ଜାଣନ୍ତୁ କେଉଁ ଜିଲାରେ ଖୋଲିବ ସ୍କୁଲ, କେଉଁଠି ରହିବ ବନ୍ଦ
ଭୁବନେଶ୍ୱର,୧୭।୬: ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲାପାଳମାନେ ସ୍କୁଲ ଖୋଲିପାରିବେ। ଏହି କ୍ରମରେ ଆସନ୍ତାକାଲି ଦେବଗଡ଼…
ସ୍କୁଲ ଖୋଲିବାକୁ ନେଇ ଆସିଲା ବଡ଼ ଅପଡେଟ୍, ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ଆସନ୍ତାକାଲି ସରୁଛି ଖରାଛୁଟି। ଏହାରି ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ବଡ଼ ଅପଡେଟ୍ ଆସିଛି। ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ…
କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍ ବାତିଲ୍
କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍ର ୪ ବଗି ଏବଂ ୫ ୱାଗନ ଲାଇନ୍ଚ୍ୟୁତ ହୋଇ ଅନ୍ୟ ଟ୍ରାକ୍ ଉପରେ ପଡ଼ିରହିଛି । ତେଣୁ ଏହି ରୁଟ୍ ଦେଇ ଯିବାକୁ…
ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ…
ଟ୍ରେନ୍ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା
ନୂଆଦି,୧୭ା୬: ବାହାନଗା ଟ୍ରେନ୍ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…
ମାନବୀୟ ତ୍ରୁଟିରୁ ଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣା: ରେଲୱେ ବୋର୍ଡ ସିଇଓ
ନୂଆଦିଲ୍ଲୀ,୧୭।୬: ସୋମବାର ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ, ୨୫ ଜଣ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା ମାନବୀୟ ତ୍ରୁଟିରୁ ଘଟିଥିବା କହିଛନ୍ତି ରେଲୱେ ବୋର୍ଡ ସିଇଓ ଜୟା ବର୍ମା ସିହ୍ନା। ପ୍ରାରମ୍ଭିକ ତଦନ୍ତରୁ…
ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ…
ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…
ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍ଆର କଂଗ୍ରେସକୁ…
ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣା: ଜାରି ହେଲା ହେଲ୍ପଲାଇନ ନମ୍ବର
କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍ବାହୀ ଟ୍ରେନ୍ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍ର କିଛି ବଗି ଲାଇନ୍ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…
ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା
କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍ବାହୀ ଟ୍ରେନ୍ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍ର କିଛି ବଗି ଲାଇନ୍ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…
କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଲା ମାଲ୍ବାହୀ ଟ୍ରେନ୍: କିଛି ବଗି ଲାଇନ୍ଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି
କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ମାଲ୍ବାହୀ ଟ୍ରେନ୍ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍ର କିଛି ବଗି ଲାଇନ୍ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଏହି…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ହେବ ଅସଲ ଖେଳ
ମୁମ୍ବାଇ,୧୭ା୬: ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟର ଦମ୍ଦାର ପ୍ରଦର୍ଶନ ବିରୋଧୀ ଦଳ ମଧ୍ୟରେ ନୂଆ ଉତ୍ସାହ ଭରି ଦେଇଛି। ଲୋକ ସଭା ନିର୍ବାଚନର ଫଳାଫଳ ଦେଖି ଶରଦ ପାଓ୍ବାରଙ୍କ ଛୋଟ ପାର୍ଟିର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ଏବଂ ସେମାନେ ତାଙ୍କୁ ସମର୍ଥନ କରିବାକୁ…
Archives


