସ୍ତଫା ଦେଲେ ରାହୁଲ ଗାନ୍ଧୀ: ଏବେ ଏହି ଆସନରୁ ରହିବେ ଏମ୍ପି
ନୂଆଦିଲ୍ଲୀ,୧୮।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଏବଂ ୟୁପିର ରାଏବରେଲି ମଧ୍ୟରେ ଗୋଟିଏ ଆସନ ବାଛିଛନ୍ତି। ୱାୟନାଡ ଆସନରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରକୁ ଲୋକ ସଭା ବାଚସ୍ପତିଙ୍କ କାର୍ଯ୍ୟାଳୟକୁ ପଠାଇଛନ୍ତି। ତପୂର୍ବତନ କଂଗ୍ରେସ…
ଯଦି ସରକାର ନ ମାନନ୍ତି ତେବେ…ସ୍ବାଧୀନ ଭାରତରେ ପ୍ରଥମଥର ହେବ ଲୋକ ସଭା ବାଚସ୍ପତି ପାଇଁ ନିର୍ବାଚନ
ନୂଆଦିଲ୍ଲୀ,୧୮।୬: ଲୋକ ସଭାରେ ଡେପୁଟି ସ୍ପିକର ପଦବୀ ଦାବିରେ ଜିଦ ଧରିଥିବା ବିରୋଧୀ ଚେତାବନୀ ଦେଇଛନ୍ତି ଯେ ଯଦି ସରକାର କୌଣସି ବିରୋଧୀଦଳର ନେତାଙ୍କୁ ଡେପୁଟି ସ୍ପିକର କରିବାକୁ ରାଜି ନ ହୁଅନ୍ତି, ତେବେ ସେମାନେ ଲୋକ ସଭା ବାଚସ୍ପତି ପଦ…
ଆଜି ଏତିକି ବେଳେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ କିସ୍ତି ଟଙ୍କା
ଭୁବନେଶ୍ୱର,୧୮ା୬ (ଅନିଲ ଦାସ):କେନ୍ଦ୍ର ସରକାର ଚାଷୀଙ୍କୁ ଜୁନ୍ ୧୮ରେ ପିଏମ୍-କିଷାନ ଯୋଜନାରେ ୧୭ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ସାରା ଦେଶରେ ଏହି ଦିନକୁ ପିଏମ୍-କିଷାନ ଉତ୍ସବ ଦିବସ ଆକାରରେ ପାଳନ କରାଯାଉଛି। ଓଡ଼ିଶାରେ ମଧ୍ୟ ମଙ୍ଗଳବାର ଅପରାହ୍ନ ୪ଟା ୩୦ରୁ…
ରେଳ ମନ୍ତ୍ରଣାଳୟର ଅବ୍ୟବସ୍ଥାକୁ ଦାୟୀ କଲେ ବିରୋଧୀ
ନୂଆଦିଳ୍ଲୀ,୧୮ା୬: ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣାକୁ ନେଇ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ କେନ୍ଦ୍ର ସରକାର ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟାର୍ଗେଟ କରିଛନ୍ତି। ରେଳ ମନ୍ତ୍ରଣାଳୟର ଅତ୍ୟନ୍ତ କୁପରିଚାଳନା କାରଣରୁ ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା ଘଟି ଏତେସଂଖ୍ୟାରେ ଲୋକଙ୍କ ଜୀବନ ଗଲା।…
ହୋଇଗଲା ଫାଇନାଲ! ଓଡ଼ିଶାର ଏହି ନେତାଙ୍କୁ ମିଳିପାରେ ଲୋକ ସଭାର ବାଚସ୍ପତି ପଦ
ନୂଆଦିଲ୍ଲୀ,୧୭।୬: ଲୋକ ସଭାରେ ବାଚସ୍ପତି କିଏ ହେବେ, ତା’କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ସୂଚନାନୁଯାୟୀ, ବାଚସ୍ପତି ଦୌଡରେ ସବୁଠାରୁ ଆଗରେ ଅଛନ୍ତି ଓଡ଼ିଶାର କଟକରୁ ଜିତିଥିବା ଭର୍ତ୍ତୃହରି ମହାତବ ଓ…
ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ ଏମ୍ପି ରହିବେ। ଏଥିସହିତ ଖାର୍ଗେ ଆଉ ଏକ ବଡ଼ ଘୋଷଣା କରି କହିଛନ୍ତି, କଂଗ୍ରେସ…
Archives


