ଜେଲ୍ରେ ରହିବେ କବିତା
ନୂଆଦିଲ୍ଲୀ,୧୫ା୪: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ସିବିଆଇ ମାମଲାରେ ଗିରଫ ହୋଇଥିବା ବିଆରଏସ ନେତା କେ କବିତାଙ୍କୁ କୋର୍ଟ ଏକ ବଡ଼ ଝଟ୍କା ଦେଇଛନ୍ତି। ସୋମବାର ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ସିବିଆଇର ଦାବିକୁ ଅନୁମୋଦନ କରିଛି। ୨୩ ଏପ୍ରିଲ ପର୍ଯ୍ୟନ୍ତ…
ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ
ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ ଏକ ଯୋଗାଣ ଶୃଙ୍ଖଳା ନିର୍ମାଣ କରିବାକୁ ଆଗ୍ରହୀ ଅଟେ ଯାହା ସ୍ଥାନୀୟ ରାଜସ୍ୱ ଉତ୍ପାଦନଠାରୁ…
ଇରାନ ଆକ୍ରମଣ ପରେ ଆକ୍ସନ ମୋଡରେ ଆମେରିକା
ଓ୍ବାଶିଂଟନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଆମେରିକା ପରିସ୍ଥିତି ଉପରେ କଡା ନଜର ରଖିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ତୁର୍କୀ ବୈଦେଶିକ ମନ୍ତ୍ରୀ ହକନ ଫିଦାନଙ୍କ ସହ କଥା ହୋଇଛନ୍ତି।…
ଆମ ପାଖରେ ଆଉ କୌଣସି ବାଟ ନ ଥିଲା; ସଫେଇ ଦେଲା ଇରାନ
ତେହରାନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ଜରୁରୀ ବୈଠକ ଡକାଯାଇଥିଲା। ଏହି ବୈଠକରେ ଇରାନର କୂଟନୀତିଜ୍ଞମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ଇରାନର କୂଟନୀତିଜ୍ଞ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣକୁ ସଠିକ୍…
ଇରାନ-ଇସ୍ରାଏଲ ଟେନସନ: ଷ୍ଟକ୍ ମାର୍କେଟରେ ହାହାକାର, ୯୦୦ ପଏଣ୍ଟ ଖସିଲା ସେନସେକ୍ସ
ମୁମ୍ବାଇ,୧୫।୪: ଭାରତୀୟ ଷ୍ଟକ୍ ମାର୍କେଟରେ ସୋମବାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଶନିବାର ଏବଂ ରବିବାର ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିଥିଲା। ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ…
କେଜରିଓ୍ବାଲଙ୍କୁ ଜେଲରେ ଭେଟିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୋମବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବତ ମାନ ଭେଟିବେ।…
ସଠିକ୍ ସମୟରେ ମିଳିବ ଆକ୍ରମଣର ଜବାବ, ଇରାନ ଆକ୍ରମଣ ପରେ ଇସ୍ରାଏଲ ମନ୍ତ୍ରୀଙ୍କ ପ୍ରତିଜ୍ଞା
ମୁମ୍ବାଇ,୧୫ା୪: ଇସ୍ରାଏଲର ମନ୍ତ୍ରୀ ବେନି ଗାଣ୍ଟଜ ରବିବାର ଶପଥ ନେଇଛନ୍ତି ଯେ ସମୟ ଆସିଲେ ଇରାନ କରିଥିବା କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣର ଜବାବରେ ଦେବ। ଇରାନ ଆକ୍ରମଣ ଉପରେ ଦେଶର ପ୍ରତିକ୍ରିୟା ବିଷୟରେ ଆଲୋଚନା କରିବା ପାଇଁ ଇସ୍ରାଏଲ ଯୁଦ୍ଧ…
୩ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୧୫ା୪: କଂଗ୍ରେସ ରବିବାର ତା’ର ଆଉ ୭୫ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ୩ଟି ସ୍ଥାନରେ କଂଗ୍ରେସ ତା’ର ପୂର୍ବ ପ୍ରାର୍ଥୀଙ୍କୁ ବଦଳାଇଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ କଂଗ୍ରେସ ଦେବେନ୍ଦ୍ର ଭିତିରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାଲିଗୁଡ଼ାରେ ସୁରଦା…
ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ
ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି ଖାଇବା ତେଲ ଦର ଆକାଶଛୁଆଁ ରହିଛି। ଫଳରେ ଖାଉଟି ଅତିରିକ୍ତ ଖର୍ଚ୍ଚାନ୍ତରେ ଆଉଟୁପାଉଟୁ ହେଉଛନ୍ତି।…
ବିଧାନସଭା ଆସନ: କାହାର କେତେ ଘୋଷଣା ବାକି
ଭାଜପାର ୩୫ ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି,…
ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା
ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…
ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍
ତେଲ୍ ଆଭିଭ୍/ତେହରାନ୍/ଓ୍ବାଶିଂଟନ୍,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍-ହମାସ୍ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ ଏକ ବଡ଼ ସଂଘର୍ଷର ସୂତ୍ରପାତ ହୋଇଛି। ଡାମସ୍କସ୍ରେ ଥିବା ନିଜ ଦୂତାବାସ ଉପରେ ଇସ୍ରାଏଲୀ…
Archives


