ବ୍ରହ୍ମପୁରରେ ପହଞ୍ଚିଲେ ମୋଦି
ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ…
ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ
ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ ଆସିଛି, ଯେଉଁଥିରେ ସେ ବର୍ତ୍ତମାନର ରାଷ୍ଟ୍ରପତିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଟ୍ରମ୍ପ ବର୍ତ୍ତମାନର…
ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ
ଡେରାଡୁନ୍,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର ଜଙ୍ଗଲରେ ନିଆଁ ଲାଗିବା ଘଟଣା ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ୧୦ଟି ଜଙ୍ଗଲରେ ନିଆଁ…
ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର
ଭୁବନେଶ୍ୱର,୬।୫(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାତ୍ରି…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି
ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଛନ୍ତି। ବିମାନ ବନ୍ଦର ବାହାରେ…
କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ
ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି। ଆକ୍ରମଣ…
ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ
ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’ ୨୦ରେ ଅଯୋଧ୍ୟାରେ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ, ସେ ଇଟାୱାଠାରେ ଏକ ନିର୍ବାଚନ ସମାବେଶକୁ…
ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ…
ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍
ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି। ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା…
ନିର୍ବାଚନ କମିଶନଙ୍କ ଅନନ୍ୟ ପଦକ୍ଷେପ, ୨୩ ଦେଶର ୭୫ ପ୍ରତିନିଧୀ ‘ଗଣତନ୍ତ୍ରର ମହାପର୍ବ’ ଦେଖିବାକୁ ଭାରତ ପହଞ୍ଚିଲେ
ନୂଆଦିଲ୍ଲୀ,୫।୫: ୨୩ଟି ଦେଶର ନିର୍ବାଚନ ପରିଚାଳନା ସଂସ୍ଥା ସହିତ ଜଡିତ ୭୫ ଜଣ ଆନ୍ତର୍ଜାତୀୟ ପ୍ରତିନିଧୀ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ‘ଲୋକ ସଭା ନିର୍ବାଚନ’ର ମହାନ ମହୋତ୍ସବର ସାକ୍ଷୀ ହେବା ପାଇଁ ଭାରତରେ ପହଞ୍ଚିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ…
ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ ତାଙ୍କୁ ବିମାନବନ୍ଦରରୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ…
ଭାରତୀୟ ମସଲାରେ କୀଟନାଶକ ସମ୍ପର୍କିତ ସମସ୍ତ ଦାବିକୁ ଖଣ୍ଡନ କଲା ଏଫ୍ଏସ୍ଏସ୍ଏଆଇ
ନୂଆଦିଲ୍ଲୀ,୫।୫: ଭାରତୀୟ ମସଲାକୁ ନେଇ ଉପୁଯିତିବା ବିବାଦ ମଧ୍ୟରେ ସ୍ପତିକାରଣ ରଖିଛି ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫ୍ଏସ୍ଏସ୍ଏଆଇ)। ବିଭିନ୍ନ ଦେଶ ଭାରତୀୟ ମସଲା ଉପରେ ଲଗାଇଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଭାବେ ଅସ୍ୱୀକାର କରିଛି ଯେ ଏହା…
Archives


